ଯୌତୁକ ପାଇଁ ବଧୁ ହତ୍ୟା ଅଭିଯୋଗ: ଶ୍ୱଶୁର ଗିରଫ, ସ୍ବାମୀ ଫେରାର; ଶେରଗଡ଼ ପୋଲିସର ତଦନ୍ତ ଆରମ୍ଭ
ଶେରଗଡ଼, ୮।୬(ଡି.ଏନ୍.ଏ.): ଶେରଗଡ଼ ବ୍ଲକ ଗୋବିନ୍ଦପୁର ନୂଆସାହି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଯୌତୁକ ଟଙ୍କା ଲାଗି ଜଣେ ବୋହୁଙ୍କୁ ଶ୍ୱଶୁର ଓ ସ୍ବାମୀ ମିଶି ହତ୍ୟା କରିଥିବା ସୂଚନା ମିଳିଛି। ମୃତକ ହେଲେ ପିଙ୍କି…
ବଜାର ନିୟନ୍ତ୍ରଣ କମିଟିର ଚଞ୍ଚକତା ଅଭିଯୋଗ: ଟ୍ୟାକ୍ସ ଫାଙ୍କୁଛନ୍ତି ବାହାର ବ୍ୟବସାୟୀ
ଦାରିଙ୍ଗବାଡ଼ି,୮।୬(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ କାର୍ଯ୍ୟ କରୁଥିବା ନିୟନ୍ତ୍ରିତ ବଜାର କମିଟି (ରାଇକିଆ) ପକ୍ଷରୁ ଅଞ୍ଚଳରେ ଚଞ୍ଚକତା କରାଯାଉଥିବା ଶନିବାର ସ୍ଥାନୀୟ ବ୍ୟବସାୟୀ ଅଭିଯୋଗ କରିଛନ୍ତି । ବଜାର କମିଟି ପକ୍ଷରୁ ହଳଦୀ, ଚାଉଳ ଆଦି ଟ୍ରକ ଏବଂ ଗୋଦାମରୁ…
ନିଖୋଜ ବିମାନରେ ଥିଲେ ଓଡ଼ିଆ ପାଇଲଟ୍ ସୁନୀତ
ବ୍ରହ୍ମପୁର ଅଫିସ୍, ୮ା୬: ଭାରତୀୟ ବାୟୁସେନା (ଆଇଏଏଫ୍) ବିମାନ ନିଖୋଜ ହେବାର ୫ ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହାର ପତ୍ତା ମିଳିନାହିଁ। ଉକ୍ତ ବିମାନରେ ଅନ୍ୟମାନଙ୍କ ମଧ୍ୟରେ ଓଡିଆ ପାଇଲଟ ସୁନୀତ୍ ମହାନ୍ତି ଥିଲେ। ଆଇଏଏଫ୍ର ଏଏନ୍-୩୨ ବିମାନ ସୋମବାର…
ନର୍ସିଂହୋମ୍ରେ ଅବ୍ୟବସ୍ଥା, ତାଗିଦ କରି ଛାଡ଼ିଲା ପ୍ରଶାସନ
ବ୍ରହ୍ମପୁର ଅଫିସ୍,୮ା୬- ବ୍ରହ୍ମପୁର ସହରରେ ହୁ ହୁ ହୋଇ ବଢ଼ୁଛି ଘରୋଇ ନର୍ସିଂହୋମ୍। ସହରର ଗଳି କନ୍ଦି, ସବୁଆଡ଼େ ଏବେ ନର୍ସିଂହୋମ୍ ଦେଖିବାକୁ ମିଳୁଛି। ଏସବୁରେ ବେପାରକୁ ଅଧିକ ଗୁରୁତ୍ୱ ଦିଆଯାଉଛି। କିନ୍ତୁ ରୋଗୀଙ୍କୁ ଆବଶ୍ୟକ ଚିକିତ୍ସା ସୁବିଧା ମିଳୁନି। ନିଅଁା…
ବ୍ଲେଡରେ ଦାଦା ଗଳା କାଟିଲା ପୁତୁରା
ବ୍ରହ୍ମପୁର ଅଫିସ,୮ା୬- ପୋଲସରା ଥାନା ଚିରିକିପଡ଼ାଶାସନ ପଞ୍ଚାୟତ ବିରିପୁର ଗ୍ରାମରେ ଶୁକ୍ରବାର ରାତିରେ ପୁତୁରା ଆକ୍ରମଣରେ ଦାଦା ଗୁରୁତର ହୋଇଛନ୍ତି। ଆହତ ଜଣକ ହେଲେ ବିରିପୁର ଗ୍ରାମର ଏସ. ରାଜାରାଓ ଦୋରା। ପ୍ରକାଶ ଯେ, ଶୁକ୍ରବାର ରାତି ପ୍ରାୟ ୮ଟାରେ ରାଜାରାଓଙ୍କ…
ନାବାଳିକା ମା’ ହେବା ଘଟଣା: ନ୍ୟାୟ ପାଇଁ ପ୍ରେମିକଙ୍କ ମା’ଙ୍କୁ ବାନ୍ଧିଲା ମହିଳା ସଂଘ
ଖଲ୍ଲିକୋଟ,୮ା୬(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଅଞ୍ଚଳର ଜଣେ ୧୭ ବର୍ଷିୟା ନାବାଳିକା ମା’ ହେବା ଘଟଣାରେ ନ୍ୟାୟ ପାଇଁ ମହିଳା ସଂଘ ଅଣ୍ଟା ଭିଡିଛନ୍ତି। ନାବଳିକା ମା’ ହେବା ଘଟଣା ନେଇ ଖଲ୍ଲିକୋଟ ଥାନାରେ ପୂର୍ବରୁ ଏତଲା ହୋଇଥିଲା। ପୋଲିସ ମକଦ୍ଦମା ରୁଜୁ…
ଲୋହୁରା, କାମ୍ବାଗୁଡା ସାହିକୁ ନଦୀଜଳ ଭରସା
ଫିରିଙ୍ଗିଆ, ୮ା୬ – କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ପଞ୍ଚାୟତ ଲୋହୁରା ସାହି, କାମ୍ବାଗୁଡା ସାହିର ଲୋକେ ପାନୀୟ ଜଳ ପାଇଁ ହଇରାଣ ହେଉଛନ୍ତି। ସେଠାରେ ନଳକୂପ କିମ୍ବା ଅନ୍ୟ କୌଣସି ବ୍ୟବସ୍ଥା ନ ଥିବାରୁ ପାଣି ଲାଗି ଲୋକେ…
କୃଷକ ସଭାର ଗଣଧାରଣା
ଛତ୍ରପୁର,୮ା୬(ଡି.ଏନ୍.ଏ.)- ବିଭିନ୍ନ ଦାବି ନେଇ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଶୁକ୍ରବାର ଛତ୍ରପୁର ସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗଣ ଧାରଣା ଦିଆଯାଇଥିଲା। ଏଠାରେ ବିଭିନ୍ନ ଦାବି ଉପସ୍ଥାପନ ହୋଇଥିଲା। ପରେ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ…
ଯାତ୍ରା ଦେଖି ଫେରୁଥିବାବେଳେ ଜୀବନ ଗଲା
ଫୁଲବାଣୀ ଅଫିସ, ଫିରିଙ୍ଗିଆ,୮ା୬- ଫିରିଙ୍ଗିଆରେ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣାରେ ଜଣେ ବାଇକ ଚାଳକ ଗୁରୁତର ହୋଇଛନ୍ତି। ସେ ହେଲେ ପଦିଙ୍ଗିଆ ପଞ୍ଚାୟତର ପ୍ରସନ୍ନ କହଁର। ବନ୍ଧଗଡ ଯାତ୍ରା ଦେଖି ପ୍ରସନ୍ନ ବାଇକରେ ଫେରୁଥିବାବେଳେ ରରଙ୍ଗ ସ୍କୁଲ ନିକଟରେ ରାତି ପ୍ରାୟ…
ମାଡ଼ିଗଲା କାର୍: ଜଣେ ମୃତ, ଶିଶୁ ସମେତ ୫ ଗୁରୁତର
ଫୁଲବାଣୀ ଅଫିସ,୭ା୬- ଫୁଲବାଣୀ ସହର ନାରାୟଣୀ ମନ୍ଦିର ଛକ ପାଖରେ ଏକ କାର ରାସ୍ତାରେ ଚାଲି ଚାଲି ଯାଉଥିବା ୬ଜଣ ଲୋକଙ୍କ ଉପରେ ମାଡି ଯାଇଛି। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ୪ ବର୍ଷ ଶିଶୁ ସମେତ ୫ଜଣ…
ରାଜସ୍ବ ନିରୀକ୍ଷକଙ୍କୁ ଘେରିଲେ ଲୋକେ
ବ୍ରହ୍ମପୁର ଅଫିସ,୭।୬- ପୋଲସରା ତହସିଲ ପାଣ୍ଡିରିପଡ଼ା ଗ୍ରାମପଞ୍ଚାୟତସ୍ଥିତ ରାଜସ୍ବ କାର୍ଯ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଛି। ଆଦିବାସୀମାନଙ୍କୁ ଜଙ୍ଗଲ ଜମି ପଟ୍ଟା ଦେବା ଲାଗି କିଛି ଟଙ୍କା ନେଇ ଆଉ ଦେଉ ନ ଥିବା ଅଭିଯୋଗରେ ରାଜସ୍ବ ନିରୀକ୍ଷକ କବିରାଜ ଚିନ୍ନାରାଙ୍କୁ…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ବ୍ରହ୍ମପୁର ଅଫିସ,୭।୬- ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ପୋଲସରା ଥାନା ସୋଡ଼କ ଗ୍ରାମପଞ୍ଚାୟତ ମଦରଙ୍ଗାପଲ୍ଲୀ ଗ୍ରାମର ଗନ୍ଧର୍ବ ନାହାକ। ସୂଚନାଯୋଗ୍ୟ ଗନ୍ଧର୍ବ କୌଣସି କାମରେ ପୋଲସରା ଆସିଥିଲେ। ଫେରିବା ବାଟରେ ପୂର୍ବରୁ ପ୍ରସ୍ତୁତ…

