ଗଞ୍ଜାମ

ଗୋରୁ, ମଇଁଷିଙ୍କର ହେବ ଟ୍ୟାଗିଂ

ବ୍ରହ୍ମପୁର ଅଫିସ୍‌,୧୨ା୬- କ୍ରମବର୍ଦ୍ଧିଷ୍ଣୁ ବ୍ରହ୍ମପୁର ସହରରେ ଟ୍ରାଫିକ ଏକ ପ୍ରମୁଖ ସମସ୍ୟା ଭାବେ ଦୀର୍ଘ ବର୍ଷ ହେଲା ସହରବାସୀଙ୍କୁ ହଇରାଣ କରୁଛି। କେବଳ ଯାନବାହନ ସଂଖ୍ୟା ବୃଦ୍ଧି ଯୋଗୁ ନୁହେଁ, ଗୃହପାଳିତ ପ୍ରାଣୀ ଯଥା ଗୋରୁ ଏବଂ ମଇଁଷିଙ୍କ ସଂଖ୍ୟା ବଢ଼ୁଥିବା…

ଚୋରାଚାଲାଣ କରୁଥିବା ଗାଡ଼ି ରେଜିଷ୍ଟ୍ରେଶନ ରଦ୍ଦ ହେବ

ଛତ୍ରପୁର,୧୨ା୬(ଡି.ଏନ.ଏ)- ଗଞ୍ଜାମ ଜିଲା ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲାରେ ଲଘୁ ଖଣିଜ ଦ୍ରବ୍ୟ ତଥା ବାଲି ମୋରମ ଆଦି ଚୋରାଚାଲାଣ କରୁଥିବା…

ମଦ ବନ୍ଦ ନେଇ ମହିଳା ସଂଘର ଶୋଭାଯାତ୍ରା

ତୁମୁଡ଼ିବନ୍ଧ,୧୨ା୬(ଡି.ଏନ୍‌.ଏ.)- ତୁମୁଡ଼ିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତରେ ମଙ୍ଗଳବାର ଶତାଧିକ ମହିଳା ମଦ ବନ୍ଦ ନେଇ ଏକ ଶୋଭାଯାତ୍ରା କରିଛନ୍ତି। ଏହି ଶୋଭାଯାତ୍ରା ବାଟଙ୍ଗ ପଦର, ସାନଝିରିପାଣି ଓ ପଞ୍ଚାୟତ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ପ୍ରକାଶ ଯେ, ଝିରିପାଣି ଗ୍ରାମପଞ୍ଚାୟତର ୧୧ଟି ଓ୍ବାର୍ଡର…

ନାବାଳିକାଙ୍କୁ ପୋଷ୍ୟ ସନ୍ତାନ ଘଟଣା: ଡିସିପିଓଙ୍କ କାର୍ଯ୍ୟାଳୟରୁ କାଗଜପତ୍ର ଜବତ

ଫୁଲବାଣୀ ଅଫିସ/ଜି.ଉଦୟଗିରି,୧୨ା୬(ଡି.ଏନ.ଏ.)- ଦାରିଙ୍ଗବାଡି ଅଞ୍ଚଳର ଜଣେ ଅନାଥ ନାବାଳିକାଙ୍କୁ ପୋଷ୍ୟ ସନ୍ତାନ ପାଇଁ ପଠାଯିବା ଘଟଣାକୁ ନେଇ ଜିଲାବ୍ୟାପି ଚର୍ଚ୍ଚା ଜୋର ଧରିଛି। ଏହି ଘଟଣାରେ ଗୋଟିଏ ପଟେ ଜିଲାପାଳଙ୍କ ନିର୍ଦ୍ଦେଶରେ ତଦନ୍ତ ସରିଥିବା ବେଳେ ଜି.ଉଦୟଗିରି ଥାନାରେ ହୋଇଥିବା ମାମଲାର…

ମଥୁରାରେ ଅଗ୍ନିକାଣ୍ଡ, ଜଳିଗଲା ୬ ବଖରା

ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ବ୍ଲକ ମଥୁରା ଗ୍ରାମ ପାଇକ ସାହିରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ ପରିବାରର ୬ ବଖରା ଘର କ୍ଷତିଗ୍ରସ୍ତ ହୋଇଛି। ଝୁଲୁ ରାଉତ, ଶଙ୍କର ରାଉତ ଓ ମହରଗ ରାଉତଙ୍କ ୨ ବଖରା…

ଲିଙ୍ଗରାଜ ହାଇସ୍କୁଲରୁ ଚୋରି

ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ଥାନା ନିମିନା ଗ୍ରାମପଞ୍ଚାୟତ ସାନବରଗଁାସ୍ଥିତ ଲିଙ୍ଗରାଜ ହାଇସ୍କୁଲରୁ ରବିବାର ରାତିରେ ଚୋରି ହୋଇଛି। ସ୍କୁଲ ମୁଖ୍ୟ ଫାଟକ ଓ ଅଫିସ ଗୃହ ତାଲା ଭାଙ୍ଗି ୪ ହଜାର ଟଙ୍କା, ଗୋଟିଏ ଫ୍ୟାନ, ମାଇକ୍ରୋଫୋନ ୩ଟି, ପେନଡ୍ରାଇଭ୍‌ ଗୋଟିଏ…

ବଦାଙ୍ଗିରୁ ବିଦେଶୀ ମଦ ଜବତ

ଭଞ୍ଜନଗର,୧୧।୬(ଡି.ଏନ.ଏ.)- ତାରସିଂ ପୋଲିସ ବୁଧବାର ବଦାଙ୍ଗିରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ କରିଛି। ଏହି ମାମଲାରେ ଅଭିଯୁକ୍ତ ସଞ୍ଜୟ ସାହୁଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟକୁ ଚାଲାଣ କରାଯାଇଛି। ନଂ.୮୧।୧୯ରେ ପୋଲିସ ଏକ ମାମଲା ରୁଜୁକରିବା ସହ ୯୭ ଲିଟର…

ପୂର୍ବ ଶତ୍ରୁତାଙ୍କୁ କେନ୍ଦ୍ରକରି ବାପା, ପୁଅଙ୍କୁ ଛୁରାମାଡ଼: ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୧୧।୬(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ଦକ୍ଷିଣପୁର ଗ୍ରାମରେ ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୮ଟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବାପା, ପୁୁଅଙ୍କୁ ଛୁରାମାଡ଼ ହୋଇଛି। ଏଥିରେ ବାପା ଜି.ଯୋଗେନ୍ଦ୍ର ରେଡ୍ଡୀ ଏବଂ ପୁଅ ଜି.ରାଜେଶ ରେଡ୍ଡୀ ଗୁରୁତର ଆହତ ହୋଇଛନ୍ତି। ଛୁରାମାଡ଼ କରିଥିବା…

ଗଞ୍ଜାମ ଜିଲାପରିଷଦ ସଭାପତି ଦାୟିତ୍ୱ ନେଲେ ସ୍ନେହଲତା

ଛତ୍ରପୁର, ୧୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପରିଷଦ ସଭାପତି ଭାବେ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ବିଧାୟକଭାବେ ନିର୍ବାଚିତ ହେବା ପରେ ସୁବାସ ଚନ୍ଦ୍ର ବେହେରା ଜିଲାପରିଷଦ ସଭାପତି ପଦବୀରୁ ଇସ୍ତଫା ଦେଇଥିଲେ। ଏହାପରେ ଗଞ୍ଜାମ ଜିଲାପାଳ ତଥା…

ଅତିଷ୍ଠ କରୁଛି କଂସାରି ଶାଳ ଶବ୍ଦ

ବ୍ରହ୍ମପୁର ଅଫିସ୍‌,୧୧ା୬-ପୁରୁଣା ବ୍ରହ୍ମପୁର ତଥା କୁଠାରୀ ମନ୍ଦିର ସାହିରେ ଥିବା କଂସାରି ଶାଳଗୁଡ଼ିକୁ ନେଇ ଏବେ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଏନେଇ ବହୁ ଅଞ୍ଚଳବାସୀ ସୋମବାର ଉପଜିଲାପାଳ ଦିଗନ୍ତ କୁମାର ରାଉତରାୟଙ୍କ ଦେଖା କରିଛନ୍ତି। ଅଞ୍ଚଳବାସୀଙ୍କ ଅଭିଯୋଗ ହେଲା,…

ପୁନରୁଦ୍ଧାର ହେଉନି ଆଙ୍କୁଲି ବଡ଼ବନ୍ଧ

ବ୍ରହ୍ମପୁର ଅଫିସ,୧୧ା୬-ବ୍ରହ୍ମପୁର ସହରର ପୋଖରୀଗୁଡିକ ରକ୍ଷଣାବେକ୍ଷଣ ଅଭାବରୁ ଏବେ ପୋତି ହେବାକୁ ବସିଛି ା ରାମଲିଙ୍ଗମ୍‌ ପୋଖରୀ, ବିଜିପୁର ସୁନାରୀ ବନ୍ଧ ଭଳି କେତେକ ପୋଖରୀକୁ ଛାଡିଦେଲେ ଏବେ ସହରର ଅନେକ ପୋଖରୀର ଅବସ୍ଥା ଶୋଚନୀୟ। ରକ୍ଷଣାବେକ୍ଷଣ, ପୁନରୁଦ୍ଧାର ଅଭାବରୁ ଏବେ…

ପାଟଣାଗଡ଼ ବିଧାୟକଙ୍କ ଗିରଫ ଦାବିକଲା ଇଞ୍ଜିନିୟର ସଂଘ

ଛତ୍ରପୁର,୧୧ା୬(ଡି.ଏନ.ଏ)-ବଲାଙ୍ଗୀର ଜିଲା ପାଟଣାଗଡ ବିଧାୟକ ସରୋଜ ମେହେରଙ୍କୁ ତୁରନ୍ତ ଗିରଫ କରିବାକୁ ଓଡିଶା ଡିପ୍ଲୋମା ଇଞ୍ଜିନିୟର ସେବା ସଂଘ ଗଞ୍ଜାମ ଡିଭିଜନାଲ କମିଟି ପକ୍ଷରୁ ଦାବି ହୋଇଛି। ଏ ନେଇ ସୋମବାର ମୁଖ୍ୟ ଶାସନ ସଚିବଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଛତ୍ରପୁରଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?