ଗଞ୍ଜାମ

ପେନାରା ଘାଟିରେ ସଂଯୋଗୀକରଣ ରାସ୍ତା ଦବିଲା

ଦାରିଙ୍ଗବାଡି,୨୦।୫(ଡି.ଏନ.ଏ.)-ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ପେନାରା ଘାଟିରେ ଏକ ବ୍ରିଜ ନିକଟରେ ସଂଯୋଗୀକରଣ ରାସ୍ତା ଦବି ଯାଇଛି। ଫଳରେ ଉକ୍ତ ରାସ୍ତା ଯାତ୍ରୀଙ୍କ ପାଇଁ ଅସୁରକ୍ଷିତ ହୋଇପଡିଥିବାବେଳେ ଯାତ୍ରିବାହୀ ବସ୍‌ ସମେତ ଭାରିଯାନ ଚଳାଚଳରେ ସମସ୍ୟା ଦେଖାଦେଇଛି। ବର୍ଷେହେଲା ବ୍ରାହ୍ମଣୀଗାଁ ଠାରୁ…

କେନ୍ଦୁପତ୍ର ଶ୍ରମିକଙ୍କ ଟଙ୍କା ହଡ଼ପ ଅଭିଯୋଗ

ଫୁଲବାଣୀ ଅଫିସ, ୨୦ା୫-କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ଅଧୀନରେ କେନ୍ଦୁପତ୍ର ଶ୍ରମିକଙ୍କ ଟଙ୍କା ହଡପ କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆଣିଛନ୍ତି କେନ୍ଦୁପତ୍ର ଫଡିରେ କାମ କରିଥିବା ଶ୍ରମିକ। ତୁରନ୍ତ ଟଙ୍କା ପ୍ରଦାନ ବ୍ୟବସ୍ଥା କରିବାକୁ ସେମାନେ ଜିଲାପାଳଙ୍କ ନିକଟରେ…

ଗ୍ରୀଷ୍ମରେ ରକ୍ତ ଅଭାବ ଦୂର ପାଇଁ ପ୍ରୟାସ: ଷଷ୍ଠ ଶିବିରରେ ୨୪ ୟୁନିଟ୍‌ ରକ୍ତ ସଂଗ୍ରହ

ବ୍ରହ୍ମପୁର ଅଫିସ୍‌,୨୦ା୫-ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ମେଡ଼ିକାଲ୍‌ ପରିସରରେ ଥିବା ରକ୍ତ ଭଣ୍ଡାରରେ ରକ୍ତର ଘୋର ଅଭାବ ଦେଖିବାକୁ ମିଳିଛି। ଆବଶ୍ୟକ ସ୍ଥଳେ ମଧ୍ୟ ରୋଗୀଙ୍କୁ ରକ୍ତ ମିଳୁନି। ଏହି ଅଭାବ ଦୂର କରିବା ପାଇଁ ଉଦ୍ୟମ କରୁଛି…

ଓୟୁଏଟି ପ୍ରବେଶିକା ପରୀକ୍ଷାରେ ଅବହେଳା ଅଭିଯୋଗ: ଖରାରେ ଛିଡ଼ା ହେବାରୁ ଅଭିଭାବକ-କର୍ତ୍ତୃପକ୍ଷ ମୁହାଁମୁହିିଁ

ବ୍ରହ୍ମପୁର ଅଫିସ,୨୦ା୫-ଗୋପାଳପୁର ରୋଡ ତଥା ଡୁରା ନିକଟସ୍ଥ ବ୍ରହ୍ମପୁର ସ୍କୁଲ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି(ବିଏସ୍‌ଇଟି)ରେ ରବିବାର ଉତ୍ତେଜନା ଦେଖାଦେଇଛି। ବିଏସ୍‌ଇଟିରେ ଓୟୁଏଟି ପରୀକ୍ଷା ପାଇଁ ଆସିଥିବା ପରୀକ୍ଷାର୍ଥୀଙ୍କୁ ଦୀର୍ଘ ସମୟ ଧରି ଖରାରେ ଛିଡା କରାଯିବାକୁ ନେଇ ଅଭିଭାବକ ଓ…

୨୫ ଘନଫୁଟ କାଠ ଜବତ, ୨ ଗିରଫ

ଭଞ୍ଜନଗର,୧୯।୫(ଡି.ଏନ.ଏ.)- ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଗାଲେରୀ ରେଞ୍ଜ ବେରୁଆବାଡିରୁ ବନ ବିଭାଗ କର୍ମଚାରୀ ରବିବାର ସକାଳେ ୨୫ ଘନଫୁଟ ଶାଳ ଓ ହଳନ୍ଦ କାଠ ଗଣ୍ଡି ଜବତ କରିଛି। ୨ଜଣ ଶ୍ରମିକ ଉକ୍ତ କାଠ ଏକ ତୋଟା ଭିତରେ କରତ…

ଲକ୍ଷ୍ମୀ ନୃସିଂହ ଯାତ୍ରା ଉଦଯାପିତ

ହିଞ୍ଜିଳିକାଟୁ,୧୯।୫(ଡି.ଏନ୍‌.ଏ.)- ଚଳିତବର୍ଷ ହିଞ୍ଜିଳିକାଟୁ ଶ୍ରୀ ଲକ୍ଷ୍ମୀ ନୃସିଂହ ଯାତ୍ରା ରବିବାର ଉଦ୍‌ଯାପିତ ହୋଇଛି। ଶେଷ ୨ଦିନ ଯାତ୍ରାରେ ବିଭିନ୍ନ ମେଢ଼, ପଟୁଆର ଓ ଆତସବାଜି ପ୍ରଦର୍ଶନ ଦେଖିବାକୁ ଦର୍ଶକଙ୍କ ଭିଡ଼ ଜମିଥିଲା। ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ବହୁ ମାନସିକଧାରୀ ବିଭିନ୍ନ ବେଶ…

ବଡ ନଦୀରୁ ମହିଳାଙ୍କ ମୃତ ଦେହ ଉଦ୍ଧାର

ଆସିକା,୧୯।୫(ଡି.ଏନ୍‌.ଏ.)- ଆସିକା କଳିଙ୍ଗା ରୋଡ ଡାକବଙ୍ଗଳା ସଂଲଗ୍ନ ବଡନଦୀର ବାଲୁକାଶଯ୍ୟାରୁ ରବିବାର ଅପରାହ୍ନ ପ୍ରାୟ ୩ଟାରେ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି । ମୃତକ ଜଣକ ଆସିକା ଥାନା ପଥରା ନିକଟରେ ବସବାସ କରୁଥିବା ମୁଣ୍ଡପୋତା କେଳା ସମ୍ପ୍ରଦାୟର…

୩ ଜଣଙ୍କୁ ଆଜୀବନ କାରାଦଣ୍ଡ, ଜଣେ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୯ା୫-ଏକ ଅନରକିଲିଂ ମାମଲାର ଶୁଣାଣି କରି ଅତିରିକ୍ତ ଜିଲା ଦୌରାଜଜ-୨ ଦୀପକ କୁମାର ମୃତ ମହିଳାଙ୍କ ୨ ଭାଇ ନିରାକାର ନାଇକ, କାଳୁ ନାଇକ ଓ ତାଙ୍କର ଅନ୍ୟ ଜଣେ ସମ୍ପର୍କୀୟ ଭାଇ ଦୁର୍ଗା ନାଇକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ଲେପ୍ରୋସି କଲୋନୀରେ ପଙ୍ଖା ବଣ୍ଟନ

ଭଞ୍ଜନଗର,୧୯।୫(ଡି.ଏନ.ଏ.)-ଫନୀ ପରେ ଭଞ୍ଜନଗରରେ ତାପମାତ୍ରା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ଭଞ୍ଜନଗରରେ ତାପମାତ୍ରା ସର୍ବାଧିକ ୪୨ ଡ଼ିଗ୍ରୀ ଥିବାବେଳେ ସର୍ବନିମ୍ନ ୨୬ ଡ଼ିଗ୍ରୀ ରହିଥିଲା। ଅସହ୍ୟ ଗରମ ଯୋଗୁ ରାସ୍ତାଘାଟ ପୂର୍ବାହ୍ନ ୧୧ଟାରୁ ଶୂନ୍‌ଶାନ ହୋଇଯାଇଥିଲା। ବିଦ୍ୟୁତ୍‌ ସେବା ଥିଲେ…

ଆବାସ ଯୋଜନା କାହା ଲାଗି : ଏସ୍‌ଇସିସି ତାଲିକାକୁ ନେଇ ସନ୍ଦେହ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୧୯ା୫-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକରେ ଆବାସ ଯୋଜନା ସମ୍ପୂର୍ଣ୍ଣ ଦିଗହରା। ଏହି ବ୍ଲକରେ ବ୍ୟାପକ ଭାବେ ଇନ୍ଦିରା ଆବାସ ଦୁର୍ନୀତି ହୋଇଥିବା ନେଇ ପୂର୍ବରୁ ବହୁବାର ଅଭିଯୋଗ ହୋଇଛି। ଲୋକେ ଘର ନ କରି ସରକାରୀ କର୍ମଚାରୀଙ୍କୁ ଧରି…

ଋଷିକୁଲ୍ୟା ସହ ସଂଯୋଗୀକରଣ ହେଉନି ମହାନଦୀ : କେନ୍ଦ୍ର ଅବହେଳାକୁ ଦାୟୀ

ବ୍ରହ୍ମପୁର ଅଫିସ,୧୯ା୫-କୃଷି ପ୍ରଧାନ ଗଞ୍ଜାମ ଜିଲାର ବହୁବର୍ଷର ଦାବି ଋଷିକୁଲ୍ୟା ଓ ମହାନଦୀ ସଂଯୋଗୀକରଣ ହୋଇପାରିଲା ନାହିଁ। ବିଜେଡି ଓ ଭାଜପା ମେଣ୍ଟ ସରକାର ଅମଳରୁ ଏହି ପ୍ରସଙ୍ଗ ଉଠିଛି ା ଦାବିପୂରଣ ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଖି ବୁଜି…

ରସାୟନ ବିଜ୍ଞାନ ପରେ ଗଣିତ ପ୍ରଶ୍ନପତ୍ରରେ ତ୍ରୁଟି

ବ୍ରହ୍ମପୁର ଅଫିସ,୧୯ା୫-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଚାଲିଥିବା ସ୍ନାତକୋତ୍ତର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ଶନିବାର ଗଣିତ ବିଭାଗ ‘ଆଡଭାନ୍ସ କାଲକୁଲେଶନ’ ବିଷୟରେ ସମସ୍ତ ପ୍ରଶ୍ନ ସିଲାବସ ବାହାରୁ ପଡିଥିବା ଜଣାପଡିଛି ା ପରୀକ୍ଷା ଆରମ୍ଭର ୩ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?