ପାଟ୍ରୋଲିଂ ବେଳେ ଅବକାରୀ ପୋଲିସ ହାବୁଡ଼ରେ ପଡ଼ିଲେ, ମଦ ଜବତ ପରେ ବନ୍ଧାହୋଇ ଜେଲ ଗଲେ…
ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ବିଦ୍ୟାଧରପୁର ଗ୍ରାମ ଜଙ୍ଗଲ ରାସ୍ତା ରୁ ଶୁକ୍ରବାର ସକାଳେ ଜଣେ ଯୁବକଙ୍କ ନିକଟରୁ ୪୦ ଲିଟର ଅପମିଶ୍ରିତ ଦେଶୀମଦ ଜବତ କରାଯାଇଛି। ଯୁବକ ଜଣକ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା…
ଯୁବକଙ୍କ ଉପରେ ମାଡିଯାଇ ୨ ଟି ଘରେ ଚଢିଗଲା ଗ୍ୟାସ ବୋଝେଇ ଟ୍ରକ, ଗାଡି ଧରି ଚମ୍ପଟ ମାରୁଥିବାବେଳେ…
ଧରାକୋଟ,୨୯।୮: ଧରାକୋଟ ଥାନା ଅନ୍ତର୍ଗତ ଢଉଗାଁ ଛକରେ ସିରିଜ ଦୁର୍ଘଟଣା। ଟ୍ରକ ପ୍ରଥମେ ଜଣେ ବ୍ୟକ୍ତି ଉପରେ ଗାଡି ଚଢାଇ ଦେବା ପରେ ସେଠାରୁ ୭୦୦ ମିଟର ପରେ ଗୋଟିଏ ଦୋକାନ ସହ ଜଣେ ବ୍ୟକ୍ତିଙ୍କ ଘର ଓ ଗୋଟିଏ ବାଇକ…
ଟ୍ରମ୍ପଙ୍କୁ ଧୋକା ଦେଲେ ୟୁନୁସ୍, ଚାଇନା ସହ ମିଶି କରିଦେଲେ ବଡ଼ ଖେଳ
ଢାକା,୨୮।୮: ବାଂଲାଦେଶରେ ମହମ୍ମଦ ୟୁନୁସଙ୍କ ସରକାର କ୍ଷମତାକୁ ଆସିବା ପରଠାରୁ ସେଠାରେ ଅସ୍ଥିରତାର ଏକ ସମୟ ଦେଖାଯାଇଛି। ମହମ୍ମଦ ୟୁନୁସଙ୍କୁ ଆରମ୍ଭରୁ ପାକିସ୍ତାନ ଏବଂ ଚାଇନା ଶିବିରରେ ଦେଖାଯାଇଛି। ଏହି ସମୟରେ, ଖବର ଆସିଛି ଯେ ଏବେ ବାଂଲାଦେଶ ଚାଇନା ଠାରୁ…
ତାରାତାରିଣୀ ପୀଠ ପରିଦର୍ଶନ କଲେ ପ୍ରଶାସନିକ ଅଧିକାରୀ
ପୁରୁଷୋତ୍ତମପୁର,୨୮ା୮(ସୀମାଞ୍ଚଳ ମିଶ୍ର): ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ଦ୍ଦେଶକ ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଗଞ୍ଜାମ ଜିଲା ଗସ୍ତରେ ଆସି ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ଓ ବଡ଼ଖରିଡ଼ା କାଳେଶ୍ବର ମନ୍ଦିର ମଡେଲ ପାର୍କକୁ ପରିଦର୍ଶନ କରି ସମୀକ୍ଷା କରିଛନ୍ତି।…
ଅନ୍ଧାରରେ ରଥସାହି ଛକ, ଗୁରୁତ୍ୱ ଦେଉନାହିଁ ଏନ୍ଏସି ପ୍ରଶାସନ
ପୁରୁଷୋତ୍ତମପୁର,୨୮।୮ (ସୀମାଞ୍ଚଳ ମିଶ୍ର): ଆଉ ମାତ୍ର ଦୁଇଦିନ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି ସ୍ବାୟତ୍ତ ଶାସନ ଦିବସ ପାଳନ କରିବାକୁ ଯାଉଛି। ହେଲେ ସହରର ମୁଖ୍ୟ ରଥସାହି ଛକ ଦୀର୍ଘ ଚାରିମାସରୁ ଊର୍ଦ୍ଧ୍ୱ ସମୟ ଧରି ଅନ୍ଧକାରରେ ରହିଥିଲେ ମଧ୍ୟ…
ସଟସର୍କିଟରୁ ଲାଗିଲା ନିଆଁ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ
ଛତ୍ରପୁର,୨୮/୮(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଛତ୍ରପୁର ଥାନା ଅନ୍ତର୍ଗତ ସୁନ୍ଦରପୁର ଗ୍ରାମ ସ୍ଥିତ (ମଠ)ଉପର ସାହିର ୟୁ ନାଗେଶ୍ୱର ଆଚାରୀଙ୍କ ଘରେ ଅଗ୍ନିକାଣ୍ଡ। ବିଦ୍ୟୁତ ସଟ ସର୍କିଟ ଯୋଗୁ ଘରେ ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡ ଲାଗି ଘରେ ଥିବା ଅନେକ ଫର୍ନିଚର…
ସାଉଥ କୋରିଆରେ ଉଚ୍ଚ ପ୍ରଶଂସିତ ହେଲେ ଓଡ଼ିଆ ଝିଅ, କ୍ୟାନସର ରୋଗର ନିରାକରଣ ପାଇଁ ଗବେଷଣା କରି…
ଭଞ୍ଜନଗର,୨୮ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦର ଝିଅ ଡକ୍ଟର ଅୟେସ୍କାନ୍ତା ମହାନ୍ତି ଦକ୍ଷିଣ କୋରିଆରେ କ୍ୟାନସର ରୋଗ ପାଇଁ ନାନୋ ମେଡିସିନ ଉପରେ ଗବେଷଣା କରୁଥିଲେ। ଇତିମଧ୍ୟରେ ସେ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ଗଞ୍ଜାମର ଗର୍ବିତ ଝିଅ ଅୟେସ୍କାନ୍ତା ଦୀର୍ଘବର୍ଷର…
ସମୁଦ୍ରରେ ଓଲଟିଲା ମାଛଧରା ଡଙ୍ଗା, ମିଳୁନି ମତ୍ସ୍ୟଜୀବୀଙ୍କ ପତ୍ତା
ଗଞ୍ଜାମ/ଛତ୍ରପୁର,୨୮ା୮(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଋଷିକୂଲ୍ୟା ମୁହାଣସ୍ଥିତ ସମୁଦ୍ରକୁ ମାଛ ଧରିବାକୁ ଯାଇ ଜଣେ ବ୍ୟକ୍ତି ନିଖୋଜ ଥିବା ଜଣାପଡ଼ିଛି। ନିଖୋଜ ବ୍ୟକ୍ତି ହେଲେ ଛତ୍ରପୁର ବ୍ଲକ ଅନ୍ତର୍ଗତ ନୋଳିଆ ନୋଳିଆ ନୂଆ ଗାଁର ମତ୍ସ୍ୟଜୀବୀ ଏ. କାଳିଆ। ବୁଧବାର ରାତିରେ…
ଥାନାଧିକାରିଣୀ ଭାବେ ଦାୟିତ୍ୱ ନେଲେ ଶ୍ରଦ୍ଧାଞ୍ଜଳି ସୁବୁଦ୍ଧି
ଛତ୍ରପୁର,୨୭ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ଚମାଖଣ୍ଡି ଥାନାରେ ନୂତନ ଥାନା ଅଧିକାରିଣୀ ଭାବେ ଶ୍ରଦ୍ଧାଞ୍ଜଳି ସୁବୁଦ୍ଧି ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଗଞ୍ଜାମ ପୋଲିସ ଜିଲାର ହେଡ୍ କ୍ୱାର୍ଟରରେ ଦାୟିତ୍ୱ ତୁଲାଇ ଥିବା ବେଳେ ତାଙ୍କର ଚମାଖଣ୍ଡି ଥାନାକୁ…
ଛତ୍ରପୁର ଥାନାଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ସବ୍ୟସାଚୀ ମଲ୍ଲ, କହିଲେ ଅସାମାଜିକଙ୍କ ଉପରେ…
ଛତ୍ରପୁର,୨୭ା୮(ଦିଲ୍ଲୀପ ସାମଲ): ଛତ୍ରପୁର ଥାନାରେ ନୂତନ ଥାନା ଅଧିକାରୀ ଭାବେ ବୁଧବାର ସବ୍ୟସାଚୀ ମଲ୍ଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ଗଞ୍ଜାମ ପୋଲିସ ଜିଲାର ଚମାଖଣ୍ଡି ଥାନା ଅଧିକାରୀ ଭାବେ ଦାୟିତ୍ୱ ତୁଲାଇ ଆସୁଥିବା ବେଳେ ତାଙ୍କର ଛତ୍ରପୁର…
ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍ କିଷାନ ଟଙ୍କା, ମନ୍ତ୍ରୀ କହିଲେ ଆଗାମୀ ୩ ବର୍ଷ ମଧ୍ୟରେ…
ଛତ୍ରପୁର,୨୭ା୮(ସନ୍ତୋଷ ପାଢ଼ୀ): ସିଏମ୍ କିଷାନ ୩ୟ କିସ୍ତି ଟଙ୍କା ବୁଧବାର ରବି ଫସଲ ପାଇଁ ଚାଷୀଙ୍କ ଖାତାକୁ ଯାଇଛି। ଡିବିଟି ଜରିଆରେ ଟଙ୍କା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଠାଇଛନ୍ତି। ଏହିକ୍ରମରେ ଗଞ୍ଜାମ ଜିଲାର ୩ ଲକ୍ଷ ୧୯ ହଜାର ୪୪୯…
ପୁରୁଷୋତ୍ତମପୁରରେ ହତ୍ୟାକାଣ୍ଡ: ଲଟାବୁଦା ମଧ୍ୟରୁ ଶ୍ରମିକଙ୍କ ଗଳିତ ମୃତଦେହ ଜବତ କଲା ପୋଲିସ
ପୁରୁଷୋତ୍ତମପୁର,୨୭।୮(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରସହର ଉପକଣ୍ଠ ପାଣ୍ଡିଆଛକ ନିକଟସ୍ଥ ଏକ ଲଟାବୁଦା ମଧ୍ୟରୁ ଯୁବକଙ୍କ ଏକ ଗଳିତ ମୃତଦେହକୁ ବୁଧବାର ପୋଲିସ ଜବତ କରିଛି। ଏହାକୁ ନେଇ ପୁରୁଷୋତ୍ତମପୁର ଏସଡିପିଓ ସୁଜିତ କୁମାର ନାୟକ ଓ ଆଇଆଇସି ରାଜେଶ କୁମାର…
Archives


