ଗଞ୍ଜାମ

ଓଡ଼ିଆ ପାଇଲଟ୍‌ ମୃତ

କବିସୂର୍ଯ୍ୟନଗର/ଭୁବନେଶ୍ୱର,୧୩।୬(ବ୍ୟୁରୋ): ନିଖୋଜ ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ଏଏନ୍‌-୩୨ର ସମସ୍ତ ଯାତ୍ରୀ ମୃତ। ଗୁରୁବାର ବିଧିବଦ୍ଧ ଭାବେ ଆଇଏଏଫ୍‌ ପକ୍ଷରୁ ଏହି ଘୋଷଣା କରାଯାଇଛି। ବିମାନର ଚାଳକ ଦଳରେ ଓଡ଼ିଆ ପାଇଲଟ୍‌ ସୁନୀତ୍‌ ମହାନ୍ତି ଥିଲେ। ଆଇଏଏଫ୍‌ର ଏହି ଘୋଷଣା ପରେ…

ଗଞ୍ଜାମ ଜିଲାରେ ଟିଡି ଟିକାର ବ୍ୟବହାର ଆରମ୍ଭ : ୧ ଲକ୍ଷ ୭୭ହଜାର ଜଣଙ୍କୁ ଦିଆଯିବ ଟିକା

ବ୍ରହ୍ମପୁର ଅଫିସ୍‌,୧୩ା୬-ଗଞ୍ଜାମ ଜିଲାରେ ଟିଟାନାସ୍‌ ଏବଂ ଆଡଲଟ୍‌ ଡିପ୍‌ଥେରିଆ (ଟିଡି) ଟିକାର ବ୍ୟବହାର ଆରମ୍ଭ ହୋଇଛି। ବ୍ରହ୍ମପୁର ସିଟି ହସ୍ପିଟାଲ୍‌ ପରିସରସ୍ଥ ପୋଷ୍ଟପାର୍ଟମ ଏବଂ ଟିକାକରଣ କେନ୍ଦ୍ରରେ ବୁଧବାର ସକାଳେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଜନ ସ୍ବାସ୍ଥ୍ୟ ଅଧିକାରୀ…

ଗଞ୍ଜେଇ ଜବତ, ୨ ଅଣଓଡ଼ିଆ ଯୁବକ ଗିରଫ

ଦିଗପହଣ୍ଡି,୧୩ା୬(ଡି.ଏନ.ଏ.)-ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟରୁ ବୁଧବାର ସକାଳେ ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ୨ ଅଣଓଡ଼ିଆ ଯୁବକଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବିହାର ପ୍ରଦେଶ ବୈଶାଳୀ ଜିଲା ରଘୁପୁରା ଥାନା ରାମପୁର ଶ୍ୟାମଚାନ୍ଦ ଗାଁର ସୁରଜ କୁମାର ଓ ପପୁ ଦାସ…

ଲକ୍ଷ୍ମୀ ହତ୍ୟା ଘଟଣା, ଅଭିଯୁକ୍ତ ସମ୍ପର୍କୀୟ ଦିଅର ଗିରଫ

ଖଲ୍ଲିକୋଟ,୧୩ା୬(ଡି.ଏନ.ଏ.)-ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ଜଙ୍ଗଲରୁ ମେ ୧୧ ତାରିଖରେ ଗୋଳନ୍ଥରା ଥାନା ଅଞ୍ଚଳର ଲକ୍ଷ୍ମୀ ସାହୁଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଥିଲା। ତାଙ୍କୁ ହତ୍ୟା କରିଥିବା ଅଭିଯୋଗରେ ମାସକ ପରେ ପୋଲିସ ମୁଖ୍ୟ ଅଭିଯୁକ୍ତ ତଥା…

ଶ୍ରେଣୀ ଗୃହରେ ମୋବାଇଲ ଫୋନ ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ୍‌,୧୩ା୬-ଖରା ଛୁଟି ପରେ ଆସନ୍ତା ୧୯ତାରିଖରେ ସ୍କୁଲ ଖୋଲିବ। ଏହା ପୂର୍ବରୁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡା। ଖରା ଛୁଟି ଚାଲିଥିବା ବେଳେ ବାତ୍ୟା…

ଜାତୀୟ ରାଜପଥ ପାର୍ଶ୍ୱରୁ ହଟାଯିବ ଦୋକାନ

ଛତ୍ରପୁର,୧୩ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାସ୍ତରୀୟ ସଡକ ସୁରକ୍ଷା କମିଟି ବୈଠକ ବୁଧବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ ା ଗତବର୍ଷ ମେ ମାସ ସୁଦ୍ଧା ଜିଲାରେ ୩୫୭ଟି ସଡକ ଦୁର୍ଘଟଣା ଘଟିଥିଲା। ଚଳିତ…

ମିନିବସ୍‌ ଓଲଟି ଜଣେ ମୃତ, ୭ ଗୁରୁତର

କବିସୂର୍ଯ୍ୟନଗର,୧୨।୬-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ବୁଢ଼ାମ୍ବଗାଁସ୍ଥିତ ଜେମାଦେଇ ମନ୍ଦିର ନିକଟରେ ବୁଧବାର ଏକ ଯାତ୍ରୀବାହୀ ମିନବସ ଓଲଟି ପଡିଛି। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ପୋଲସରା ଥାନା ପଙ୍କଳବାଡ଼ିର ହରପ୍ରସାଦ ପୋଲାଇ…

ଟ୍ରକରୁ ୫୦୦ କେଜି ଗଞ୍ଜେଇ ଜବତ, ୩ ଗିରଫ

ବ୍ରହ୍ମପୁର ଅଫିସ,୧୨।୬- ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଗୋଇଲୁଣ୍ଡି ଛକରୁ ଗଞ୍ଜେଇ ଭର୍ତ୍ତି ଟ୍ରକ ଜବତ କରିଛି। ଟ୍ରକରେ ୨୦ଟି ଜରି ଅଖାରେ ୫୦୦ କେଜି ଗଞ୍ଜେଇ ଥିବା ଯାଞ୍ଚ ବେଳେ ଜଣାପଡ଼ିଛି। ଏହି ଘଟଣାରେ ଟ୍ରକ ଡ୍ରାଇଭର ଢେଙ୍କାନାଳ ଜିଲା…

ଅଂଶୁଘାତରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ ଅଭିଯୋଗ

ବେଗୁନିଆପଡା,୧୨।୬(ଡି.ଏନ୍‌.ଏ.)- କ୍ଷେତ୍ର ପରିଦର୍ଶନ କରି ଫେରୁଥିବାବେଳେ ବୁଧବାର ବେଗୁନିଆପଡା ବ୍ଲକ କନିଷ୍ଠ ଯନ୍ତ୍ରୀ ସୁଧୀର କୁମାର ହୋତାଙ୍କ ମୃତ୍ୟୁ ଘଟିଛି। ଅଂଶୁଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣା ସ୍ପଷ୍ଟ ହେବ। ପ୍ରକାଶ ଯେ,…

୧୯ରେ ଖୋଲିବ ସ୍କୁଲ: ୧୭ରେ ଶିକ୍ଷକ, କର୍ମଚାରୀ ପରଖିବେ ଗୃହ ସ୍ଥିତି

ବ୍ରହ୍ମପୁର ଅଫିସ, ୧୨।୬: ଖରାଛୁଟି ପରେ ଆସନ୍ତା ୧୯ ତାରିଖରେ ବିଦ୍ୟାଳୟ ଖୋଲିବ । ତେବେ ବିଦ୍ୟାଳୟ ଖୋଲିବା ପୂର୍ବରୁ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡା ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

ଦସ୍ତଖତରେ ଶିଶୁ ଶ୍ରମିକ ନିରୋଧ ବାର୍ତ୍ତା

ବ୍ରହ୍ମପୁର ଅଫିସ,୧୨ା୬: ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ଅବସରରେ ସ୍ଥାନୀୟ ଖଲ୍ଲିକୋଟ କଲେଜ ମୁଖ୍ୟ ରାସ୍ତାରେ ଏକ ଦସ୍ତଖତ ଅଭିଯାନ ବୁଧବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ଇଣ୍ଡିଆନ ସୋସାଇଟି ଫର୍‌ ରୁରାଲ ଡେଭ୍‌ଲପ୍‌ମେଣ୍ଟ(ଆଇଏସ୍‌ଆରଡି) ଦ୍ୱାରା ପରିଚାଳିତ ଚାଇଲ୍ଡ ଲାଇନ ଦ୍ୱାରା…

ଗଞ୍ଜାମରେ ଟିଡି ଟିକାର ବ୍ୟବହାର ଆରମ୍ଭ: ୧ଲକ୍ଷ ୭୭ ହଜାର ଜଣଙ୍କୁ ଦିଆଯିବ ଟିକା

ବ୍ରହ୍ମପୁର ଅଫିସ୍‌,୧୨।୬: ଗଞ୍ଜାମ ଜିଲାରେ ଟିଡି (ଟିଟାନସ୍‌ ଏବଂ ଆଡଲଟ୍‌ ଡିପ୍‌ଥେରିଆ) ଟିକାର ବ୍ୟବହାର ଆରମ୍ଭ ହୋଇଛି। ବ୍ରହ୍ମପୁର ସିଟି ହସ୍‌ପିଟାଲ୍‌ ପରିସରରେ ଥିବା ପୋଷ୍ଟପାର୍ଟମ ଏବଂ ଟିକାକରଣ କେନ୍ଦ୍ରଠାରେ ବୁଧବାର ସକାଳେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଜନସ୍ବାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?