ଗଞ୍ଜାମ

ଫନୀ ବିପନ୍ନଙ୍କ ପାଇଁ ସହାୟତା ଯୋଗାଡ଼ କଲା କନ୍ଧମାଳ ପୋଲିସ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୧୧ା୫(ଡି.ଏନ୍‌.ଏ.): ରାଜଧାନୀ ଭୁବନେଶ୍ୱର ସମେତ ପୁରୀ, କଟକ, କେନ୍ଦ୍ରାପଡ଼ା ଆଦି ଜିଲାରେ ଫନୀ ବାତ୍ୟାରେ ବହୁ କ୍ଷୟକ୍ଷତି ହେବା ସହ ଲୋକଙ୍କ ଆର୍ଥତ୍କ ମାନଦଣ୍ଡ ଭାଙ୍ଗିପଡ଼ିଛି। ଏଥିପାଇଁ ଜିଲା ତଥା ଜିଲା ବାହାରୁ ବିଭିନ୍ନ ବର୍ଗରୁ ସହାୟତାର ହାତ ବଢ଼ାଯାଇଥିବାବେଳେ କନ୍ଧମାଳ…

ବାତ୍ୟା ବିପନ୍ନଙ୍କ ଲାଗି ଜିଲା ପ୍ରଶାସନର ସହାୟତା : ନୂଆପଡ଼ା, ଚିଲିକା ଗଲେ ୮ ଡାକ୍ତର

ଛତ୍ରପୁର,୧୧ା୫(ଡି.ଏନ.ଏ)-ବାତ୍ୟା ‘ଫନୀ’ ପ୍ରଭାବିତ ଲୋକଙ୍କୁ ବିିଭିନ୍ନ ସାହାର୍ଯ୍ୟ ଓ ବାତ୍ୟା ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସହାୟତା ପ୍ରଦାନ କରାଯାଉଛି। ଜିଲାବାସୀ ସାହାର୍ଯ୍ୟ ଓ ସହଯୋଗ କରିବା କରିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ…

ମ୍ୟାଲେରିଆ ନିରାକରଣ ପାଇଁ ଆରମ୍ଭ ହେଲା ‘ଦମନ’

ବ୍ରହ୍ମପୁର ଅଫିସ୍‌,୧୧ା୫-ଗଞ୍ଜାମ ଜିଲାରେ ମ୍ୟାଲେରିଆକୁ ନିୟନ୍ତ୍ରଣରେ ରଖିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଚାଲୁଛି । ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆକୁ ମୂଳପୋଛ କରିବା ପାଇଁ ଆରମ୍ଭ ହୋଇଯାଇଛି ‘ଦମନ’ । ଜିଲାର ୭ଟି ବ୍ଲକ ଯଥା ଧରାକୋଟ, ଚିକିଟି, କୁକୁଡ଼ାଖଣ୍ଡି, କୋଦଳା, ପାତ୍ରପୁର,…

ବଲାତ୍କାରୀ ଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର ଅଫିସ,୧୧ା୫-ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ଡେଜିଗନେଟେଡ୍‌ ପୋକ୍‌ସୋ ଜଜ୍‌ ଦୀପକ କୁମାର ଅଭିଯୁକ୍ତ କାଳିଆ ଦାସଙ୍କୁ ଶୁକ୍ରବାର ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି । ଏଥିସହ ୨୦ ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ହେଇଛି। ଜରିମାନା…

ଏସ୍‌ଏଚ୍‌ଜି ମହିଳାଙ୍କୁ ଦିଆଯିବ ବିପର୍ଯ୍ୟୟ ମୁକାବିଲା ତାଲିମ

ବ୍ରହ୍ମପୁର ଅଫିସ୍‌,୧୧ା୫-ବଙ୍ଗୋପସାଗର ଉପକୂଳରେ ଥିବା ଗଞ୍ଜାମ ଜିଲାକୁ ପ୍ରତି ବର୍ଷ ବାତ୍ୟା ଏବଂ ବନ୍ୟାର ଭୟ ଦେଖାଦେଇଥାଏ । ୨୦୧୩ରେ ଫାଇଲିନ୍‌, ୨୦୧୪ରେ ହୁଡ୍‌ହୁଡ୍‌ ହେଉ ଅବା ୨୦୧୮ରେ ତିତ୍‌ଲି ଏବଂ ପୁଣି ୨୦୧୯ରେ ଫନୀ ବାତ୍ୟାରେ ପ୍ରବଳ ଧନଜୀବନ ହାନୀ…

ବାତ୍ୟା ‘ଫନୀ’କୁ ନେଇ ଲୋକେ ଭୟଭୀତ

ଗଞ୍ଜାମ,୧ା୫(ଡି.ଏନ୍‌.ଏ.): ସାମୁଦ୍ରିକ ଝଡ଼‘ଫନୀ’କୁ ନେଇ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଗଞ୍ଜାମ ବ୍ଲକ ଗୋଡ଼ମପେଟା, କଣ୍ଟିଆଗଡ଼, ଗୋଖରକୁଦା ଆଦି ସମୁଦ୍ର କୂଳବର୍ତ୍ତୀ ଲୋକେ ପାଣିପାଗ ବିଭାଗଠାରୁ ସୂଚନା ପାଇବା ପରେ ଏକପ୍ରକାର ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଏଥିସହିତ ସାମାଜିକ ଗଣମାଧ୍ୟମର ବହୁଳ ପ୍ରଚାରପ୍ରସାର…

ତିତ୍‌ଲି ଦୁଃଖ ଯାଇନି, ମାଡ଼ିଆସୁଛି ‘ଫନୀ’ ଲୋକେ ଆତଙ୍କିତ

ଭଞ୍ଜନଗର,୧ା୫(ଡି.ଏନ୍‌.ଏ.) : ସାମୁଦ୍ରିକ ଝଡ଼ ତିତ୍‌ଲି ପ୍ରଭାବରେ ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ବ୍ୟାପକ ଧନଜୀବନ କ୍ଷୟକ୍ଷତି ହୋଇଥିଲା। ଇତିମଧ୍ୟରେ ତିତ୍‌ଲିକୁ ୬ ମାସ ପୂରିବାକୁ ବସିଥିବାବେଳେ ଏବେବି ଅନେକ ଲୋକଙ୍କ ଦୁଃଖ ଯାଇନାହିଁ । ଆଜିପର୍ଯ୍ୟନ୍ତ ବନ୍ୟା ସହାୟତା ରାଶି…

ଆସୁଛି ସାମୁଦ୍ରିକ ଝଡ଼ ‘ଫନୀ’ : ଗୋପାଳପୁର ବନ୍ଦରରେ ୨ନଂ. ବିପଦ ସଙ୍କେତ

ଗୋପାଳପୁର,୧ା୫-ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଫନୀ’ ମୁକାବିଲା ନେଇ ତପତ୍ର ହୋଇପଡ଼ିଛି ପ୍ରଶାସନ। ଗୋପାଳପୁର ବନ୍ଦରରେ ୨ ନମ୍ବର ବିପଦସଙ୍କେତ ଦିଆଯାଇଛି। ଯେ କୌଣସି ପ୍ରକାର ସ୍ଥିତିର ମୁକାବିଲା କରିବା ପାଇଁ ପ୍ରଶାସନ ପ୍ରସ୍ତୁତ ରହିଥିବା ଜଣାପଡ଼ିଛି। ଗତ…

ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ଅନୁଧ୍ୟାନ କଲା ପ୍ରଶାସନ

ଛତ୍ରପୁର,୧ା୫(ଡି.ଏନ.ଏ)-ସମ୍ଭାବ୍ୟ ବାତ୍ୟା ‘ଫନୀ’ ମୁକାବିଲା ନେଇ ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଛତ୍ରପୁର ବ୍ଲକ ଓ ତହସିଲ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମଙ୍ଗଳବାର ଛତ୍ରପୁର ବିଡିଓ ଅମ୍ବିକା ଦାଶ, ତହସିଲଦାର ନୀଳମାଧବ ଭୋଇ ଏବଂ ଅନ୍ୟ ଅଧିକାରୀମାନେ ବ୍ଲକର…

ମଡେଲ ସିଟି ବ୍ରହ୍ମପୁର, ଛତ୍ରପୁରକୁ ମଡେଲ ଟାଉନ୍‌ ଲକ୍ଷ୍ୟ: ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ କମିଟି

ଛତ୍ରପୁର,୧ା୫(ଡି.ଏନ.ଏ)-ବ୍ରହ୍ମପୁର, ଭୁବନେଶ୍ୱର, ରାଉରକେଲାକୁ ମଡେଲ ସିଟି ଏବଂ ଛତ୍ରପୁର, ଢେଙ୍କାନାଳ ଓ ଯାଜପୁରକୁ ମଡେଲ ଟାଉନ୍‌ କରିବା ପାଇଁ ଲକ୍ଷ୍ୟ ରଖି ସରକାର ପାଇଲଟ୍‌ ପ୍ରକଳ୍ପ ଆରମ୍ଭ କରିଛନ୍ତି। ବିଶେଷକରି ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନଜିଟି)ଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ ହାଇକୋର୍ଟଙ୍କ…

ବର୍ଜ୍ୟବସ୍ତୁ ପରିଚାଳନା ଦେଖିଲେ ଉଚ୍ଚସ୍ତରୀୟ ପ୍ରତିନିଧି

ବ୍ରହ୍ମପୁର ଅଫିସ,୧ା୫-ବ୍ରହ୍ମପୁର ବଡ ମେଡିକାଲରେ ବର୍ଜ୍ୟବସ୍ତୁ ପରିଚାଳନା ଠିକ୍‌ ଭାବେ ହେଉଛି କି ନାହିଁ ତାହା ଯାଞ୍ଚ କରିବା ପାଇଁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ (ଏନ୍‌ଜିଟି)ଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଙ୍ଗଳବାର ବ୍ରହ୍ମପୁର ବଡ ମେଡିକାଲରେ ପହଞ୍ଚତ୍ଛନ୍ତି। ଉଚ୍ଚନ୍ୟାୟାଳୟ…

ଆଜି ଅନ୍ତର୍ଜାତୀୟ ଶ୍ରମିକ ଦିବସ: ୧୦ ବର୍ଷ ପରେ ବି ହୋଇପାରୁନି ପଞ୍ଜୀକରଣ

ବ୍ରହ୍ମପୁର ଅଫିସ,୧ା୫-ନିର୍ମାଣ ଶ୍ରମିକଙ୍କୁ ସାମାଜିକ ସୁରକ୍ଷା ପ୍ରଦାନ କରିବା ତଥା ଆର୍ଥତ୍କ, ସାମାଜିକ ସ୍ଥିତିରେ ଉନ୍ନତି ଆଣିବା ନେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି| ଶ୍ରମିକମାନଙ୍କୁ ସାମାଜିକ ସୁରକ୍ଷା ଓ ସୁଦୃଢ କରିବାକୁ ମାଳ ମାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?