ଗଞ୍ଜାମ

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡୁଥିବା ଅଭିଯୋଗ ହେଉଛି। ଶନିବାର ଗୋପାଳପୁର ଥାନା ଅଞ୍ଚଳରେ ଏକ…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ ପକାଇ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଥିଲା। ବଳରାମଙ୍କ ମା ନିବାସିନି ପ୍ରଧାନ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ ବିଭିନ୍ନ ଅସ୍ତ୍ରଶସ୍ତ୍ର ଜବତ କରିବା ସହ ତିନି ଜଣ ବନ୍ୟଜନ୍ତୁ ଶିକାରୀଙ୍କୁ ଗିରଫ…

ଠାକୁରାଣୀ ଯାତ୍ରାର ଆକର୍ଷଣ ବଢ଼ାଉଛନ୍ତି ମାନସିକ ବେଶଧାରୀ, ଆଜି ସାବିତ୍ରୀ ଅମାବାସ୍ୟାରେ…

ଭଞ୍ଜନଗର,୧୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶନିବାର ୨୧ ଦିନରେ ପହଞ୍ଚିଛି। ଆଉ ୪ ଦିନ ପରେ ଯାତ୍ରା ଉଦ୍‌ଯାପିତ ହେବ। ଆଜି ଅର୍ଥାତ୍‌ ଶୁକ୍ରବାର ସାବିତ୍ରୀ ଅମାବାସ୍ୟା ଥିବାରୁ ଦେବୀଙ୍କ ଅସ୍ଥାୟୀ ମଣ୍ଡପ ସମ୍ମୁଖରେ ମହିଳାମାନେ ସାବିତ୍ରୀ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି। ବିଶ୍ୱବିଦ୍ୟାଳୟ ସ୍ତରରେ ପ୍ରକାଶିତ ଶ୍ରେଷ୍ଠ ଦଶଜଣିଆ ଟପ୍ପର ତାଲିକାରେ ଏହି…

ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୬ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ ସହର ତଥା ଆଖପାଖ ଅଞ୍ଚଳର ଶତାଧିକ ମହିଳା ନିଜ ସ୍ବାମୀଙ୍କ ଦୀର୍ଘାୟୁ ଓ…

ପରିବେଶ ପ୍ରଦୂଷିତ ଅଭିଯୋଗ: ମା’ ତାରିଣୀ ପଥର କ୍ରଶର ୟୁନିଟକୁ ସିଲ୍ କଲା ପ୍ରଶାସନ                     

ଦିଗପହଣ୍ଡି,୧୫|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଡ଼ଙ୍କାରି ମୌଜା ରେ ଥିବା ମା ‘ ତାରିଣୀ ପଥର କ୍ରଶର ୟୁନିଟ କୁ ଶୁକ୍ରବାର ପ୍ରଶାସନ ପକ୍ଷରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ ସିଲ୍ କରାଯାଇଥିବା ଜଣାପଡ଼ିଛି। ସମ୍ପୃକ୍ତ…

ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ : ତାଲିମ ନେଲେ…

ଦିଗପହଣ୍ଡି,୧୫ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଗତ ୫ ତାରିଖ ଠାରୁ ଚାଲିଥିବା ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟା ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଛି। ପ୍ରଧାନାଚାର୍ଯ୍ୟ…

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ: କେଏସୟୁବିର ବଡ଼ ସଫଳତା

ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଯୁକ୍ତ ୩ ଶେଷ ବର୍ଷ (ସ୍ନାତକ) କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷାଫଳ ଶୁକ୍ରବାର ସନ୍ଧ୍ୟାରେ ପ୍ରକାଶିତ ହୋଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଛାତ୍ରୀ ସ୍ମୁତି…

ମହିଳାଙ୍କ ସ୍ବାମୀ ଅନ୍ୟ ରାଜ୍ୟରେ କାମ କରୁଥିବା ବେଳେ ଗଢ଼ିଉଠିଲା ପ୍ରେମ, ଜାଣିବା ପରେ ହାଣିଲେ…

ଦିଗପହଣ୍ଡି,୨୫ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆହାତ ଯୁବକ ଜଣକ ହେଲେ ଗ୍ରାମର ବଳରାମ ପ୍ରଧାନ(୨୬)। ଗ୍ରାମର ଜଣେ…

ଭଞ୍ଜନଗର ଠାକୁରାଣୀ ଯାତ୍ରା: ଅନ୍ତରା ଚକ୍ରବର୍ତ୍ତୀଙ୍କ ଗୀତରେ ଝୁମିଲେ ଦର୍ଶକ

ଭଞ୍ଜନଗର, ୧୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶୁକ୍ରବାର ୨୦ତମ ଦିନରେ ପହଞ୍ଚିଛି। ଏହି ଅବସରରେ କବି ସମ୍ରାଟ ରଙ୍ଗମଞ୍ଚରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଭଞ୍ଜନଗର ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ମୁନା…

୬ କୋଟି ବ୍ୟୟରେ ନିର୍ମାଣ ହେବ ଚାରିଧାମ ପାର୍କ ପ୍ରକଳ୍ପ: ବିଧାୟକଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ

ଦିଗପହଣ୍ଡି,୧୫|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ରେ ନବନିର୍ମିତ ବିଭିନ୍ନ ପ୍ରକଳ୍ପ କୁ ଶୁକ୍ରବାର ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଉଦଘାଟନ କରିବା ସହ ଅନ୍ୟାନ୍ୟ ମଞ୍ଜୁର ପ୍ରାପ୍ତ ବିଭିନ୍ନ ପ୍ରକଳ୍ପ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?