ଗଞ୍ଜାମ

ଦୋକାନରେ ଚଢ଼ାଉ, ୨୭ କେଜି ପଲିଥିନ ଜବତ

ଭଞ୍ଜନଗର,୧୯।୬(ଡି.ଏନ.ଏ)-ପଲିଥିନ ବ୍ୟବହାର ଉପରେ କଟକଣା ଲାଗିଛି। ତଥାପି ବେଧଡ଼କ ବହୁଳ ଭାବେ ଏହାର ବ୍ୟବହାର ଚାଲିଛି। ଭଞ୍ଜନଗର ସହରରେ ବହୁଳ ପଲିଥିନ ଓ ପ୍ଲାଷ୍ଟିକ୍‌ ବ୍ୟବହାର ହେଉଥିବାରୁ ପରିମଳ ବିପର୍ଯ୍ୟସ୍ତ ହେଉଛି। ଦୌନନ୍ଦିନ ସହରର ରାସ୍ତାକଡ଼ରେ କୁଢ଼ କୁଢ଼ ଏପରି ଆବର୍ଜନା…

କ୍ଷତି ବଢ଼ିବା ପରେ ଚେତିଲା ପ୍ରଶାସନ: ମାସକ ମଧ୍ୟରେ କର୍ମଚାରୀଙ୍କୁ ମିଳିବ ବକେୟା

ଭଞ୍ଜନଗର,୧୯।୬(ଡି.ଏନ.ଏ)-ଭଞ୍ଜନଗର ଓଏସ୍‌ଆର୍‌ଟିସି ଜୋନର ଅସ୍ଥାୟୀ କର୍ମଚାରୀମାନେ ବକେୟା ଦରମା ଦାବି ନେଇ ଗତ ମାସରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଥିଲେ। ଜୋନ୍‌ର କ୍ଷତି ବଢ଼ିବା ପରେ ପ୍ରଶାସନ ଶେଷରେ ଚେତିଛି। କର୍ମଚାରୀଙ୍କ ଦାବି ବିଚାରକୁ ନିଆଯିବ ବୋଲି ଜିଲା ପ୍ରଶାସନ ପ୍ରତିଶ୍ରୁତି ମିଳିବା…

ନାବାଳିକାଙ୍କ ଭିଡିଓ ଭାଇରାଲ, ୩ ଗିରଫ

ଆସିକା,୧୯ା୬(ଡି.ଏନ୍‌.ଏ.) -ଆସିକା ଥାନା ଇଲାକାରେ ଜଣେ ନାବାଳିକାଙ୍କ ଭିଡିଓ ଭାଇରାଲ୍‌ ଅଭିଯୋଗରେ ପୋଲିସ ମଙ୍ଗଳବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଆସିକା ଏନ୍‌ଏସି ଅଞ୍ଚଳର ପରବେଶ୍‌ ଖାନ୍‌, ତାଙ୍କ ଭାଇ ସମସେର୍‌ ଖାନ୍‌ ଓ ବିନାୟକ ମହାପାତ୍ର। ପରବେଶ୍‌…

ଉପଖଣ୍ଡ ରାଜସ୍ବ ସମୀକ୍ଷା ବୈଠକ , ପଟ୍ଟା ଦେବାରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୧୯ା୬(ଡି.ଏନ.ଏ)-ଛତ୍ରପୁର ଉପଖଣ୍ଡସ୍ତରୀୟ ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ସ୍ଥାନୀୟ ସର୍ବଶିକ୍ଷା ଅଭିଯାନ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଲକ୍ଷ୍ମୀକାନ୍ତ ସେଠୀ ଅଧ୍ୟକ୍ଷତା କରିଥିଲେ। ଜମିର କିସମ ପରିବର୍ତ୍ତନ ପାଇଁ ମ୍ୟୁଟେଶନ ମାମଲାର ତଦନ୍ତ କରି…

ବାଇକ ଦୁର୍ଘଟଣାରେ ଜଣେ ମୃତ, ରାସ୍ତାରୋକୋ

ଧରାକୋଟ,୧୮।୬(ଡି.ଏନ.ଏ.)- ଧରାକୋଟ ଥାନା ଜାନିବିଲିଠାରେ ଜାତୀୟ ରାଜପଥ ନଂ.୫୯ରେ ମଙ୍ଗଳବାର ବାଇକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜାନିବିଲି ଗ୍ରାମର ଦେବରାଜ ଗୌଡ଼ (୨୮)। ମଙ୍ଗଳବାର ଅପରାହ୍ନ ପ୍ରାୟ ଗୋଟାଏରେ ଆସିକାପଟୁ ଛତ୍ରପୁର ଅଞ୍ଚଳ ସୁନ୍ଦରପୁର ଗ୍ରାମର କାଳୁ…

ଶରଧାପୁରରେ ଅଗ୍ନିକାଣ୍ଡ, ୧୪ ବଖରା ଜଳିଗଲା

ଧରାକୋଟ,୧୮।୬(ଡି.ଏନ.ଏ.)- ଧରାକୋଟ ବ୍ଲକ ଶରଧାପୁର ଗ୍ରାମ ମଝିସାହିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟାରେ ନିଆଁ ଲାଗି ୮ ପରିବାରର ୧୪ ବଖରା ପୋଡି ପାଉଁଶ ହୋଇଯାଇଛି। କ୍ଷତିଗ୍ରସ୍ତମାନେ ହେଲେ ଗ୍ରାମର କମଳ ଲୋଚନ ପ୍ରଧାନ, ରାମଚନ୍ଦ୍ର ପ୍ରଧାନ, ହରିଶ୍ଚନ୍ଦ୍ର ପ୍ରଧାନ, ହରି…

ଏକାଠି ହେଲେ ଅସନ୍ତୁଷ୍ଟ ବିଜେଡି ନେତା, କର୍ମୀ

ଦାରିଙ୍ଗବାଡ଼ି,୧୮।୬(ଡି.ଏନ.ଏ)-ସାଧାରଣ ନିର୍ବାଚନ ଫଳାଫଳ ଆସିବା ପରେ ଦାରିଙ୍ଗବାଡ଼ି ବ୍ଲକ ବିଜେଡିରେ ଦଳ ବିରୋଧୀଙ୍କୁ ବହିଷ୍କାର କରିବା ଦାବି ଜୋର ଧରିଛି। ଦଳ ବିରୋଧୀ ଅଭିଯୋଗ ଆସିଥିବା ନେତା, କର୍ମୀ ଓ ଠିକାଦାରଙ୍କ ମଧ୍ୟରେ ଏହାକୁ ନେଇ ଅସନ୍ତୋଷ ଦେଖାଯାଇଛି। ସୋମବାର ଏମାନେ…

୨୦୦ ଏକର ଜମିରେ ହେବ ସ୍ଥାୟୀ କ୍ୟାମ୍ପସ୍‌

ଛତ୍ରପୁର,୧୮ା୬(ଡି.ଏନ.ଏ.)-ବ୍ରହ୍ମପୁର ସରକାରୀ ଆଇଟିଆଇ କୋଠାରେ ଅସ୍ଥାୟୀ ଭାବେ ଆଇଜର (ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ)ର ଟ୍ରାନଜିଟ୍‌ କ୍ୟାମ୍ପସ ଚାଲିଛି ା ଏଠାରେ ୩୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପଢୁଛନ୍ତି। ୨୦୧୬ରେ ଏଠାରେ ଆଇଜର ଖୋଲିଥିଲା। ସ୍ଥାୟୀ କ୍ୟାମ୍ପସ ପାଇଁ…

ସରକାରୀ ସ୍କୁଲ ବନ୍ଦକୁ ବିରୋଧ

ବ୍ରହ୍ମପୁର ଅଫିସ୍‌,୧୮ା୬-କମ୍‌ ଉପସ୍ଥାନ ଦର୍ଶାଇ ଗଞ୍ଜାମ ଜିଲାର ୪୭ ସରକାରୀ ସ୍କୁଲକୁ ଚଳିତ ବର୍ଷ ବନ୍ଦ କରିବାକୁ ନିର୍ଦ୍ଦେଶ ହୋଇଛି । ଏହାକୁ ମାନବ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ତୀବ୍ର ବିରୋଧ କରାଯାଇଛି । ସୋମବାର ମଞ୍ଚ ପକ୍ଷରୁ ଜିଲା…

ଛାତ୍ରୀଛାତ୍ରଙ୍କ ସ୍ବପ୍ନ ପୂରଣ କରୁଛି ଗ୍ଲୋବାଲ୍‌ ଫୋକସ୍‌

ବ୍ରହ୍ମପୁର ଅଫିସ,୧୮ା୬-ଡାକ୍ତର ହେବା ନେଇ ଅନେକେ ଛୋଟ ବେଳୁ ସ୍ବପ୍ନ ଦେଖିଥାନ୍ତି ା ରାଜ୍ୟର ସରକାରୀ କଲେଜରେ କମ୍‌ ସଂଖ୍ୟକ ସିଟ ଏବଂ ରାଜ୍ୟ ତଥା ଅନ୍ୟରାଜ୍ୟରେ ବ୍ୟୟ ବହୁଳ ହେତୁ ଅନେକଙ୍କ ଡାକ୍ତର ହେବା ସ୍ବପ୍ନ ହୋଇ ରହିଯାଏ ା…

ଠିକାଦାରଙ୍କ ଘରକୁ ବୋମାମାଡ଼ ଘଟଣା: ଦୁର୍ଦ୍ଦାନ୍ତ ରାଜିଙ୍କ ସମେତ ୩ ଗିରଫ, ବୋମା ଜବତ

ବ୍ରହ୍ମପୁର ଅଫିସ,୧୮ା୬-ବ୍ରହ୍ମପୁର ବଡ଼ବଜାର ପୋଲିସ ଜଣେ ଠିକାଦାରଙ୍କ ଘର ଉପରକୁ ବୋମା ମାଡ଼ କରିବା ଅଭିଯୋଗରେ ଦୁର୍ଦ୍ଦାନ୍ତ ରାଜି ଗୌଡ଼ଙ୍କ ସମେତ ୩ ଜଣଙ୍କୁ ରବିବାର ରାତିରେ ଗିରଫ କରିଛି । ସେମାନେ ହେଲେ ରାଜି ଓରଫ ରାଜେନ୍ଦ୍ର ଗୌଡ଼ (୩୭),…

ପଶ୍ଚିମବଙ୍ଗରେ ଡାକ୍ତରଙ୍କୁ ମାଡ଼ ଘଟଣା :ଏମ୍‌କେସିଜିରେ ଜେଡିଏର କାମ ବନ୍ଦ, ରୋଗୀ ହଇରାଣ

ବ୍ରହ୍ମପୁର ଅଫିସ,୧୮ା୬-ପଶ୍ଚିମବଙ୍ଗର ଜୁନିୟର ଡ଼ାକ୍ତରଙ୍କୁ ଆକ୍ରମଣ ଘଟଣାର ଆନ୍ଦୋଳନ ଏବେ ବ୍ୟାପିବାରେ ଲାଗିଛି। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ମଧ୍ୟ ଜୁନିୟର ଡ଼ାକ୍ତର ଏସୋସିଏଶନ୍‌ (ଜେଡିଏ) ତରଫରୁ ପଶ୍ଚିମବଙ୍ଗ ଡ଼ାକ୍ତର ଆନ୍ଦୋଳନକୁ ସମର୍ଥନ କରାଯାଇଛି। ଡ଼ାକ୍ତରଙ୍କୁ ଆକ୍ରମଣର ଦୃଢ଼ ନିନ୍ଦା କରି ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?