ଗଞ୍ଜାମ

ମହାନଗରରେ ଟ୍ରାଫିକ ସମସ୍ୟା

ବ୍ରହ୍ମପୁର ଅଫିସ,୧୩ା୫-ବ୍ରହ୍ମପୁର ମହାନଗର ନିଗମରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହେଉଛି। ବିଭିନ୍ନ ସମୟରେ ପ୍ରଶାସନିକସ୍ତରରେ ଆଲୋଚନା ହୋଇ ଟ୍ରାଫିକ୍‌ ସମସ୍ୟା ସୁଧାରିବାକୁ ନିଷ୍ପତ୍ତି ହେଉଥିଲେ ମଧ୍ୟ ତାହା କେବଳ ଆଲୋଚନା ଓ ସମୀକ୍ଷାରେ ସୀମିତ ରହିଛି । ଏପରିକି…

ଦୁନିଆରେ ମା’ ଶବ୍ଦର ବିକଳ୍ପ ନାହିଁ

ଛତ୍ରପୁର,୧୩ା୫(ଡି.ଏନ.ଏ.)-ଛତ୍ରପୁରସ୍ଥିତ ରୋଟାରୀ କ୍ଲବ ପରିସରରେ ରବିବାର ସର୍ବଶକ୍ତି ଏଜୁକେସନ ଓ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ୱ ମାତୃ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ ଯୋଗଦେଇ ଏହି ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ…

ବଡପୁଅ ଆକ୍ରମଣରେ ବାପା,୩ ଭାଇ ଆହତ

ବୁଗୁଡା,୧୩ା୫(ଡି.ଏନ.ଏ.)-ବୁଗୁଡା ଥାନା ଚିରିକିପଡା ଗ୍ରାମରେ ଜମିବାଡିକୁ କେନ୍ଦ୍ରକରି ଗୋଟିଏ ପରିବାରର ବଡପୁଅର ଆକ୍ରମଣରେ ବାପା ଏବଂ ୩ ଭାଇ ଆହତ ହୋଇଛନ୍ତି। ଆହତମାନେ ହେଲେ ବାପା ରାଘବ ମହାନ୍ତି, ତାଙ୍କ ପୁଅ ଟିଟୁ, ସିଦ୍ଧେଶ୍ୱର ଓ ବାପୁନି। ପ୍ରକାଶ ଯେ, ଚିରିକିପଡା…

ପୁନରୁଦ୍ଧାରରେ ଗଞ୍ଜାମର ୧୨ ଯନ୍ତ୍ରୀ ସାମିଲ

ଛତ୍ରପୁର,୧୩ା୫(ଡି.ଏନ.ଏ)-ଫନୀ ବାତ୍ୟାରେ ପୁରୀ ଜିଲା ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି। ଜିଲାର ବିଭିନ୍ନ ସ୍ଥାନରେ ଥିବା ଗ୍ରାମ୍ୟ ପାଇପ ଜଳଯୋଗାଣ ପ୍ରକଳ୍ପଗୁଡିକ ସମ୍ପୂଣ୍ଣର୍ର୍ ନଷ୍ଟ ହୋଇଯାଇଛି। ରିଲିଫ୍‌ ବଣ୍ଟନଠାରୁ ଆରମ୍ଭ କରି ରନ୍ଧା ଖାଦ୍ୟ ଓ ପୁନରୁଦ୍ଧାର କାର୍ଯ୍ୟରେ ଗଞ୍ଜାମ ଜିଲା…

ଶିଶୁର ବିକାଶରେ ହିଁ ଦେଶର ବିକାଶ ସମ୍ଭବ

ଫୁଲବାଣୀ ଅଫିସ, ୧୩ା୫-କନ୍ଧମାଳ ଜିଲା ବନ୍ଧଗଡଠାରେ ଶିଶୁ ସୁରକ୍ଷା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ଅଶୋକ କୁମାର ବେହେରା ଯୋଗଦେଇ କର୍ମଶାଳାକୁ ଉଦ୍‌ଘାଟନ କରିଥିଲେ। ଶିଶୁମାନଙ୍କ ସୁରକ୍ଷା, ବାଲ୍ୟ ବିବାହ ମୁକ୍ତ ସମାଜ…

ବକେୟା ଦରମା ଦାବିରେ ଓଏସ୍‌ଆରଟିସି କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭଞ୍ଜନଗର,୧୨।୫(ଡି.ଏନ୍‌.ଏ.): ୭ ମାସର ବକେୟା ଦରମା ପ୍ରଦାନ ଦାବିରେ ଭଞ୍ଜନଗର ଓଏସ୍‌ଆରଟିସିର ଠିକା କର୍ମଚାରୀମାନେ ରବିବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଫଳରେ ଭଞ୍ଜନଗର…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୩ ପରିବାରର ୬ ବଖରା

ଭଞ୍ଜନଗର,୧୨।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ତହସିଲ ଅନ୍ତର୍ଗତ ଗାୟଗଣ୍ଡାରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୬ ବଖରା ଜଳିଯାଇଛି । ଏଥିସହ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଥିବା ଜଣାପଡ଼ିଛି। ଏଥିରେ ରଞ୍ଜୁ ବେହେରା, ଅମ୍ବିକା…

ବେଆଇନ୍‌ ଭାବେ ଚାଲୁଛି ଇଟାଭାଟି: ଯାଞ୍ଚ ପାଇଁ ନିିର୍ଦ୍ଦେଶ

ଛତ୍ରପୁର,୧୨ା୫(ଡି.ଏନ.ଏ)- ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଭାବେ ଇଟାଭାଟି ଚାଲିଛି। ରାଜସ୍ବ, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ଏନ୍‌ଜିଟିର ନିର୍ଦ୍ଦେଶନାମା ପାଳନ ହେଉନି। ଏହା ଉପରେ ଦୃଢ଼ ପଦକ୍ଷେପ ନିଆଯାଉ ନ ଥିବାରୁ ରାଜସ୍ବ ହାନୀ ସହ ପରିବେଶ ପ୍ରଦୂଷିତ…

ଗଞ୍ଜାମ ଏନ୍‌ଏସି: ନିଷ୍କାସନ ହୋଇପାରୁନି ବର୍ଷାଜଳ

ଗଞ୍ଜାମ,୧୨ା୫(ଡି.ଏନ.ଏ.)- ଫନୀ ପ୍ରଭାବରେ ଗଞ୍ଜାମ ଅଞ୍ଚଳରେ ଦୁଇଦିନ ଧରି ଲଗାଣ ବର୍ଷା ହୋଇଥିଲା। ଉକ୍ତ ବର୍ଷା ପାଣି ସହରର ବିଭିନ୍ନ ସ୍ଥାନରେ ଜମି ରହିଛି। ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ବାରିକି ସାହି ନିକଟରେ ଏକ ଖୋଲା ପଡ଼ିଆରେ ବର୍ଷା ପାଣି…

କାଜୁ ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଖଲ୍ଲିକୋଟ,୧୨ା୫(ଡି.ଏନ.ଏ.)- ଖଲ୍ଲିକୋଟ ଥାନା ଅନ୍ତର୍ଗତ ତାଳପଡ଼ା ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ଜଙ୍ଗଲରୁ ଶନିବାର ଜନୈକା ମହିଳାଙ୍କ କ୍ଷତାକ୍ତ ମୃତଦେହ ମିଳିଛି। କୌଣସି ସୂତ୍ରରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଜାରି ରଖିଛି। ପୋଲିସ ସୂଚନାନୁଯାୟୀ, ବ୍ରହ୍ମପୁର…

ଫନୀରେ ଚିନାବାଦାମ ଫସଲ ଉଜୁଡିଲା

ପୋଲସରା,୧୨ା୫(ଡି.ଏନ.ଏ.)- ଫନୀ ପ୍ରଭାବରେ ପୋଲସରାଞ୍ଚଳର ନିମିନା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସାନବରଗାଁର ବହୁ ଚାଷୀଙ୍କ ଚିନାବାଦାମ ଫସଲ ବ୍ୟାପକ କ୍ଷତି ହୋଇଛି। ଚାଷୀମାନେ ସରକାରୀ ବିହନ ବିକ୍ରୟ କେନ୍ଦ୍ରରୁ ଡିବିଟିଏଲ କାର୍ଡ ଜରିଆରେ ଚିନାବାଦାମ ବିହନ ଆଣି ଲଗାଇଥିଲେ। ଫସଲ ଅମଳ ବେଳକୁ…

ଲିଚୁ ଉତ୍ପାଦନ ରେ ପାଣି ସାଜିଛି ଅନ୍ତରାୟ

ଫୁଲବାଣୀ ଅଫିସ, ୧୨ା୫- ଏବେ ଖରାଦିନ। ଖରା ଦିନିଆ ଫଳ ଲିଚୁର ଚାହିଦା ବହୁତ। ବିଶେଷ କରି କଟକ, ଭୁବନେଶ୍ୱରରେ ଏହାର ଚାହିଦା ଅଧିକ। ଏହାକୁ ଲକ୍ଷକରି କନ୍ଧମାଳ ଜିଲାରେ କେତେଜଣ ଚାଷୀ ଲିଚୁ ଚାଷକୁ ଆପଣେଇ ନେଇଛନ୍ତି। ଏଥିରୁ ବେଶ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?