ଗଞ୍ଜାମ

ପ୍ରଧାନମନ୍ତ୍ରୀ ଫସଲ ବୀମା ଦଲାଲଙ୍କୁ ଗିରଫ ନିର୍ଦ୍ଦେଶ

ଛତ୍ରପୁର,୨୫।୬(ଡି.ଏନ.ଏ) – ଗଞ୍ଜାାମ ଜିଲାର କେତେକ ଅଞ୍ଚଳରେ ଖଳ ପ୍ରକୃତିର ଲୋକ ପ୍ରଧାନମନ୍ତ୍ରୀ ଫସଲ ବୀମା ନାମରେ ଦଲାଲଗିରି କରି ଚାଷୀ ମାନଙ୍କୁ ମିଥ୍ୟା ବୀମା ପରିଚୟପତ୍ର ପ୍ରଦାନ କରି ଅର୍ଥ ଆଦାୟ କରୁଥିବା ନେଇ ପ୍ରଶାସନ ଦୃଷ୍ଟିକୁ ଆସିଛି। ଏପରି…

ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଘେରିଲେ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୨୫ା୬- ଗଞ୍ଜାମ ଆଇନ ମହାବିଦ୍ୟାଳୟରେ ବିବିଏଲଏଲବି ପାଠ୍ୟକ୍ରମ ପରୀକ୍ଷା ପରିଚାଳନାରେ ଅନିୟମିତତା ଅଭିଯୋଗ ହୋଇଛି ା ୫ ବର୍ଷିଆ ପାଠ୍ୟକ୍ରମରେ ନିୟମିତ ପରୀକ୍ଷା ପରିଚାଳନା ଓ ଫଳ ପ୍ରକାଶନରେ ବାରମ୍ବାର ଅବହେଳା କରାଯାଉଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ପାଠକ୍ରମ ପରୀକ୍ଷା…

ବେସରକାରୀ ସ୍କୁଲରେ ତାଲା ପକାଇଲା ପ୍ରଶାସନ

ଜଗନ୍ନାଥପ୍ରସାଦ,୨୫ା୬(ଡି.ଏନ.ଏ.)- ଜଗନ୍ନାଥପ୍ରସାଦ ବ୍ଲକରେ ଶିକ୍ଷାର ଭିତ୍ତିଭୂମି ନ ଥାଇ ଜିଲା ଶିକ୍ଷା ବିଭାଗର ବିନା ଅନୁମତି ଓ ଗାଇଡ଼ ଲାଇନ ଉଲଂଘନ କରୁଥିବା ଘରୋଇ ସ୍କୁଲକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବନ୍ଦ କରି ଦିଆଯାଇଛି। ଜିଲା ଶିକ୍ଷା ବିଭାଗ ପକ୍ଷରୁ ବ୍ଲକର…

କାଟିଙ୍ଗିଆ ବନ୍ଦ ୪ର୍ଥ ଦିନରେ: ତହସିଲଦାରଙ୍କ ଅଧ୍ୟକ୍ଷତାରେ ଦ୍ୱିପାକ୍ଷିକ ଆଲୋଚନା

ଦାରିଙ୍ଗବାଡ଼ି,୨୫।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆରେ ଥିବା ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ଜମି ଜବରଦଖଲ ଉଚ୍ଛେଦ ଦାବିରେ ଅଞ୍ଚଳବାସୀ ଶୁକ୍ରବାର ଠାରୁ କାଟିଙ୍ଗିଆ ବନ୍ଦ କରିଛନ୍ତି। ସୋମବାର ଏହା ଚତୁର୍ଥ ଦିନରେ ପହଞ୍ଚତ୍ଛି। ଦାରିଙ୍ଗବାଡ଼ି ତହସିଲ କାର୍ଯ୍ୟାଳୟରେ ତହସିଲଦାର ନୀତିଶ ତ୍ରୀପାଠୀଙ୍କ…

କେସି ହାଇସ୍କୁଲରୁ ଇଂଲିଶ୍‌ ମାଧ୍ୟମ ସ୍କୁଲ ସ୍ଥାନାନ୍ତର ଦାବି: ପୁଣି ତେଜିଲା ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୨୫ା୬- ଗୋଷାଣୀନୂଆଗଁାସ୍ଥିତ ପୁରାତନ କେସି ହାଇସ୍କୁଲ ପରିସରରେ ଚାଲିଥିିବା ବେଆଇନ ଇଂଲିଶ ମାଧ୍ୟମ ସ୍କୁଲକୁ ଉଚ୍ଛେଦ ନେଇ ପୁଣି ତୀବ୍ର ବିରୋଧ ହୋଇଛି। ସୋମବାର ଏହାର ପ୍ରତିବାଦରେ ସାମାଜିକ ସଂଗଠନ ସଂସ୍କାରବାଦୀ ପକ୍ଷରୁ ପୁଣି ଧାରଣା ଦିଆଯାଇଥିଲା। କେସି ହାଇସ୍କୁଲ…

ହୃଦ୍‌ଘାତରେ ଓଡ଼ିଆ ଯବାନଙ୍କ ପରଲୋକ: ଶେଷ ସମ୍ମାନ ଜଣାଇଲେ ଆର୍ମି ଏଡି କଲେଜ ଯବାନ

ଗୋପାଳପୁର,୨୫ା୬: ଭାରତୀୟ ସେନାବାହିନୀରେ କାର୍ଯ୍ୟରତ ଜଣେ ଓଡ଼ିଆ ଯବାନଙ୍କ ରବିବାର ସକାଳେ ହୃତ୍‌ଘାତରେ ପରଲୋକ ଘଟିଛି। ସେ ହେଲେ ଗୋପାଳପୁର ଥାନା କରାପଲ୍ଲୀ ଗ୍ରାମର ପି. ରାମାରାଓ ରେଡ୍ଡୀ (୪୨)। ରାମାରାଓ ମହାରାଷ୍ଟ୍ର ପୁନେର ପୁଲଗାଁଓ ସିଏଡିରେ କାର୍ଯ୍ୟ କରୁଥିଲେ। ସୋମବାର…

କାମଦେଲା ଉପ ଜିଲାପାଳଙ୍କ ନିର୍ଦ୍ଦେଶ: ଜବରଦଖଲ ଉଚ୍ଛେଦ, ଡ୍ରେନ୍‌ ସଫା ଆରମ୍ଭ

ଭଞ୍ଜନଗର,୨୫।୬(ଡି.ଏନ.ଏ.)- ଭଞ୍ଜନଗର ସହରର ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥାକୁ ନେଇ କିଛିମାସ ହେଲା ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତଥାପି ଏନ୍‌ଏସି ପ୍ରଶାସନ ଏହାର ସୁଧାର ପାଇଁ କୌଣସି ଆଖିଦୃଶିଆ ପଦକ୍ଷେପ ନେଉନଥିଲେ। ଗତ ୩ ତାରିଖରେ ଉପ ଜିଲାପାଳ ରାଜେନ୍ଦ୍ର କୁମାର…

ମଦଭାଟି ଉପରେ ଚଢାଉ: ୪ ମହିଳାଙ୍କ ସମେତ ୯ ଗିରଫ

ଦାରିଙ୍ଗବାଡି,୨୪।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଏବଂ ଦାରିଙ୍ଗବାଡ଼ି ଥାନା ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୧୧୫ ଲିଟର ଦେଶୀ ଚୋରାମଦ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ୪ ମହିଳା ଓ ୫ ପୁରୁଷଙ୍କୁ ଗିରଫ କରାଯାଇଥିବା ଉଭୟ ଥାନା…

ଜାନବିଲି ପ୍ରକଳ୍ପ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ଦାବି: ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର ଅଫିସ୍‌,୨୪ା୬: ଅସମ୍ପୂର୍ଣ୍ଣ ଜାନବିଲି ପ୍ରକଳ୍ପକୁ ନେଇ ଏବେ ବ୍ରହ୍ମପୁର ସହରବାସୀଙ୍କ ମଧ୍ୟରେ ଆକ୍ରୋଶ ବଢ଼ିବାରେ ଲାଗିଛି। ତରବରିଆ ଭାବେ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ। ହେଲେ ଏଯାଏ ଲୋକଙ୍କ ଘରେ ପାଣି ପହଞ୍ଚିପାରି ନାହିଁ ।…

ଡାକ୍ତର ନାହାନ୍ତି, ରୋଗୀ ହନ୍ତସନ୍ତ

ଫିରିଙ୍ଗିଆ,୨୪।୬-ଫିରିଙ୍ଗିଆ ବ୍ଲକ ନୂଆପଦର ପଞ୍ଚାୟତରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ୩ ମାସ ହେଲା ଡାକ୍ତର ନାହନ୍ତି। ଏହି ମେଡିକାଲ ଉପରେ ନିର୍ଭର କରୁଥିବା ୩ ପଞ୍ଚାୟତବାସୀ ଚିକିତ୍ସା ସେବା ନ ପାଇ ହନ୍ତସନ୍ତ ହେଉଛନ୍ତି। ଏହି ମେଡିକାଲରେ ନିଯୁକ୍ତି ପାଇଥିବା…

ପରାଜୟର ମାନସ ମନ୍ଥନ କଲା ଗଞ୍ଜାମ କଂଗ୍ରେସ

ବ୍ରହ୍ମପୁର ଅଫିସ,୨୪ା୬-ସାଧାରଣ ନିର୍ବାଚନର ଅଢ଼େଇ ମାସ ଓ ଫଳାଫଳ ଘୋଷଣାର ମାସେ ପୂରିବା ଦିନ ରବିବାର ଦଳର ଶୋଚନୀୟ ପରାଜୟ ନେଇ ମାନସ ମନ୍ଥନ କରିଛି ଗଞ୍ଜାମ ଜିଲା କଂଗ୍ରେସ। ଅତୀତରେ କଂଗ୍ରେସର ଦୁର୍ଗ ରୂପେ ଚିହ୍ନଟ ହୋଇଥିବା ଏହି ଜିଲାରେ…

ବଳିପ୍ରଥା ପାଇଁ ଲୋଭ ଦାୟୀ

ବ୍ରହ୍ମପୁର ଅଫିସ୍‌,୨୪ା୬-ବିନା ପରିଶ୍ରମରେ ଅଧିକ ହାସଲ କରିବାର ଯେଉଁ ଲୋଭ ମଣିଷ ମାନସିକତାରେ ଦେଖିବାକୁ ମିଳିଛି, ସେଥିରୁ ହିଁ ଜନ୍ମ ନେଇଛି ବଳିପ୍ରଥା ଭଳି ଏକ ଘୃଣ୍ୟ ପରମ୍ପରା। କେବଳ ଆଇନ୍‌ ନୁହଁ, ବ୍ୟାପକ ସଚେତନତା ଦ୍ୱାରା ଏହି ପ୍ରଥାକୁ ମୂଳପୋଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?