ଶ୍ରେଣୀଗୃହ ଅଭାବ, ବାରଣ୍ଡାରେ ପଢୁଛନ୍ତିି ପିଲା
ହାତୀଓଟ,୨୭ା୬-କେନ୍ଦ୍ର ଓ ରାଜ୍ୟ ସରକାର ସରକାରୀ ସ୍କୁଲ ଗୁଡିକରେ କିପରି ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଅଧିକ ହେବ ସେ ନେଇ ବିଭିନ୍ନ ଯୋଜନା କରିଛନ୍ତି । ଗଁ। ଗହଳିର ଛାତ୍ରୀଛାତ୍ରମାନେ ପାଠପଢା ପ୍ରତି ଆଗ୍ରହ ପ୍ରକାଶ କରି ଅଧିକରୁ ଅଧିକ ଯେପରି ଆକୃଷ୍ଟ…
ଦୁର୍ଘଟଣା ଅପରାଧ ପାଇଁ ନିଶା ଦାୟୀ
ଫୁଲବାଣୀ ଅଫିସ,୨୬ା୬-ଫୁଲବାଣୀ ଗାନ୍ଧୀ ସ୍ମୃତି ଭବନ ପରିସରରେ ଜିଲାସ୍ତରୀୟ ଆନ୍ତର୍ଜାତିକ ନିଶା ନିବାରଣ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁ ଯୋଗଦେଇ ନିଶାର କୁ ପ୍ରଭାବ ଏବଂ ସମାଜରେ ଏଥିପାଇଁ ଘଟୁଥିବା ସମସ୍ୟା…
ଆନ୍ତର୍ଜାତିକ ନିଶାଦ୍ରବ୍ୟ ଅପବ୍ୟବହାର, ଅବୈଧ କାରବାର ନିରୋଧ ଦିବସ: ନିଶା ଛାଡିଥିବା ୧୦ ଜଣ ସମ୍ବର୍ନ୍ଧିତ
ଛତ୍ରପୁର,୨୬।୬(ଡି.ଏନ୍.ଏ): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଆନୁକୂଲ୍ୟରେ ବୁଧବାର ଆନ୍ତର୍ଜାତିକ ନିଶାଦ୍ରବ୍ୟ ଅପବ୍ୟବହାର ଏବଂ ଅବୈଧ କାରବାର ନିରୋଧ ଦିବସ ପାଳିତ ହୋଇଯାଇଛି । ଏ ନେଇ ପୂର୍ବାହ୍ନରେ ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଏକ ସଚେତନତା ରାଲି ବାହାରି…
ଗୁରୁବାର ରାଜ୍ୟପାଳଙ୍କ ଦିନିକିିଆ ଗଞ୍ଜାମ ଗସ୍ତ
ଛତ୍ରପୁର,୨୬।୬(ଡି.ଏନ୍.ଏ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ଙ୍କ ଗୁରୁବାର ଦିନିକିଆ ଗଞ୍ଜାମ ଗସ୍ତ କାର୍ଯ୍ୟକ୍ରମ ରହିଛି । ଏ ନେଇ ବୁଧବାର ଛତ୍ରପୁରସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ସେ ଭୁବନେଶ୍ୱରସ୍ଥିତ ରାଜଭବନରୁ କାର ଯୋଗେ…
ବିବାହ ପୂର୍ବରୁ ଆଧାର କାର୍ଡ ଯାଞ୍ଚ ବାଧ୍ୟତାମୂଳକ
ଛତ୍ରପୁର,୨୬ା୬(ଡି.ଏନ.ଏ)-ଗଞ୍ଜାମ ଜିଲାରେ ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରୟାସ କରାଯାଉଛି। ବିବାହ ପୂର୍ବରୁ ପୁଅଝିଅଙ୍କ ଆଧାର କାର୍ଡ ଯାଞ୍ଚ ବାଧ୍ୟତାମୂଳକ କରାଯିବ ା ଏଥିପାଇଁ ଗ୍ରାମ୍ୟ ସ୍ତରରେ ଏଏନଏମ୍, ଅଙ୍ଗନୱାଡି କର୍ମୀ ଓ ପ୍ରାଥମିକ ଶିକ୍ଷାନୁଷ୍ଠାନର…
କନିଅର ମଞ୍ଜି ଖାଇ ବୃଦ୍ଧଙ୍କ ମୃତ୍ୟୁ
ବ୍ରହ୍ମପୁର ଅଫିସ,୨୬ା୬-ବାର୍ଦ୍ଧକ୍ୟ ଯନ୍ତ୍ରଣା ସହି ନ ପାରି ଜଣେ ଶତାୟୁ କନିଅର ମଞ୍ଜି ଖାଇ ଏମ୍କେସିଜି ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତକ ଜଣଙ୍କ କାହ୍ନୁ ଚରଣ ବେହେରା (୧୦୫)।ଘର କୃଷ୍ଣପ୍ରସାଦ…
ଗଞ୍ଜାମରେ ଚାଲିବ ଆଇଡିସିଏମ୍, ଏମ୍ଡିଡି ଅଭିଯାନ: ଲକ୍ଷ୍ୟ ‘ସୁସ୍ଥ ପରିବାର, ସୁସ୍ଥ ସମାଜ’
ବ୍ରହ୍ମପୁର ଅଫିସ୍,୨୬ା୬-ଝାଡ଼ାବାନ୍ତି, ମ୍ୟାଲେରିଆ କିମ୍ବା ଡେଙ୍ଗୁ ଯୋଗୁ କାହାର ଯେମିତି ମୃତ୍ୟୁ ନ ହୁଏ, ସେଦିଗରେ ତତ୍ପତ୍ର ହୋଇପଡ଼ିଛି ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ପ୍ରଶାସନ। ରୋଡ୍ମ୍ୟାପ୍ ପ୍ରସ୍ତୁତ କରାଯାଇଛି। ଏହି ତିନଟି ରୋଗ ଯୋଗୁ ଜିଲାରେ ଯେମିତି କେହି ଜଣେ ମଧ୍ୟ…
କାଜୁ ଫ୍ୟାକ୍ଟ୍ରି, ପେଟ୍ରୋଲ ପମ୍ପ୍, ଦୋକାନରେ ଯାଞ୍ଚ: ଜରିମାନା ଆଦାୟ
ଛତ୍ରପୁର,୨୬ା୬(ଡି.ଏନ.ଏ)-ଛତ୍ରପୁର ଏନ୍ଏସି ରେ ଥିବା ବିଭିନ୍ନ ଦୋକାନ, ପେଟ୍ରୋଲ ପମ୍ପ ଓ କାଜୁ ଫ୍ୟାକ୍ଟ୍ରିରେ ମଙ୍ଗଳବାର ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କ ନିର୍ଦ୍ଦେଶକ୍ରମେ ଟ୍ରେଡ୍ ଲାଇସେନ୍ସ, ମାପ…
୧୯ ଲକ୍ଷ ଟଙ୍କାର ହିସାବ ନ ଦେବାରୁ ପ୍ରଧାନଶିକ୍ଷକ ନିଲମ୍ବିତ
କବିସୂର୍ଯ୍ୟନଗର,୨୬ା୬-ବିଦ୍ୟାଳୟର ଉନ୍ନତିମୂଳକ ଖର୍ଚ୍ଚ ପାଇଁ ଆସିଥିବା ୧୯ ଲକ୍ଷ ଟଙ୍କାର ହିସାବ ଦେଇ ନ ଥିବାରୁ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଗୌଡ଼ସାହି ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ରାଘବ ସେଠୀ ନିଲମ୍ବିତ ହୋଇଛନ୍ତି। ସ୍ଥାନୀୟ ବିଇଓ ନିରଞ୍ଜନ ମିଶ୍ର ତାଙ୍କୁ ନିଲମ୍ବନ…
ଡିବିରି ନିଆଁରୁ ଅଗ୍ନିକାଣ୍ଡ, ବାପପୁଅ ଗୁରୁତର
ତୁମୁଡ଼ିବନ୍ଧ,୨୬ା୬(ଡି.ଏନ୍.ଏ)-ତୁମୁଡ଼ିବନ୍ଧ ବ୍ଲକ ବେଲଘର ବଜାରସାହିରେ ସୋମବାର ରାତିରେ ଡିବିରିରୁ ନିଅଁା ବ୍ୟାପି ୨ ବଖରା ଜଳି ଯାଇଥିବାବେଳେ ବାପ ପୁଅ ଗୁରୁତର ହୋଇଛନ୍ତି। ସେମାନେ ହେଲେ ରଘୁନାଥ ବେହେରା ଓ ପୁଅ ପ୍ରଦୀପ। ବିଜୁଳି ନ ଥିବାରୁ ରାତିରେ ଡିବିରି ଜାଳି…
୮ ଫୁଟର ଅଜଗର ଉଦ୍ଧାର
କୁକୁଡ଼ାଖଣ୍ଡି,୨୫।୬(ଡି.ଏନ.ଏ.)- ଆଙ୍କୁଶପୁର ସଦରଥାନା ସାମ୍ନା ଏକ ହୋଟେଲ ନିକଟରେ ୮ ଫୁଟର ଅଜଗର ସୋମବାର ମଧ୍ୟରାତ୍ରରେ ଉଦ୍ଧାର ହୋଇଛି। ଉଦ୍ଧାର ପରେ ଏହାକୁ ନିକଟସ୍ଥ ଟାମଣା ଜଙ୍ଗଲରେ ଛଡ଼ା ଯାଇଥିବା ବ୍ରହ୍ମପୁର ବନ ବିଭାଗ ସୂଚନା ଦେଇଛି। ସଦର ଥାନା ସାମ୍ନା…
ଖଣ୍ଡାରେ ହାଣି ବୃଦ୍ଧଙ୍କୁ ହତ୍ୟା, ହତ୍ୟାକାରୀଙ୍କ ଆତ୍ମ ସମର୍ପଣ
ପୁରୁଷୋତ୍ତମପୁର,୨୫।୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଧୋବାଡି ପାଟପୁର ଗ୍ରାମରେ ମଙ୍ଗଳବାର ଜଣେ ବୃଦ୍ଧଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଛି। ସେ ହେଲେ ସେହି ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ (୬୦)। ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତ ଧୋବାଡି ପାଟପୁର ଗ୍ରାମର…

