ଗଞ୍ଜାମ

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ ତରାଇଙ୍କ (୨୧) ଯାତ୍ରା ଅନେକ ଯୁବପିଢ଼ିଙ୍କ ପାଇଁ ପ୍ରେରଣା ତଥା ଉଦାହରଣ ପାଲଟିଛି।…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ ଏକ ସ୍ୱତନ୍ତ୍ର ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ୭୦ ଜଣ ଗରିବ ଛାତ୍ରୀଛାତ୍ରଙ୍କୁ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ ସଂଘର୍ଷ ହୋଇଥିଲା । ଆକ୍ରମଣ ପ୍ରତି ଆକ୍ରମଣ ଘଟଣାରେ ୨ ଭାଇ ସମେତ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ ମୃତ୍ୟୁବରଣ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଦିଗପହଣ୍ଡି ବସଷ୍ଟାଣ୍ଡ ନିକଟରେ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍ ସିଲିଣ୍ଡରଟି ବିଷ୍ପୋରଣ ହୋଇ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ ଟ୍ରକ ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲା । ଫଳରେ ଟ୍ରକରେ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିଥିବା ଛାତ୍ରୀଛାତ୍ର ଏବଂ ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିସହ କମିଟି…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ କରାଯାଇଛି। ଏହି ସ୍ବତନ୍ତ୍ର ଡ୍ରାଇଭ୍‌ ଯୋଗେ ଭଞ୍ଜନଗର ପୋଲିସ ଉପଖଣ୍ଡ ସ୍ତରରେ ୧୩୫,…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ। ହୁମ୍ମା ସମିତି ସଭ୍ୟ ତଥା ଭାଜପା ଯୁବ ନେତା ଧ୍ରୁବଚରଣ ପଲାଇ, ଦୁର୍ଯ୍ୟୋଧନ…

ନଦୀରେ କୁମ୍ଭୀର, ଲୋକେ ଭୟଭୀତ

ପଲସାଗୋରା,୧୭।୫(ଅଶ୍ୱିନୀ ନନ୍ଦ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଶିମିଳିପଦର ପଞ୍ଚାୟତ ଗବଯୋର ନିକଟ ତେଲ ନଦୀ କୂଳରେ ଶନିବାର ସକାଳ ୭ଟା ସମୟରେ ୮ଫୁଟ୍‌ ଲମ୍ବ ଏକ ଘଡ଼ିଆଳ କୁମ୍ଭୀର ପହଁରୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଖବର ପାଇ କଣ୍ଟାମାଳ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅସ୍ଥାୟୀ ମଣ୍ଡପରେ ପହଞ୍ଚି ଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ। ଏଥିସହ ଯାତ୍ରା କମିଟି…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ ଯୋଜନା ଆରମ୍ଭ ହୋଇଛି। ଯୋଜନାର ମୂଳ ଲକ୍ଷ୍ୟ ହେଲା ଛାତ୍ରୀଛାତ୍ରଙ୍କୁ ପ୍ରକୃତି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?