ଗଞ୍ଜାମ

ସ୍ବତନ୍ତ୍ର ପରିଚୟ ଦେଇଛି ଲିଚୁ, ଆମ୍ବ ଚାଷ

ଦାରିଙ୍ଗବାଡି,୫।୬(ଡି.ଏନ.ଏ)- ଦାରିଙ୍ଗବାଡି ଅଞ୍ଚଳକୁ ଏବେ ଲିଚୁ ଏବଂ ଆମ୍ବ ଚାଷ ସ୍ବତନ୍ତ୍ର ପରିଚୟ ଦେଇଛି। ଦାରିଙ୍ଗବାଡିର ଲିଚୁ ଏବଂ ଆମ୍ବର ଚାହିଦା ଜିଲା ତଥା ଜିଲା ବାହାରେ ରହିଛି। ଜୈବିକ ପଦ୍ଧତିରେ ଏହି ଚାଷ କରାଯାଉଥିବାରୁ ଏହାର ଚାହିଦା ବଢୁଛି। ସରକାରଙ୍କ…

ଆଗରୁ ପଢ଼ାଉଥିଲେ, ଏବେ କାଢ଼ି ନେବେ

ଫୁଲବାଣୀ ଅଫିସ, ୫ା୬- କନ୍ଧମାଳ ଜିଲାରେ ଅନ୍ବେଷା ଯୋଜନାରେ ବ୍ୟାପକ ଜାଲିଆତି ଚାଲିଛି। ୩ ବର୍ଷ ଧରି ଜିଲା ମଙ୍ଗଳ ବିଭାଗ ପକ୍ଷରୁ ସରକାରୀ ଗାଇଡ ଲାଇନକୁ ଉଲ୍ଲଂଘନ କରାଯାଇଛି।ଆରମ୍ଭରୁ ଚଳିତ ଶିକ୍ଷାବର୍ଷ ପର୍ଯ୍ୟନ୍ତ ଜିଲାର ୧୦ଟି ସ୍କୁଲରେ ଅନ୍ବେଶା ଯୋଜନାରେ…

୪ ବର୍ଷ ଧରି ପାନୀୟ ଜଳ ପ୍ରକଳ୍ପ ଅଚଳ

ଫିରିଙ୍ଗିଆ,୫ା୬- ଫିରିଙ୍ଗିଆ ବ୍ଲକ କାଶିନିପଦର ପଞ୍ଚାୟତରେ ହୋଇଥିବା ଏକ ପାନୀୟ ଜଳ ପ୍ରକଳ୍ପ ୪ ବର୍ଷ ଧରି ଅକାମୀ ହୋଇ ପଡିଛି। ଫଳରେ ପାନୀୟ ଜଳ ପାଇଁ ମାଝିପଡା ଏବଂ ତଳପଡାବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେ…

କେନ୍ଦୁପତ୍ର ଫଡ଼ିରେ ନିୟମକୁ ଫୁ: ଶିଶୁ ଶ୍ରମିକ ନିୟୋଜିତ କରି ଅର୍ଥ ଆତ୍ମସାତ ମସୁଧା

ବାଲିଗୁଡ଼ା,୪ା୬(ଡି.ଏନ୍‌.ଏ.)-ସରକାରଙ୍କ ନିର୍ଦ୍ଦେଶକୁ ଫୁ କରି ବାଲିଗୁଡ଼ା ବ୍ଲକର ବିଭିନ୍ନ ସ୍ଥାନରେ ଶିଶୁ ଶ୍ରମିକ ନିୟୋଜନ ଚାଲିଛି। କୋମଳମତି ପାଠ ପଢ଼ୁଆ ପିଲାଙ୍କୁ ଟଙ୍କା ଲୋଭ ଦେଖାଇ କାମରେ ନିୟୋଜିତ କରାଯାଉଛି। ପ୍ରଶାସନ ଆଢ଼ୁଆଳରେ ଏଭଳି କାମ ଚାଲିଛି। କିଛି ଦିନ ତଳେ…

୧୦ ଗାଡ଼ିରୁ ଜରିମାନା ଆଦାୟ

ହିଞ୍ଜିଳିକାଟୁ,୪ା୬(ଡି.ଏନ୍‌.ଏ.)- ଘୋଡ଼ାହାଡ଼ ଓ ଋଷିକୁଲ୍ୟା ନଦୀରୁ ବେଆଇନ ଭାବେ ବାଲି ଏବଂ ବିଭିନ୍ନ ପାହାଡ଼ରୁ ମୋରମ ଓ ମାଟି ଚୋରାଚାଲାଣ ହେଉଥିବା ବେଳେ ହିଞ୍ଜିଳିକାଟୁ ତହସିଲ ପକ୍ଷରୁ ଚଢ଼ାଉ କରାଯାଇ ୧୦ ଗାଡ଼ିକୁ ଜବତ କରାଯାଇଛି। ମଙ୍ଗଳବାର ହିଞ୍ଜିଳିକାଟୁ ତହସିଲଦାର ଗୋପୀନାଥ…

ହିଞ୍ଜିଳି ଥାନା ଅଞ୍ଚଳରେ ବଢ଼ୁଛି ଚୋରି

ହିଞ୍ଜିଳିକାଟୁ, ୪ା୬(ଡ଼ି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ସପ୍ତାହକ ମଧ୍ୟରେ ଏକାଧିକ ଚୋରି ହୋଇଥିଲେ ମଧ୍ୟ ଦୁର୍ବୃତ୍ତଙ୍କୁ କାବୁ କରିବାରେ ପୋଲିସ ସଫଳ ହୋଇପାରୁନାହିଁ। ସୋମବାର ରାତିରେ ଆର୍‌ଏମ୍‌ସି ପରିସରରେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ…

ତ୍ରିରଙ୍ଗା ଯୁବକ ସଂଘ କାର୍ଯ୍ୟକର୍ତ୍ତା ମନୋନୀତ

ହିଞ୍ଜିଳିକାଟୁ,୪ା୬(ଡ଼ି.ଏନ୍‌.ଏ)-ହିଞ୍ଜିଳିକାଟୁ ଅଞ୍ଚଳର ସ୍ବେଚ୍ଛାସେବୀ ଅନୁଷ୍ଠାନ ତ୍ରିରଙ୍ଗା ଯୁବକ ସଂଘ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାର ସନ୍ଧ୍ୟାରେ ଚନ୍ଦ୍ର କଳ୍ପେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି ରଞ୍ଜନ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ବିଭିନ୍ନ ଯୋଜନା ଉପରେ ଆଲୋଚନା ହୋଇଥିଲା।…

ସହରରୁ ଅଳିଆ ସଫା କରା ନ ଯିବା ଘଟଣା : ଏନ୍‌ଏସି କର୍ମଚାରୀଙ୍କୁ ତାଗିଦ୍‌ କଲେ ଉପଜିଲାପାଳ

ଭଞ୍ଜନଗର,୪।୬(ଡି.ଏନ.ଏ)-କିଛିଦିନ ପୂର୍ବେ ସହରଗୁଡ଼ିକର ପରିମଳ ସେବାକୁ ସୁଧାରିବା ପାଇଁ ଜିଲାସ୍ତରୀୟ ଏକ ସମୀକ୍ଷା ହୋଇଥିଲା। ମାତ୍ର ଭଞ୍ଜନଗର ସହରରେ ୪ ମାସ ହେବ ପରିମଳ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ବେଳେ ଏହାକୁ ସୁଧାରିବା ପାଇଁ ଧ୍ୟାନ ଦିଆଯାଉନାହିଁ। ନିର୍ବାହୀ ଅଧିକାରୀ…

ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ଫୁଲବାଣୀ ଅଫିସ, ୪ା୬-କନ୍ଧମାଳ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପ୍ରଥମେ ଜିଲାର ନବ ନିର୍ବାଚିତ ୩ ବିଧାୟକଙ୍କୁ ସ୍ବାଗତ କରାଯାଇଥିଲା ା ଜିଲାପାଳ ଡ.ବୃନ୍ଦା ଡି ଏଥିରେ…

ଜିଲା ବାହାରକୁ ଆମ୍ବୁଲାନ୍ସ ଗଲେ ଜିଲାପାଳଙ୍କ ଅନୁମତି ଉଚ୍ଛେଦ ଦାବି

ବ୍ରହ୍ମପୁର ଅଫିସ୍‌,୪ା୬-ସ୍ବାସ୍ଥ୍ୟ ସେବାରେ ସୁଧାର ପାଇଁ ମାନବ ଅଧିକାର ସୁରକ୍ଷା ମଞ୍ଚ ତରଫରୁ ଘଣ୍ଟଯାତ୍ରା ସୋମବାର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ଅନୁଷ୍ଠିତ ହୋଇଥିଲା। ମୃତଦେହ ବୋହିବା ପାଇଁ ରାଜ୍ୟ ସରକାର ମହାପ୍ରୟାଣ ଯୋଜନା କାର୍ଯ୍ୟକାରୀ କରିଛନ୍ତି।…

ଅଗ୍ନିକାଣ୍ଡରେ ଜଣଙ୍କ ଘର ଧୂଳିସାତ

ବେଗୁନିଆପଡା,୩।୬(ଡି.ଏନ.ଏ.)-ରବିବାର ବିଳମ୍ବିତ ରାତିରେ ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ମର୍ଦ୍ଦକୋଟ ପଞ୍ଚାୟତର ଓଡ଼ନଇ ଗ୍ରାମରେ ଅଗ୍ନିକାଣ୍ଡ ଘଟି ଗ୍ରାମର ଜଣଙ୍କ ଘର ନିଆଁରେ ପୋଡି ସମ୍ପୂର୍ଣ ଧ୍ୱଂସ ହେବା ସହ ଆସବାବପତ୍ର ନଷ୍ଟ ହୋଇଯାଇଛି । ବିପନ୍ନ ଜଣଙ୍କ ହେଉଛନ୍ତି ଗୋପୀ ଦାସଙ୍କ…

କିଡ୍‌ନୀ ଆକ୍ରାନ୍ତଙ୍କ ଚିକିତ୍ସା, ପାଣି ଯୋଗାଣ ଦାବି, ଏଡିଏମଙ୍କୁ ଭେଟିଲା ଗାଁ କମିଟି

ଛତ୍ରପୁର,୩।୬(ଡି.ଏନ.ଏ.)-ଛତ୍ରପୁର ବ୍ଲକ କାଳିପଲ୍ଲୀ ପଞ୍ଚାୟତ ପି.ଲକ୍ଷ୍ମୀପୁର ଗାଁରେ କିଡନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏପରିକି ଏଥିରେ କେତେଜଣଙ୍କ ମୃତ୍ୟୁ ଘଟିଥିବା ମଧ୍ୟ ଅଭିଯୋଗ ହେଉଛି। ଏହାର ନିରାକରଣ ପାଇଁ ପଦକ୍ଷେପ ନେବା ଦୂରର କଥା ଏହି ରୋଗ କାହିଁକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?