ଗଞ୍ଜାମ

ଯୁକ୍ତ ୨ ପରୀକ୍ଷାଫଳ ପ୍ରକାଶିତ: ବାଣିଜ୍ୟରେ ବିଶ୍ୱଜିତ୍‌ ମୁଖୀ ଜିଲା ଟପ୍ପର

ବାଲିଗୁଡ଼ା,୨୨ା୬ (ଡି.ଏନ୍‌.ଏ.): ଚଳିତବର୍ଷ ଯୁକ୍ତ ୨ ବାଣିଜ୍ୟ ବିଭାଗ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ କନ୍ଧମାଳ ଜିଲା ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟ ଛାତ୍ର ବିଶ୍ୱଜିତ୍‌ ମୁଖୀ ୪୯୦ ନମ୍ବର ରଖି ସମଗ୍ର କନ୍ଧମାଳ ଜିଲାରେ ଟପ୍ପର ହୋଇଛନ୍ତି। ସେ ୮୧…

ବ୍ରହ୍ମପୁର ସିଟି ହସ୍ପିଟାଲରେ ଅଲ୍‌ଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ,୨୨।୬: ବ୍ରହ୍ମପୁର ସିଟି ହସ୍ପିଟାଲରେ ଶନିବାର ନୂତନ ଅଲ୍‌ଟ୍ରାସାଉଣ୍ଡ ମେଶିନ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି। ରୋଗୀ କଲ୍ୟାଣ ସମିତି ପାଣ୍ଠିରୁ ୧୮ ଲକ୍ଷ ୫୫ ହଜାର ଟଙ୍କାରେ ଏହି…

ସୁଲୁମାହା ଘାଟିରେ ଟ୍ରାକ୍ଟର ଧକ୍କାରେ ଦାଦା, ପୁତୁରାଙ୍କ ମୃତ୍ୟୁ ଘଟଣା: ମୃତଦେହ ରଖି ରାଜପଥ ଅବରୋଧ, ୧୦ ଲକ୍ଷ କ୍ଷତିପୂରଣ ଦାବି

ଦାରିଙ୍ଗବାଡ଼ି,୨୨।୬(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସୁଲୁମାହା ଘାଟିରେ ଶୁକ୍ରବାର ସଂନ୍ଧ୍ୟା ୭ଟାରେ ଟ୍ରାକ୍ଟର ଧକ୍କାରେ ବାଇକରେ ଯାଉଥିବା ଦାଦା, ପୁତୁରାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଉକ୍ତ ଥାନା ଶ୍ରାନିକେତା ପଞ୍ଚାୟତ ଡବୁଲୁମାହା ଗ୍ରାମର ୫୯ନଂ ଜାତୀୟ…

ପରିବା ମାର୍କେଟ ଭଙ୍ଗା ପ୍ରତିବାଦରେ ଆନ୍ଦୋଳନ : ଜିଲାପାଳଙ୍କୁ ଫେରାଦ ହେଲେ ବ୍ୟବସାୟୀ

ପୁରୁଷୋତ୍ତମପୁର,୨୨ା୬(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଥିବା ପରିବା ମାର୍କେଟକୁ ଏନ୍‌ଏସି ପ୍ରଶାସନ ଦୋକାନ ଗୃହ ର୍ନିମାଣ କରିବା ଲାଗି ତରବରିଆ ଭାବେ ବୁଧବାର ଭାଙ୍ଗି ଦେଇଛି। ଫଳରେ ପରିବାର ବ୍ୟବସାୟୀ ଜୀବିକା ହରାଇଛନ୍ତି। ଏହାର ପ୍ରତିବାଦରେ ଶୁକ୍ରବାର ବ୍ୟବସାୟୀମାନେ ଏକାଠି ହୋଇ…

ଜଙ୍ଗଲରେ ଗୁଳି ଫୁଟିଲା, ଜଣେ ଗୁରୁତର

ଫୁଲବାଣୀ ଅଫିସ, ୨୨ା୬-ଖଜୁରିପଡା ବ୍ଲକ ସଦର ଥାନା ମାଣିଶ୍ୱର ଜଙ୍ଗଲରେ ଗୁଳି ଫୁଟିଛି। କାଠ କାଟୁଥିବା ବେଳେ ଗୁଳି ଆସି ଜଣେ ଯୁବକଙ୍କ ଗୋଡରେ ବାଜିଛି। ଗୁରୁତର ଯୁବକ ହେଲେ ଶଗଡକୁଟି ଗ୍ରାମର ସନାତନ କହଁର(୪୦)। ଗୁଳିମାଡର କାରଣ ଜଣାପଡି ନାହିଁ।…

ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ବୈଠକ: ବିଭାଗୀୟ ଅଧିକାରୀଙ୍କ ଅନୁପସ୍ଥିତ ନେଇ ହଟ୍ଟଗୋଳ

ଦାରିଙ୍ଗବାଡ଼ି,୨୨।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ବୈଠକ ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗ ଦେଇଥିଲେ। ଅନ୍ୟ ଅତିଥିଙ୍କ ମଧ୍ୟରେ କନ୍ଧମାଳ ଏମ୍‌ପି ପ୍ରତିନିଧୀ ସୁରଜ ରାୟ ଯୋଗଦେଇଥିଲେ।…

ଛାତ୍ରୀଛାତ୍ରଙ୍କୁ ଚାରା ବାଣ୍ଟିଲେ ଜିଲାପାଳ

ଛତ୍ରପୁର,୨୨ା୬(ଡି.ଏନ.ଏ)-ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲରେ ଶୁକ୍ରବାର ଗଞ୍ଜାମ ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଆୟୋଜିତ ହୋଇଥିଲା। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏଥିରେ ଯୋଗଦେଇ ସ୍କୁଲକୁ ଆସିଥିବା ନୂତନ ଛାତ୍ରୀଛାତ୍ରଙ୍କୁ ସ୍ବାଗତ କରିବା ସହ ଭଲ ପାଠ ପଢିବାକୁ ପରାମର୍ଶ ଦେଇଥିଲେ। ବର୍ତ୍ତମାନ…

ବ୍ରହ୍ମପୁର ଜୋନ ଯୁକ୍ତ ଦୁଇ ପରୀକ୍ଷାଫଳ କଳାରେ ପାସ୍‌ ହାର ୬୧.୨୧%, ବାଣିଜ୍ୟରେ ୬୦.୮୮%, ଧନ୍ଦାମୂଳକ ଶିକ୍ଷାରେ ୪୩.୬୯ %

ବ୍ରହ୍ମପୁର ଅଫିସ୍‌,୨୨ା୬-ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବାର୍ଷିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଜୋନ ଅଧୀନସ୍ଥ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ବୌଦ୍ଧ ଓ କନ୍ଧମାଳ ଜିଲାରେ କଳାରେ ୬୧.୨୧ପ୍ରତିଶତ, ବାଣିଜ୍ୟରେ…

ଟ୍ରାକ୍ଟର ଧକ୍କାରେ ପୁତୁରା ମୃତ, ଦାଦା ଗୁରୁତର

ଦାରିଙ୍ଗବାଡ଼ି,୨୧।୬(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ସୁଲୁମାହା ଘାଟିରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ଟ୍ରାକ୍ଟର ଧକ୍କାରେ ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକ ଚାଳକ ଦାଦା ଗୁରୁତର ହୋଇଛନ୍ତି। ମୃତକ ହେଲେ ଉକ୍ତ ଥାନା ଶ୍ରାନିକେତା ପଞ୍ଚାୟତ ଡବୁଲମାହା ଗ୍ରାମର…

ଠିକାଦାରଙ୍କ ଘରୁ ୧୫ଭରି ଗହଣା, ୩ଲକ୍ଷ ଟଙ୍କା ଚୋରି

ବ୍ରହ୍ମପୁର ଅଫିସ,୨୧।୬(ଡି.ଏନ୍‌.ଏ.)- ବୈଦ୍ୟନାଥପୁର ଥାନା ଅନନ୍ତନଗରରେ ଶୁକ୍ରବାର ରାତିରେ ଜଣେ ଠିକାଦାରଙ୍କ ଘରୁ ଚୋରି ହୋଇଛି। ଠିକାଦାର କେ. ଦୀପସାଗର ସନ୍ଧ୍ୟାରେ ସ୍ତ୍ରୀଙ୍କ ସହ ଶାଳକଙ୍କ ଘରକୁ ଯାଇଥିଲେ। ସେଠାରେ ରାତ୍ରଭୋଜନ ସାରି ପ୍ରାୟ ୧୦ଟାରେ ଘରକୁ ଫେରିଥିଲେ। ଗ୍ରୀଲ୍‌ ଖୋଲି…

ଏପିଡିଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସ କବାଟ ଭାଙ୍ଗି ଉଦ୍ଧାର କରାଗଲା ମୃତଦେହ

ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଧ୍ରୁବ କୁମାର ସିଂ(୩୭)ଙ୍କ ମୃତଦେହ ଶୁକ୍ରବାର ତାଙ୍କ କ୍ୱାର୍ଟର୍ସରୁ ଉଦ୍ଧାର କରାଯାଇଛି । ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ଧ୍ରୁବଙ୍କ ମୃତ୍ୟୁ ଘଟିଛି ନା ସେ…

ବିଦ୍ୟାଳୟ ଜମିରେ ଜବର ଦଖଲକୁ ବିରୋଧ: କାଟିଙ୍ଗିଆ ବନ୍ଦ, ସ୍କୁଲ, ସରକାରୀ କାର୍ଯ୍ୟାଳୟରେ ତାଲା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୧।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦୁର୍ଗମ ପଞ୍ଚାୟତ କାଟିଙ୍ଗିଅ ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟର ଜମିରେ ଗତ ୧୦ବର୍ଷ ହେଲା ଜବରଦଖଲ କରି ଜଣେ ବ୍ୟକ୍ତି ଘର କରି ରହିଛନ୍ତି। ଏନେଇ ଗ୍ରାମବାସୀ ବହୁବାର ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କିଛି ସୁଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?