ଗଞ୍ଜାମ

ଖରାଛୁଟି ପରେ ଖୋଲିଲା ସ୍କୁଲ, ପ୍ରଥମ ଦିନରେ ଛାତ୍ରୀଛାତ୍ରଙ୍କୁ ଫୁଲଚନ୍ଦନରେ କରାଗଲା ସ୍ବାଗତ

ବ୍ରହ୍ମପୁର ଅଫିସ,୨୧ା୬: ଖରାଛୁଟି ପରେ ଶୁକ୍ରବାର ଖୋଲିଛି ସ୍କୁଲ। ପ୍ରଥମ ଦିନରେ ସ୍କୁଲଗୁଡ଼ିକରେ ପ୍ରବେଶ ଉତ୍ସବ ଆୟୋଜନ କରାଯାଇଥିଲା । ଛାତ୍ରୀଛାତ୍ରମାନେ ନିର୍ଦ୍ଦାରିତ ସମୟରେ ସ୍କୁଲରେ ପହଞ୍ଚତ୍ଥିଲେ। ଫାଟକ ପାଖରେ ଶିକ୍ଷୟିତ୍ରୀ ଶିକ୍ଷକ ଉପସ୍ଥିତ ରହି ପିଲାମାନଙ୍କୁ ଫୁଲଚନ୍ଦନ ଦେଇ ସ୍ବାଗତ…

ବ୍ରହ୍ମପୁର ମହାନଗର ନିଗମ : ବିଲ୍‌ଡିଂ ଟିକସ ବାବଦ ବକେୟା ୬.୫୩ କୋଟି

ବ୍ରହ୍ମପୁର ଅଫିସ,୨୧ା୬- ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ର ୨୦୧୮-୧୯ ଆର୍ଥିକ ବର୍ଷ ସୁଦ୍ଧା ଆଦାୟ ହୋଇପାରିନି ହୋଲଡିଂ (ଘର) ଟିକସ ବାବଦ ୬ କୋଟି ୫୩ ଲକ୍ଷ ୫୫ ହଜାର ୭୬୩ ଟଙ୍କା। ତନ୍ମଧ୍ୟରୁ କେବଳ ଏମ୍‌କେସିଜି ମେଡିକାଲ କଲେଜ ଓ…

ପୋଡ଼ି ହୋଇ ୨ ଭଉଣୀଙ୍କ ମୃତ୍ୟୁ ଘଟଣା: ପରିବାରକୁ ମିଳିବ ୮ଲକ୍ଷ ଟଙ୍କା

ଫିରିଙ୍ଗିଆ, ୨୧ା୬- ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ଗେରୁପଡା ଗ୍ରାମରେ ବିଦ୍ୟୁତ ଶର୍ଟ ସର୍କିଟରୁ ଘରେ ନିଆଁ ଲାଗି ପୋଡ଼ି ହୋଇ ବୁଧବାର ୨ ଭଉଣୀଙ୍କ ମୃତ୍ୟୁ ଘଟିଥିଲା। ଗୁରୁବାର ସେମାନଙ୍କ ପରିବାରବର୍ଗଙ୍କୁ ସ୍ଥାନୀୟ ବିଧାୟକ ଓ ପ୍ରଶାସନିକ ଅଧିକାରୀ ଭେଟିଛନ୍ତି।…

ଚଢ଼ାଦରରେ ଧାନ ବିହନ ବିକ୍ରି ଅଭିଯୋଗ

ଛତ୍ରପୁର,୨୧ା୬(ଡି.ଏନ.ଏ)- ଗଞ୍ଜାମ ଜିଲାରେ ଚଢା ଦରରେ ଧାନ ବିହନ ବିକ୍ରି ଚାଲିଥିବା ଅଭିଯୋଗ ଆସିଛି। ପୂର୍ବରୁ ଘରୋଇ ଡିଲର ଓ ପ୍ରାଥମିକ ସମବାୟ ସେବା ସମିତିଗୁଡିକୁ ଜିଲାପାଳ ଏଥିପାଇଁ ତାଗିଦ୍‌ କରିଥିବା ନଜିର ରହିଛି ା ତେବେ ଠିକ୍‌ ସମୟରେ ସେବା…

ବ୍ରହ୍ମପୁର ଷ୍ଟାଡିୟମ୍‌ରେ ସର୍ବସାଧାରଣଙ୍କ ପ୍ରବେଶ: ପେସାଦାର ଖେଳାଳିଙ୍କ ବିରୋଧ

ବ୍ରହ୍ମପୁର ଅଫିସ୍‌,୨୧ା୬- ନେତା ବଦଳିଲେ, ନୀତି ବଦଳେ। ଏକଥା କୁହାଯାଏ। ହେଲେ ବ୍ରହ୍ମପୁର ସହରରେ ଏବେ ନେତା ବଦଳୁଥିବା ନୀତି ସମସ୍ୟା ସୃଷ୍ଟି କରୁଛି। ବ୍ରହ୍ମପୁର ଷ୍ଟାଡିୟମ୍‌ ବର୍ତ୍ତମାନ ଏହା ଭୋଗିବାକୁ ଯାଉଛି। ଷ୍ଟାଡିୟମ୍‌ରେ ସକାଳୁ ବ୍ୟାୟାମ କରିବା ପାଇଁ ସର୍ବସାଧାରଣଙ୍କ…

ଜଙ୍ଗଲରେ ଗୁଳିମାଡ ଘଟଣା: ଭାଇ ସମେତ ୨ ଗିରଫ

ଶଙ୍କରାଖୋଲ,୨୧ା୬(ଡି.ଏନ୍‌.ଏ.): ଚକାପାଦ ବ୍ଲକ ଟିକାବାଲି ଥାନା ମିଣିଆଖଡି ଜଙ୍ଗଲରେ ଶନିବାର ଗୁଳି ମାଡରେ ଆରାବାକା ପଞ୍ଚାୟତ କାମ୍ବିରିକିଆ ଗ୍ରାମର ଜନକ ମଲ୍ଲିକ ଗୁରୁତର ହୋଇଥିଲେ। ଏହି ଘଟଣାରେ ଟିକାବାଲି ପୋଲିସ ଗୁରୁବାର ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ…

ଜିଲାପାଳଙ୍କୁ ଭେଟିଲେ ଠକେଇର ଶିକାର ଛାତ୍ରୀଛାତ୍ର

ଫୁଲବାଣୀ ଅଫିସ, ୨୧ା୬- ଭୁବନେଶ୍ୱରରେ ଏକ ଶିକ୍ଷା ଅନୁଷ୍ଠାନରେ ମାଗଣା ପଢ଼ିବା, ରହିବା, ଖାଇବା ଇତ୍ୟାଦି ପ୍ରଲୋଭନ ଦେଖାଇ କନ୍ଧମାଳର ଜଣେ ଯୁବକ ପାଖାପାଖି ୨୦ ଜଣ ଛାତ୍ରଙ୍କ ସାର୍ଟିଫିକେଟ ନେଇ ଯାଇଛନ୍ତି। ସେପଟେ ମିଥ୍ୟା ଆଡମିଶନ କରାଇ ପଢ଼ିବାକୁ ହେଲେ…

ଭଞ୍ଜନଗର କୋର୍ଟରେ ହାଜର ହେଲେ ସବ୍ୟସାଚ୍ଚୀ

ଭଞ୍ଜନଗର,୨୦।୬(ଡି.ଏନ.ଏ.)- ମାଓବାଦୀ ନେତା ସବ୍ୟସାଚ୍ଚୀ ପଣ୍ଡାଙ୍କୁ ଗୁରୁବାର ପୋଲିସ ବିଭିନ୍ନ ମାମଲାର ବିଚାରଣ ପାଇଁ ଭଞ୍ଜନଗର କୋର୍ଟରେ ହାଜର କରିଥିଲା। ଏଥିସହ ମାଓବାଦୀ ହିଂସା ମାମଲାରେ ଜଡିତ ଆଉ ୬ଜଣ କୋର୍ଟରେ ହାଜର ହୋଇଥିଲେ। ସେମାନଙ୍କ ମଧ୍ୟରୁ କେତେଜଣ ଜାମିନରେ ଥିବାବେଳେ…

ସଂଘବଦ୍ଧ ଆକ୍ରମଣ ମାମଲା : ୪ ଫେରାର ଅଭିଯୁକ୍ତ କୋର୍ଟଚାଲାଣ

ଦିଗପହଣ୍ଡି,୨୦ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚୁଡ଼ୁଙ୍ଗପୁର ଗ୍ରାମର ବଳରାମ ପାତ୍ର, ଭଗବାନ ପାତ୍ର, ଶଙ୍କର ପାତ୍ର ଓ କୃଷ୍ଣ ପାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ ମାମଲାରେ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ପ୍ରକାଶଥାଉ କି, ଚୁଡୁଙ୍ଗପୁର ଗ୍ରାମରେ…

ବିଦ୍ୟୁତ୍‌ ଶର୍ଟ ସର୍କିଟରୁ ନିଆଁ ଲାଗିଲା: ୨ ଭଉଣୀ ମୃତ, ମା’ ଭାଇ ଆହତ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୨୦ା୬- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଗେରୁପଡ଼ା ଗଁାରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ଶର୍ଟ ସର୍କିଟ ଯୋଗୁ ଘରେ ନିଆଁ ଲାଗିଯିବାରୁ ୨ ଭଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ମା’…

ଦକ୍ଷତା ବିକାଶ କେନ୍ଦ୍ରକୁ ଜିଲାପାଳଙ୍କ ପରିଦର୍ଶନ

ଛତ୍ରପୁର,୨୦ା୬(ଡି.ଏନ.ଏ)-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ପୂର୍ବାହ୍ନରେ ଅଚାନକ ଛତ୍ରପୁରଠାରେ ଥିବା ୨ଟି ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନା ଓ ବିଜୁ ଦକ୍ଷତା ବିକାଶ କେନ୍ଦ୍ର ପରିଦର୍ଶନରେ ଯାଇଥିଲେ। କେନ୍ଦ୍ରରେ ଛାତ୍ରୀଛାତ୍ରମାନଙ୍କ ସହ ଆଲୋଚନା କରିବା ସହ ହଷ୍ଟେଲ,…

ଗୋଷ୍ଠୀ ସଂଘର୍ଷ: ଜଣେ ମୃତ, ୩ ଆହତ

ହାତୀଓଟ,୨୦ା୬-ଗଞ୍ଜାମ ଜିଲା ପୋଲସରା ଥାନା ପାଣ୍ଡିରିପଡ଼ା ପଞ୍ଚାୟତ ଇଚ୍ଛାପୁର ଗ୍ରାମରେ ମଙ୍ଗଳବାର ରାତିରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ତିନି ଜଣ ଆହତ ହୋଇଛନ୍ତି। ମୃତକ ହେଲେ ପାଣ୍ଡିରିପଡ଼ାର ପୂର୍ବତନ ସରପଞ୍ଚ ଦଣ୍ଡପାଣି ନାୟକଙ୍କ ପୁଅ ସୁଶାନ୍ତ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?