ଗଞ୍ଜାମ

ସାରସ୍ବତ ସମ୍ମାନରେ ସମ୍ମାନିତ ହେଲେ କବି ହୁସେନ୍‌ ରବି ଗାନ୍ଧୀ

ଛତ୍ରପୁର,୧୬ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ସଂସ୍କୃତି ଭବନ ପାଠାଗାରରେ ରବିବାର ଓଡ଼ିଶା ସାହିତ୍ୟ ସଂସ୍କୃତି ବିକାଶ ପ୍ରତିଷ୍ଠାନ ପକ୍ଷରୁ କବି ଡ. ହୁସନେ୍‌ ରବି ଗାନ୍ଧୀଙ୍କୁ ବିଶିଷ୍ଟ ସାରସ୍ବତ ସମ୍ମାନ ପ୍ରଦାନ କରାଯାଇଛି। ଏହି ସମାବେଶକୁ ବରିଷ୍ଠ ଶିକ୍ଷାବିତ୍‌…

ଗଛ ଚଢ଼ିବା ସମୟରେ ଗୋଡ଼କୁ ଟାଣି ଧରିଲା ଭାଲୁ

ଫୁଲବାଣୀ ଅଫିସ,୧୬ା୬: କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଜାମଝରୀ ପଞ୍ଚାୟତ କ୍ଷେତାପାଜୁ ଗ୍ରାମ ପାଖ ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଫୁଲବାଣୀ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତରିତ…

ଗୁଳିମାଡ଼ରେ ଜଣେ ଗୁରୁତର

ଫୁଲବାଣୀ ଅଫିସ,୧୬ା୬: କନ୍ଧମାଳ ଜିଲା ଚକାପାଦ ବ୍ଲକ ଟିକାବାଲି ଥାନା ମିଣିଆଖଡ଼ି ଜଙ୍ଗଲରେ ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଟିକାବାଲି ଓ ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁଳିକାଣ୍ଡର ପ୍ରକୃତ କାରଣ…

ବିଏମ୍‌ସିର ପ୍ରସ୍ତାବିତ ଡିଡିଏନ୍‌ ପ୍ରକଳ୍ପ ବନ୍ଦ : କାର୍ଯ୍ୟକାରୀ ନ ହେଉଣୁ ମିଳିଛି ସ୍କଚ୍‌ ପୁରସ୍କାର

ବ୍ରହ୍ମପୁର ଅଫିସ,୧୬ା୬-ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ର ପ୍ରସ୍ତାବିତ ଡିଜିଟାଲ ଡୋର ନମ୍ବରିଂ (ଡିଡିଏନ୍‌) ଯୋଜନା ବନ୍ଦ ହୋଇଯାଇଛି । ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା ପୂର୍ବରୁ ନୂଆଦିଲ୍ଲୀର ଏକ ସଂସ୍ଥା ଦ୍ୱାରା ପୁରସ୍କୃତ ହୋଇଛି ମହାନଗର ନିଗମ । ୨୦୧୮ ଜାନୁୟାରୀରେ…

ଭିନ୍ନ ଏକ ରଜ ଉତ୍ସବ

ବ୍ରହ୍ମପୁର ଅଫିସ୍‌,୧୬ା୬-ସେମାନେ ଦେଖି ପାରନ୍ତି ନାହିଁ । ନିଜ ଗୋଡ଼ରେ ଚାଲିପାରନ୍ତି ନାହିଁ । ସେମାନେ ଦୃଷ୍ଟିବାଧିତ, ଭିନ୍ନକ୍ଷମ। କିନ୍ତୁ ସାଧାରଣ ଯୁବତୀ ଯୁବକଙ୍କ ଭଳି ପ୍ରତ୍ୟେକ ପର୍ବକୁ ଧୁମ୍‌ଧାମ୍‌ରେ ପାଳିବାକୁ ଇଚ୍ଛା । ରଜରେ ମଉଜ କରିବାକୁ ମନ ।…

ଗଞ୍ଜାମ ଜିଲା: ଟ୍ରାଫିକ ନିୟମ ଉଲ୍ଲଂଘନ, ମେ ସୁଦ୍ଧା ୯୦୫ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ

ଛତ୍ରପୁର,୧୬ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଉଭୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ଗାଡିମୋଟର ଯାଞ୍ଚ କରାଯାଉଛି ା ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା…

ଝାମ୍ପି ନେଲେ ଛାତ୍ରୀଙ୍କ ମୋବାଇଲ ଫୋନ

ବ୍ରହ୍ମପୁର ଅଫିସ,୧୬ା୬-ବ୍ରହ୍ମପୁର ରେଳଷ୍ଟେଶନ ନିକଟ ରେଳବାଇ କଲୋନୀ ଦେଇ ଜଣେ ଛାତ୍ରୀ ଶନିବାର ଅନନ୍ତ ନଗରରେ ଥିବା ତାଙ୍କ ମେସକୁ ଯାଉଥିବା ବେଳେ ୨ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ମୋବାଇଲ ଫୋନ ଝାମ୍ପି ନେଇଯାଇଛନ୍ତି। ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ…

ମେଡିକାଲ ଛାତ୍ର ଆନ୍ଦୋଳନକୁ ଏଆଇଡିଏସ୍‌ଓ ଗଞ୍ଜାମ ଶାଖାର ସମର୍ଥନ

ବ୍ରହ୍ମପୁର ଅଫିସ,୧୬ା୬-କଲିକତାର ଏକ ମେଡିକାଲ କଲେଜ ଓ ହସ୍ପିଟାଲରେ ୨ଜଣ ଡ଼ାକ୍ତରଙ୍କୁ ଆକ୍ରମଣ ପ୍ରତିବାଦରେ ଦେଶବ୍ୟାପି ଚାଲିଥିବା ଡ଼ାକ୍ତରୀ ଛାତ୍ର ଆନ୍ଦୋଳନକୁ ଏଆଇଡିଏସ୍‌ଓ (ଅଲ ଇଣ୍ଡିଆ ଡେମୋକ୍ରାଟିକ୍‌ ଷ୍ଟୁଡେଣ୍ଟସ୍‌ ଅର୍ଗାନାଇଜେଶନ) ପୂର୍ଣ୍ଣ ସମର୍ଥନ ଜଣାଇଛି। ଏମ୍‌କେସିଜି ମେଡିକାଲ କଲେଜ କ୍ୟାମ୍ପସରେ ଡ଼ାକ୍ତରୀ…

ଏନ୍‌କାଉଣ୍ଟର ପରେ ବି ସୁଧୁରୁ ନାହାନ୍ତି ଅପରାଧୀ, ଚିନ୍ତାରେ ପୋଲିସ

ବ୍ରହ୍ମପୁର ଅଫିସ,୧୬ା୬-ଗଞ୍ଜାମ ଜିଲାକୁ ଅପରାଧମୁକ୍ତ କରିବା ପାଇଁ ପୋଲିସ ଅପରେଶନ ‘କ୍ରିମିନାଲ୍‌ କ୍ଲିନ୍‌’ ଆରମ୍ଭ କରିଥିଲା । ଏଥିପାଇଁ ଉଭୟ ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ ଜିଲାରେ ପ୍ରାୟ ୩୦୦ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ତାଲିକା ପ୍ରସ୍ତୁତ କରାଯାଇଥିଲା । ଉଭୟ ପୋଲିସ…

ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗି ମହିଳା ଗୁରୁତର

ବେଗୁନିଆପଡା,୧୫।୬(ଡି.ଏନ.ଏ.)-କୋଦଳା ଥାନା ଫାସି ଗ୍ରାମରେ ଶନିବାର ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ କେଦାର ଦଳେଇଙ୍କ ସ୍ତ୍ରୀ ଦମୟନ୍ତୀ। ଦମୟନ୍ତୀ ସନ୍ଧ୍ୟାରେ ନିଜ ରୋଷେଇ ଘରେ ଗ୍ୟାସ୍‌ରେ ଅଗ୍ନି ସଂଯୋଗ କଲା ବେଳେ ହଠାତ…

ବାଇକ୍‌ ସହ ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୧୫।୬(ଡି.ଏନ୍‌.ଏ.)- ମୋହନା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଶନିବାର ଭୋର ୫ଟାରେ ରାଇସିଂ ଛକରୁ ଏକ ବାଇକ୍‌ ସହ ଗଞ୍ଜେଇ ଜବତ କରବା ସହ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଦିଲ୍ଲୀ ସାଲିମବାଗ ବାସିନ୍ଦା ଅବଦୁଲ ଔହାବ (୪୦)।…

ବିଡ଼ିପୁର କଲେଜରୁ ଚୋରି

ଭଞ୍ଜନଗର,୧୫।୬(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ବ୍ଲକ ବିଡ଼ିପୁରସ୍ଥିତ ତେନ୍ତୁଳିଆ ଶାସନ ଦେବସ୍ଥାନ କଲେଜରୁ ଶୁକ୍ରବାର ରାତିରେ ଚୋରି ହୋଇଛି । ଦୁର୍ବୃତ୍ତମାନେ ଅଫିସ୍‌ କବାଟ ଭାଙ୍ଗି ଗୋଟିଏ କମ୍ପ୍ୟୁଟର, ଗୋଟିଏ ଟିଭି ଓ ଇନଭଟର ଚୋରାଇ ନେଇଛନ୍ତି। ଶନିବାର ସକାଳେ କଲେଜ କର୍ମଚାରୀ ପହଞ୍ଚିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?