ଗଞ୍ଜାମ

ଦାଦାବଟି ପାଇଁ ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ : ବୋମାଫୁଟି ଅଭିଯୁକ୍ତ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ଦିଗପହଣ୍ଡି,୧୫ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲୀ ପଞ୍ଚାୟତ ସରପଞ୍ଚ ପ୍ରଶାନ୍ତ ସ୍ବାଇଁଙ୍କୁ ଦାଦାବଟି ପାଇଁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ତେବେ ବୋମାମାଡ଼ରୁ ସରପଞ୍ଚ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଅଭିଯୁକ୍ତ ନିଜେ ଗୁରୁତର ହୋଇଛନ୍ତି। ଶୁକ୍ରବାର ରାତିରେ…

ଅଟୋ ଦୁର୍ଘଟଣାଗ୍ରସ୍ତ : ୧୦ ଆହତ

ଦାରିଙ୍ଗବାଡ଼ି,୧୫ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଆମ୍ବଖାଲିଆ ଘାଟିରେ ଏକ ଯାତ୍ରୀବାହୀ ଅଟୋ (ଓଡି ୨୫ ଏ-୭୩୮୩) ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଯାତ୍ରା କରୁଥିବା ୧୦ ଜଣ ଆହତ ହୋଇଥିବାବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ଗଦାପୁର ଅଞ୍ଚଳର…

ବନ୍ଧୁକ କାରଖାନା ଠାବ: ତିଆରି ସାମଗ୍ରୀ ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୧୫।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସ ପକ୍ଷରୁ ଶନିବାର ଶ୍ରାନିକେତା ପଞ୍ଚାୟତ ଗୁଞ୍ଜିଟି ଜଙ୍ଗଲରେ ଚଢ଼ାଉ କରାଯାଇ ଏକ ବନ୍ଧୁକ ତିଆରି କାରଖାନା ଠାବ କରାଯାଇଛି। ଏହା ସହ ଦୁଇଟି ବନ୍ଧୁକ, ଅର୍ଦ୍ଧନିର୍ମିତ ବନ୍ଧୁକ ଏବଂ ବନ୍ଧୁକ ତିଆରି ପାଇଁ…

ଯୌତୁକ ଦାବିରେ ସ୍ତ୍ରୀଙ୍କୁ ଆକ୍ରମଣ ମାମଲା: ଅଭିଯୁକ୍ତ ସ୍ବାମୀ କୋର୍ଟଚାଲାଣ

ଛତ୍ରପୁର,୧୫।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ପୋଡ଼ାପଦର ଗାଁରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ସମ୍ପୃକ୍ତ ସ୍ବାମୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ପୋଡ଼ାପଦର ଗାଁର ବି. ଗଣେଶ। ଶନିବାର ଗଣେଶଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଛତ୍ରପୁର ଥାନା…

ଟ୍ରାଫିକ୍‌ ନିୟମ ଉଲ୍ଲଂଘନ: ଗଞ୍ଜାମରେ ୯୦୫ ଜଣଙ୍କ ଡିଏଲ୍‌ ରଦ୍ଦ

ଛତ୍ରପୁର,୧୫।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ବେପାରୁଆ ଗାଡ଼ିଚାଳନା, ହେଲ୍‌ମେଟ ନ ପିନ୍ଧି ଗାଡ଼ି ଚଳାଉଥିବା ବ୍ୟକ୍ତିଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ା ଉଭୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଏବଂ ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ ପକ୍ଷରୁ ଗାଡ଼ି ଯାଞ୍ଚ କରାଯାଉଛି…

ବୁଡ଼ାମାହା ଡବଲ ମର୍ଡ଼ର ଘଟଣା:ମୁଖ୍ୟ ଅଭିଯୁକ୍ତ ଭୁବନେଶ୍ୱରରୁ ଗିରଫ

ରାଇକିଆ,୧୫ା୬(ଡି.ଏନ.ଏ)-କନ୍ଧମାଳ ଜିଲା ରାଇକିଆ ଥାନା ବୁଡ଼ାମାହା ଗ୍ରାମରେ ୨୦୧୪ ମାର୍ଚ୍ଚ ୧୧ ତାରିଖ ରାତିରେ ନନ୍ଦିରା ପ୍ରଧାନ ଓ ଯାଦବ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଏହି ଡବଲ ମର୍ଡ଼ର ଘଟଣାର ମୁଖ୍ୟ ଅଭିଯୁକ୍ତ ଅବଦୁଲ କେଶରୀ ପ୍ରଧାନ ଓରଫ ପିଣ୍ଟୁଙ୍କୁ ଶୁକ୍ରବାର…

ବାଡ଼ିପାଙ୍ଗାବାସୀଙ୍କ ଭରସା ପରିତ୍ୟକ୍ତ କୂଅ

ତୁମୁଡ଼ିବନ୍ଧ,୧୫ା୬(ଡି.ଏନ୍‌.ଏ.)-ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଉତ୍କଟ ହେଉଛି ପାନୀୟ ଜଳ ସମସ୍ୟା। ଭୂପୃଷ୍ଠ ଜଳସ୍ତର କମିବା ସହ ନଦୀ ନାଳ ପୋଖରୀ ଶୁଖିଯାଇଛି। କୂଅର ଗୋଳିଆ ପାଣି ଉପରେ ଭରସା କରୁଛନ୍ତି ଲୋକେ। ଏପରି ସମସ୍ୟା ଦେଖିବାକୁ ମିଳିଛି କରୁକୁଡୁପା ପଞ୍ଚାୟତ ବାଡ଼ିପାଙ୍ଗା…

କୋର୍ଟରୁ ମାମଲା ଉଠାଇବାକୁ ଧମକ: ଜଣେ ଗିରଫ

ହିଞ୍ଜିଳିକାଟୁ,୧୫ା୬(ଡ଼ି.ଏନ୍‌.ଏ.)-କୋର୍ଟରୁ ଏକ ମାମଲା ଉଠାଇବା ପାଇଁ ଧମକ ଦେବା ଅଭିଯୋଗରେ ଶୁକ୍ରବାର ହିଞ୍ଜିଳି ପୋଲିସ ଶିକିରି ଗ୍ରାମର ଜଣଙ୍କୁ ଗିରଫ କରିଛି। ସେ ହେଲେ ପ୍ରୀତିସୁନ୍ଦର ପ୍ରଧାନ। ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏ ନେଇ ଥାନାରେ ନଂ. ୧୩୮/୧୯ ରେ…

ଦକ୍ଷତା ତାଲିମ ନେଲେ ୨୮ ଦୃଷ୍ଟିବାଧିତ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୧୫ା୬-ସ୍ବେଚ୍ଛାସେବୀ ଅନୁଷ୍ଠାନ ମିଲଟନ ଚାରିଟେବୁଲ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ କୌଶଳ ଦକ୍ଷତା ଶିବିର ଶୁକ୍ରବାର ଉଦଯାପିତ ହୋଇଯାଇଛି । ବ୍ରହ୍ମପୁର ରୋଟାରୀ କ୍ଲବ ପରିସରରେ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଉଦଯାପନୀ କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ମୁଖ୍ୟଅତିଥି ଭାବେ…

କଲିକତାରେ ଡାକ୍ତରଙ୍କୁ ଆକ୍ରମଣ ଘଟଣାଆନ୍ଦୋଳନକୁ ଓହ୍ଲାଇଲେ ବ୍ରହ୍ମପୁରର ଡାକ୍ତର

ବ୍ରହ୍ମପୁର ଅଫିସ୍‌,୧୫ା୬-କଲିକତାସ୍ଥିତ ନୀଲରତନ ସିରକାର ମେଡ଼ିକାଲ୍‌ କଲେଜ ଓ ହସ୍ପିଟାଲ୍‌ରେ ଜଣେ ୭୫ବର୍ଷୀୟ ରୋଗୀଙ୍କ ମୃତ୍ୟୁ ପରେ ସମ୍ପର୍କୀୟମାନେ ୨ ଜଣ ଡାକ୍ତରଙ୍କୁ ଆକ୍ରମଣ କରିଥିଲେ। ଫଳରେ ସେମାନେ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ ପଶ୍ଚିମବଙ୍ଗ ସରକାର ଚୁପ୍‌ ରହିବା…

ସରୁନି ଜାନିବିଲି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅବଧିର ୬ ମାସ ପୂରିବା ପରେ ବି ମିଳିଲାନି ପାଣି

ବ୍ରହ୍ମପୁର ଅଫିସ,୧୫ା୬-ଜାନିବିଲି ବୃହତ ଜଳଯୋଗାଣ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଏହାର ଅଗ୍ରଗତି ନେଇ ସମୀକ୍ଷା ପରେ ସମୀକ୍ଷା ବୈଠକ ହୋଇଛି । ଯୋଜନା କେବେ ସମ୍ପୂର୍ଣ୍ଣ ହେବ ତାହା ଅନିଶ୍ଚିତତା ମଧ୍ୟରେ ରହିଛି । ନିର୍ମାଣ ଦାୟିତ୍ୱ…

ଅଢେଇ ବର୍ଷରେ ଗଲାଣି ୯୬୨ଜଣଙ୍କ ଜୀବନ

ଛତ୍ରପୁର,୧୫ା୬(ଡି.ଏନ.ଏ)-ଗଞ୍ଜାମ ଜିଲା ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥ, ରାଜ୍ୟ ଏନଏଚ୍‌, ରାଜ୍ୟ ରାଜପଥ ଏବଂ ଅନ୍ୟାନ୍ୟ କେତେକ ମୁଖ୍ୟ ରାସ୍ତାରେ ଦୈନିକ ଛୋଟ ବଡ଼ ଦୁର୍ଘଟଣା ଘଟିବାରେ ଲାଗିଛି। ଫଳରେ ଅକାଳରେ କେତେଜଣଙ୍କ ଜୀବନ ଚାଲିଯାଉଛି। ଆଉ କେତେଜଣ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?