ଗଞ୍ଜାମ

ସରପଞ୍ଚଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ : ଥାନାରେ ଏତଲା, ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୬ା୬(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ସରପଞ୍ଚ ଭୀମସେନ ସାହୁଙ୍କ ସମ୍ପର୍କରେ ସୋସିଆଲ ମିଡିଆରେ ଅସମ୍ମାନସୂଚକ ତଥା ଅଶାଳୀନ ମନ୍ତବ୍ୟ ଦିଆଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ଫଟୋ ସହ ଅଶ୍ଳୀଳ ଭାଷାରେ ସମ୍ବୋଧନ କରି ଫେସବୁକ୍‌ରେ ପୋଷ୍ଟ କରିଥିବା କଇଠଡ଼ା ଗ୍ରାମର…

ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଦାବିପତ୍ର ପ୍ରଦାନ କଲା ଗ୍ରାମ୍ୟ ପରିଚାଳନା କମିଟି

ଗଞ୍ଜାମ,୬ା୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ବିରୁଳି କାଇଁଚପୁର ଗ୍ରାମରେ ଆମ ଗାଁ ଆମ ବିକାଶ ଯୋଜନା ଠିକ୍‌ରେ ହୋଇ ନ ଥିବା ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ ଗ୍ରାମ୍ୟ ପରିଚାଳନା କମିଟିର ୫ ଜଣିଆ ପ୍ରତିନିଧି ଦଳ ଗୁରୁବାର…

ମନୋଜ ହତ୍ୟାକାଣ୍ଡର ପର୍ଦ୍ଦାଫାଶ୍‌: ସୁଲ୍‌ତାନ ସମେତ ୫ ଗିରଫ

ବ୍ରହ୍ମପୁର ଅଫିସ,୬ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବ୍ରହ୍ମପୁର ପୋଲିସ। ଏଥିରେ ସାମିଲ ଥିବା ୨ ଅଭିଯୁକ୍ତ ବୁଲୁ ଓରଫ ଗଣେଶ ନାହାକ ଓ ହୃଷୀକେଶ ପାତ୍ରଙ୍କୁ ପୋଲିସ ପୂର୍ବରୁ ଏନ୍‌କାଉଣ୍ଟର କରିଥିବାବେଳେ…

କଲଭର୍ଟ ନିର୍ମାଣରେ ବିଳମ୍ବ

ଗଞ୍ଜାମ,୬ା୬(ଡି.ଏନ.ଏ.)- ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ନଂ ୪ ରାଉଳ ସାହି ମୁଖ୍ୟ ରାସ୍ତା କଲଭର୍ଟ ନିର୍ମାଣ କାର୍ଯ୍ୟ ବିଳମ୍ବ ଯୋଗୁ ଅସନ୍ତୋଷ ଦେଖାଦେଇଛି। ଉକ୍ତ ରାସ୍ତା ଉପରେ ଗଞ୍ଜାମ ସହରବାସୀ ନିର୍ଭର କରିଥାନ୍ତି। ୱାର୍ଡବାସୀଙ୍କ ପକ୍ଷରୁ ବାରମ୍ବାର ଅଭିଯୋଗ ପରେ…

କମାପଲ୍ଲୀ ପୋଖରୀ ପୁନରୁଦ୍ଧାର କରାଯାଉ

ବ୍ରହ୍ମପୁର ଅଫିସ,୬ା୬- ବ୍ରହ୍ମପୁର ମହାନଗର ନିଗମର ୩୧ନଂ. ୱାର୍ଡରେ ଥିବା ପୁରାତନ କମାପଲ୍ଲୀ ପୋଖରୀ ଦୀର୍ଘବର୍ଷରୁ ପଙ୍କରେ ପୋତି ହୋଇଯାଇଛି। ଏହାର ପୁନରୁଦ୍ଧାର ପାଇଁ ଅଞ୍ଚଳବାସୀ ଓ ସମ୍ପୃକ୍ତ ପୂର୍ବତନ ବିଜେଡି କର୍ପୋରେଟର କରିଥିବା ବହୁବାର ଦାବି ପ୍ରତି ନିଗମ କର୍ତ୍ତୃପକ୍ଷ…

ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଲଜ୍ଜା: ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଗିରଫ

ଦାରିଙ୍ଗବାଡି,୫।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଜଣେ ବିବାହିତ ବ୍ୟକ୍ତି ଗତ କିଛିମାସ ତଳେ ତାଙ୍କୁ ବଳାତ୍କାର କରିଥିବା ମଙ୍ଗଳବାର ସନ୍ଧ୍ୟାରେ ଥାନାରେ ଛାତ୍ରୀଙ୍କ…

ଦାରିଙ୍ଗବାଡ଼ିରେ ମୃଦୁ ଭୂମିକମ୍ପ, ଲୋକେ ଆତଙ୍କିତ

ଦାରିଙ୍ଗବାଡ଼ି,୫।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିଲା। ଫଳରେ ଅଞ୍ଚଳବାସୀ ଆତଙ୍କିତ ହୋଇ ଘରୁ ବାହାରକୁ ବାହାରି ହୋହଲ୍ଲା କରିଥିଲେ। ଏଥିସହ ସେମାନେ ବହୁ ସମୟଧରି ଘରୁ ବାହାରେ ସମୟ ବିତାଇଥିଲେ…

ବିଦ୍ୟୁତ୍‌ ଆଘାତରେ ଯୁବକ ଗୁରୁତର, ବିଭାଗ ଯନ୍ତ୍ରୀଙ୍କ ନିକଟରେ ଖବର ନାହିଁ

ଦାରିଙ୍ଗବାଡ଼ି,୫।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଂବାଡ଼ି ପଞ୍ଚାୟତରେ ବିଦ୍ୟୁତ୍‌ ମରାମତି କାର୍ଯ୍ୟ କରୁଥିବା ବେଳେ ବିଦ୍ୟୁତ ଆଘାତ ଲାଗିବାରୁ ଜଣେ ଯୁବକ ଗୁରୁତର ହୋଇପଡ଼ିଛନ୍ତି। ସେ ହେଲେ ଉକ୍ତ ପଞ୍ଚାୟତ ସିପୁବାଡ଼ି ଗ୍ରାମର ସୁରକ୍ଷିତ ପ୍ରଧାନ। ସିପୁବାଡ଼ି ଗ୍ରାମର ଶେଷ…

ବିଶ୍ୱ ପରିବେଶ ଦିବସରେ ବ୍ରହ୍ମପୁର ବିଏମ୍‌ସି ପକ୍ଷରୁ କପଡ଼ା ବ୍ୟାଗ୍‌ ବଣ୍ଟନ

ବ୍ରହ୍ମପୁର ଅଫିସ,୫।୬: ପଲିଥିନ୍‌ ଓ ପ୍ଲାଷ୍ଟିକ ସାମଗ୍ରୀର ବହୁଳ ବ୍ୟବହାର ପରିବେଶ ପ୍ରଦୂଷଣର ପ୍ରମୁଖ କାରଣ ଭାବେ ଉଭା ହୋଇଛି। ପଲିଥିନ୍‌ ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରର ଭୟାବହତା ନେଇ ବୁଧବାର ସଚେତନତା ସୃଷ୍ଟି କରାଯାଇଛି । ବିଶ୍ୱ ପରିବେଶ ଦିବସ ଅବସରରେ…

ସାପ କାମୁଡ଼ାରେ ମହିଳା ମୃତ

ଦାରିଙ୍ଗବାଡ଼ି,୫।୬(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡ଼ାବାଙ୍ଗା ପଞ୍ଚାୟତ ଗଦଡ଼ି ଗ୍ରାମରେ ସାପକାମୁଡ଼ାରେ ସୋମବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁଇଟି ପ୍ରଧାନ ା ସୁଇଟିଙ୍କୁ ସାପ କାମୁଡ଼ିଥିବା ଜାଣିବା ପରେ ଶ୍ୱଶୁର ଘର ଲୋକେ ତାଙ୍କୁ କ.ନୁଆଗାଁ…

ରୋଜଗାର ପାଇଁ ଅଜଗରକୁ ନିର୍ଯାତନା

ବ୍ରହ୍ମପୁର ଅଫିସ୍‌,୫ା୬- ବନ୍ୟପ୍ରାଣୀ ଏବଂ ସଂରକ୍ଷିତ ପ୍ରାଣୀମାନଙ୍କ ସୁରକ୍ଷା ଏବଂ ସଂରକ୍ଷଣ ପାଇଁ ବହୁ ଆଇନ୍‌ ରହିଛି। ବିଭିନ୍ନ ସରକାରୀ ଏବଂ ବେସରକାରୀ ସଂଗଠନ ମଧ୍ୟ ଏଦିଗରେ କାର୍ଯ୍ୟ କରୁଛି । ହେଲେ ଏହି ଆଇନ୍‌କୁ ଭାଙ୍ଗୁଥିବା ବ୍ୟକ୍ତି ଏବଂ ସଂସ୍ଥାଙ୍କ…

ଓଡ଼ିଶା ବକ୍ସିଂ ଦଳର ଉତ୍ତରାଖଣ୍ଡ ଯାତ୍ରା

ବ୍ରହ୍ମପୁର-ଅଫିସ୍‌,୫ା୬- ଉତ୍ତରାଖଣ୍ଡର ରୁଦ୍ରପୁରରେ ଆସନ୍ତା ୮ରୁ ୧୩ତାରିଖ ପର୍ଯ୍ୟନ୍ତ ତୃତୀୟ ଜାତୀୟ ୟୁଥ୍‌ ପୁରୁଷ ଏବଂ ମହିଳା ବକ୍ସିଂ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବ। ଏଥିରେ ଭାଗନେବା ପାଇଁ ଓଡ଼ିଶା ଦଳର ଚୟନ ଶିବିର ଗତ ରବିବାର ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଆୟୋଜିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?