ଶିକ୍ଷାନିକେତନ ବିଦ୍ୟାଳୟରେ ରକ୍ତଦାନ ଶିବିର: ୨୭ ୟୁନିଟ୍ ରକ୍ତ ସଂଗ୍ରହ
ବାଲିଗୁଡା,୧୪।୬: କନ୍ଧମାଳ ଜିଲା ଶିକ୍ଷାନିକେତନ ତରଫରୁ ଏକ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ା ଅତିଥିଭାବେ ବନଖଣ୍ଡ ଅଧିକାରୀ ବିଶ୍ୱନାଥମ ନୀଳାଧରମ, ଡାକ୍ତର କେଦାର ପାଢ଼ୀ ଯୋଗ ଦେଇଥିବା ବେଳେ…
୧.୫୦ କୋଟି ବ୍ୟୟରେ ପିଲି ବନ୍ଧ ବିକାଶ ଯୋଜନା
ଛତ୍ରପୁର,୧୪ା୬(ଡି.ଏନ.ଏ.)- ଛତ୍ରପୁର ଏନଏସି କାର୍ଯ୍ୟାଳୟରେ ଗୁରୁବାର ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଅଧିକାରୀ ଓ କର୍ମଚାରୀଙ୍କ ସହ ଆଲେଚାନା କରିଛନ୍ତି। ଏଣିକି ଉନ୍ନୟନମୂଳକ ସବୁ ଭବିଷ୍ୟତକୁ ଦୃଷ୍ଟିରେ ରଖି ଯୋଜନା ଅନୁଯାୟୀ କରିବାକୁ…
ଖଦାଳ ସାହିରେ ଗୋଷ୍ଠୀ ବିବାଦ: ଉଭୟ ଗୋଷ୍ଠୀର ୫ କୋର୍ଟଚାଲାଣ
କବିସୂର୍ଯ୍ୟନଗର,୧୪ା୬- କବିସୂର୍ଯ୍ୟନଗର ଥାନା ଗୁଡ଼ିଆଳି ଗ୍ରାମର ଖଦାଳ ସାହିରେ ଦୁଇଗୋଷ୍ଠୀ ମଧ୍ୟରେ ସାହି ସଭାକୁ କେନ୍ଦ୍ରକରି ଗଣ୍ଡଗୋଳ ହୋଇଥିଲା। ଏ ନେଇ ଉଭୟ ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ପୃଥକ ୨ ମାମଲା ରୁଜୁ କରି ଉଭୟ ଗୋଷ୍ଠୀର ୫…
ମହୁଲ ମଞ୍ଜିର ଅଭାବୀ ବିକ୍ରି: ଆଦିବାସୀଙ୍କୁ ମିଳୁନି ଉଚିତ୍ ମୂଲ୍ୟ
ଫିରିଙ୍ଗିଆ,୧୪ା୬- କନ୍ଧମାଳ ଜିଲା ଏକ ଆଦିବାସୀ ଅଧ୍ୟ୍ୟୁଷିତ ଅଞ୍ଚଳ। ଅଧିକାଂଶ ଆଦିବାସୀ ଲୋକେ ଜଙ୍ଗଲଜାତ ପଦାର୍ଥ ଉପରେ ନିର୍ଭର କରି ଜୀବନ ନିର୍ବାହ କରନ୍ତି। ବିଭିନ୍ନ ଋତୁରେ ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରି ବଜାରରେ ବିକ୍ରି କରନ୍ତି। ଯେଉଁଥିରୁ କିଛି ଟଙ୍କା…
ହୀରା ପଥର କାରବାରକୁ ନେଇ ଗୁଳିମାଡ଼ ଘଟଣା: ୪ ଅଭିଯୁକ୍ତ ଜେଲ ଗଲେ
ଦିଗପହଣ୍ଡି/ଚିକିଟି, ୧୪ା୬ (ଡି.ଏନ.ଏ.)- ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ବୀରସିଂହ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ହୀରା ପଥର କାରବାରକୁ କେନ୍ଦ୍ରକରି ଗତ ୬ ତାରିଖ ଅପରାହ୍ନରେ ସୁବାସ ପଣ୍ଡାଙ୍କୁ ଗୁଳିମାଡ଼ ହୋଇଥିଲା। ଏହି ଘଟଣାରେ ଗୁରୁବାର ୪ ଜଣଙ୍କୁ ଗିରଫ କରାଯାଇଛି। ସେମାନେ…
ବର୍ଷା ପବନରେ ବିଦ୍ୟୁତ୍ ସେବା ବ୍ୟାହତ
ଭଞ୍ଜନଗର, ୧୪।୬ (ଡି.ଏନ.ଏ)- ଭଞ୍ଜନଗର ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏଥିରେ ଏକାଧିକ ବିଦ୍ୟୁତ୍୍ ଖୁଣ୍ଟ ଭାଙ୍ଗିଯାଇଥିବାରୁ ଭଞ୍ଜନଗର ସହର ଓ ଗ୍ରାମାଞ୍ଚଳରେ ବିଦ୍ୟୁତ୍ ସେବା ବ୍ୟାହତ ହୋଇଥିଲା। ଗୁରୁବାର ପୂର୍ବାହ୍ନରେ ସାଉଥ୍କୋ କର୍ମଚାରୀମାନେ…
କୃଷି ବିଭାଗ ଅଗୋଚରରେ କୃଷକ ପଞ୍ଜୀକରଣ: ଫେକ୍ ଓ୍ବେବ୍ସାଇଟ୍ରେ ପଞ୍ଜୀକରଣ କରି ଟଙ୍କା ହଡପ ସନ୍ଦେହ
ସୋରଡା, ୧୩ା୬ (ଡି.ଏନ.ଏ.)- ସୋରଡା ଅଞ୍ଚଳରେ କୃଷକ ପରିଚୟପତ୍ର ପାଇବା ପାଇଁ ମହିଳା ପୁରୁଷ ଚାଷୀମାନଙ୍କ ଭିଡ କୃଷି କାର୍ଯ୍ୟାଳୟରେ ଲାଗିରହିଛି। ରାଜ୍ୟ କୃଷିବିଭାଗ ତରଫରୁ ଆବଶ୍ୟକ କାଗଜପତ୍ର ଗ୍ରହଣ କରାଯାଇ ଅନଲାଇନ୍ ପଞ୍ଜୀକୃତ କରାଯାଇ କୃଷକ ପରିଚୟପତ୍ର ପ୍ରଦାନ କରାଯାଇଛି…
ବଜ୍ରପାତରେ ୬ ମଇଁଷି ମୃତ
ଶଙ୍କରାଖୋଲ,୧୩।୬(ଡି.ଏନ୍.ଏ.)-ଚକାପାଦ ବ୍ଲକ କୁସୁମେଣ୍ଡି ପଞ୍ଚାୟତ ସୁନାପଙ୍ଗା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ସାନନ୍ଦା ପ୍ରଧାନଙ୍କର ୬ଟି ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷିଗୁଡିକୁ ସାନନ୍ଦା ଘର ନିକଟ ମହୁଲ ଗଛ ମୂଳେ ବାନ୍ଧିଥିଲେ। ରାତି…
କୁଆପଥର ବର୍ଷା, ବ୍ୟାପକ କ୍ଷୟକ୍ଷତି
ରାଇକିଆ,୧୩।୬(ଡ଼ି.ଏନ.ଏ)-ରାଇକିଆ ବ୍ଲକର ବିଭିନ୍ନ ଅଞ୍ଚଳରେ ବୁଧବାର ରାତ୍ରରେ ପ୍ରବଳ ବର୍ଷା ସହ କୁଆପଥର ପଡିଥିଲା। ଏଥିରେ ଅନେକ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ମାଣିକେଶ୍ୱର ପଞ୍ଚାୟତରେ ଅଧିକ କ୍ଷତି ହୋଇଛି। ବାଡ଼ାମାହା ଓ କଡ଼ିଙ୍ଗିଆ ଗ୍ରାମରେ ବଡ଼ ବଡ଼ କୁଆପଥର ପଡ଼ିବା…
ବୟାଳିରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ
ଗୋପାଳପୁର,୧୩।୬- ବିଜୁ କନ୍ୟାରନତ୍ ଯୋଜନାରେ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ ଗୁରୁବାର ରଙ୍ଗେଇଲୁଣ୍ଡା ବ୍ଲକ ମନ୍ତ୍ରିଡ଼ି ପଞ୍ଚାୟତ ବୟାଳି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରଙ୍ଗେଇଲୁଣ୍ଡା ସିଡିପିଓ ଜ୍ୟୋତ୍ସ୍ନା ପାଢ଼ୀ ଯୋଗ ଦେଇଥିଲେ। ସଦ୍ୟଜନ୍ମିତ କନ୍ୟାଙ୍କ…
ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ପରାମର୍ଶ ଦେଲେ ପିଡି
ଦାରିଙ୍ଗବାଡ଼ି,୧୩ା୬(ଡି.ଏନ୍.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଏବଂ କନ୍ଧମାଳ ଡିଆରଡିଏର ପ୍ରକଳ୍ପ ପ୍ରଶାସକ ବିଶ୍ୱନାଥ ବାରିକ ସମୀକ୍ଷା କରିଛନ୍ତି। ଉଭୟ ଦାରିଙ୍ଗବାଡ଼ିରେ ପହଞ୍ଚି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ…
ହତ୍ୟା ଉଦ୍ୟମ ମାମଲା : ଜେଲ ଗଲେ ଅଭିଯୁକ୍ତ, ରକ୍ତଭିଜା ଛୁରି ଜବତ
ଦିଗପହଣ୍ଡି,୧୩ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଅନ୍ତର୍ଗତ ଦିଗପହଣ୍ଡି ପୋଲିସ ଦକ୍ଷିଣପୁର ଗ୍ରାମର ପି.ଜାଗିଲି ରେଡ୍ଡୀଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ପ୍ରକାଶ ଯେ, ମଙ୍ଗଳବାର ସକାଳେ ପୂର୍ବ ଶତୃତାକୁ କେନ୍ଦ୍ର କରି ପି.ଜାଗିଲି ତାଙ୍କ ଗ୍ରାମର…

