ଗଞ୍ଜାମ

ମୁକୁଳାପଡ଼ିଛି ଟ୍ରାନ୍ସଫର୍ମର, ଲୋକେ ଭୟଭୀତ

ଗଞ୍ଜାମ,୨୫ା୪(ଡି.ଏନ୍‌.ଏ.): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ୪ ନଂ ଓ୍ବାର୍ଡର ରାଉଳସାହି ନିକଟସ୍ଥ ୟୁଏଇ ହଲ୍‌ ସମ୍ମୁଖରେ ଥିବା ଟ୍ରାନ୍ସଫର୍ମରଟି ଦୀର୍ଘବର୍ଷ ଧରି ମୁକୁଳାପଡ଼ିଛି। ଏହାର ଚତୁଃପାର୍ଶ୍ୱରେ ସୁରକ୍ଷାବାଡ଼ା ନ ଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ଯାତାୟାତ କରୁଛନ୍ତି। ଏଥିସହିତ ଏହି…

ଆସିକା ଲୋକ ସଭା ନିର୍ବାଚନମଣ୍ଡଳୀ : ପ୍ରଥମକରି ଦୁଇ ମହିଳା ପ୍ରାର୍ଥୀଙ୍କ ଲଢ଼େଇ ତୀବ୍ର

ବ୍ରହ୍ମପୁର ଅଫିସ,୨୫ା୪-ଗଞ୍ଜାମ ଜିଲାର ଆସିକା ଲୋକ ସଭା ନିର୍ବାଚନ ମଣ୍ଡଳୀର ୨୦୧୯ ନିର୍ବାଚନରେ ପ୍ରଥମ କରି ଦୁଇ ମହିଳା ଭାଜପାରୁ ଅନିତା ଶୁଭଦର୍ଶିନୀ ଏବଂ ବିଜେଡରୁ ପ୍ରମିଳା ବିଷୋୟୀଙ୍କ ମଧ୍ୟରେ କଡ଼ା ମୁକାବିଲା ହୋଇଛି। ଏହି ଲୋକ ସଭା କ୍ଷେତ୍ର ଅଧୀନ…

ରେଣ୍ଟିର ୧୮୨ନଂ. ବୁଥ୍‌ରେ ସାନି ମତଦାନ ଆଜି : ଭିଡିଓଗ୍ରାଫି, ୱେବ୍‌କାଷ୍ଟିଂ ବ୍ୟବସ୍ଥା ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର/ସୋରଡ଼ା, ୨୫ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ସୋରଡା ବ୍ଲକ ୧୮୨ନଂ. ରେଣ୍ଟି ବୁଥ୍‌ରେ ଗୁରୁବାର ସାନି ମତଦାନ ହେବ ା ଏଥିପାଇଁ ଜିଲା ପ୍ରଶାସନ ଓ ଗଞ୍ଜାମ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି ା ଶାନ୍ତିଶୃଙ୍ଖଳାରେ ମତଦାନ ହେବ। ବୁଧବାର ନିଜେ ଯାଇ…

ମରଣ ଫାଶରୁ ମୁକୁଳୁଛି ଗଞ୍ଜାମ ଜିଲା

ବ୍ରହ୍ମପୁର ଅଫିସ୍‌,୨୫ା୪-ଏକଦା ମ୍ୟାଲେରିଆ ପ୍ରବଣ ଜିଲା ଭାବେ ଦୁର୍ନାମ ମୁଣ୍ଡାଇଥିବା ଗଞ୍ଜାମ ଜିଲାରେ ଏବେ ସ୍ଥିତି ସୁଧୁରିବାରେ ଲାଗିଛି। ବର୍ଷକୁ ବର୍ଷ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ସେହିପରି ଆକ୍ରାନ୍ତଙ୍କ ସହ କମୁଛି ମୃତକଙ୍କ ସଂଖ୍ୟା। ମ୍ୟାଲେରିଆର ମରଣ ଫାଶରୁ ମୁକୁଳିବାରେ…

ଭଞ୍ଜନଗର ଆହାର କେନ୍ଦ୍ରରେ ଅଗ୍ନିକାଣ୍ଡ

ଭଞ୍ଜନଗର,୨୫।୪(ଡି.ଏନ.ଏ.)-ଭଞ୍ଜନଗର ଆହାର କେନ୍ଦ୍ରରେ ବୁଧବାର ସକାଳେ ରୋଷେଇ ଚାଲିଥିବା ବେଳେ ସିଲିଣ୍ଡରରୁ କୌଣସି ପ୍ରକାରେ ଗ୍ୟାସ୍‌ ଲିକ୍‌ ହୋଇ ନିଆଁ ଲାଗିଯାଇଥିଲା। ଫଳରେ ସେଠାରେ ଥିବା ବିଭିନ୍ନ ପ୍ଲାଷ୍ଟିକ୍‌ ଜିନିଷ ପୋଡ଼ିଯାଇଥିଲା। ଭଞ୍ଜନଗର ଦମକଳ ବାହିନୀ ତୁରନ୍ତ ପହଞ୍ଚତ୍ ନିଆଁକୁ ଆୟତ୍ତ…

ଟ୍ରାଫିକ୍‌ ନିୟନ୍ତ୍ରଣକୁ ଧ୍ୟାନ ଦେଉନି ପୋଲିସ

ବ୍ରହ୍ମପୁର ଅଫିସ,୨୪|୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଅବଧି ସରି ଆସୁଥିବା ବେଳେ ଲୋକମାନଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଜିଲାର ବିଭିନ୍ନ ସ୍ଥାନରୁ ଲୋକମାନେ ମା’ଙ୍କ ଅସ୍ଥାୟୀ ପୀଠକୁ ଦର୍ଶନ ପାଇଁ ଆସୁଛନ୍ତି। ଏହା ସହିତ ଦକ୍ଷିଣ ଓଡ଼ିଶା, ପଡ଼ୋଶୀ…

ମାଓବାଦୀ ଅଞ୍ଚଳରୁ ଗାଡ଼ି ଆଣିଲେ ମାଲିକ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୪ା୪ -କନ୍ଧମାଳ ଜିଲାରେ ନିର୍ବାଚନ ବେଳେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ ଯୋଗୁ ସେସବୁ ଅଞ୍ଚଳରେ ନିୟୋଜିତ ଗାଡି ନିର୍ବାଚନ ପରେ ଆସିପାରି ନଥିଲା। କର୍ମଚାରୀଙ୍କୁ ଜଞ୍ଚଲ ରାସ୍ତାରେ ସୁରକ୍ଷାକର୍ମୀ ଆଣି ନିର୍ବାଚନ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ଏହାପରେ ପ୍ରଶାସନ ସେ ସବୁ…

ପୂର୍ବତନ ଆକାଉଣ୍ଟାଣ୍ଟଙ୍କୁ ୨ବର୍ଷ ଜେଲ

ଫୁଲବାଣୀ ଅଫିସ,୨୪ା୪- ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଭଗବାନ ପ୍ରଧାନ ଏକ ଲାଞ୍ଚ ମାମଲାର ବିଚାର କରି ଜଣେ ଆକାଉଣ୍ଟାଣ୍ଟଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ…

ପୋଲିସ ପରିଚୟ ଦେଇ ଯୁବକଙ୍କୁ ଅପହରଣ ଅଭିଯୋଗ

ଗୋପାଳପୁର, ୨୪ା୪-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ଯୁବକ ଧାର ଟଙ୍କା ଫେରସ୍ତ ନ କରିବାରୁ ତାଙ୍କ ଭାଇଙ୍କୁ ପୋଲିସ ପରିଚୟ ଦେଇ ବନ୍ଧୁକ ଦେଖାଇ ଅପହରଣ କରି ନିସ୍ତୁକ ମାଡ଼ ମାରିଥିବା ଗୋଳନ୍ଥରା ଥାନାରେ ମଙ୍ଗଳବାର ରାତି ପ୍ରାୟ…

ରଞ୍ଜିତାଙ୍କୁ ଦୁଇଟି ପଦକ

ବ୍ରହ୍ମପୁର ଅଫିସ୍‌,୨୨ା୪- ପୁନେର ଚାକନ୍‌ଠାରେ ବିଲିଭ୍‌ ଫିଟନେସ୍‌ ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ବ୍ରହ୍ମପୁରର ରଞ୍ଜିତା ମିଶ୍ର ଦୁଇଟି ପଦକ ଜିତିଛନ୍ତି। ସେ ଶ୍ରେଷ୍ଠ ଲିଫଟର୍‌ ଭାବେ ସ୍ବର୍ଣ୍ଣ ପଦକ ଏବଂ ଡେଡ୍‌ ଲିଫ୍ଟିଂ ପାଇଁ ରୌପ୍ୟ ପଦକ…

ଖରାଦିନେ ବରଡ଼ା ଶାଗ ଚାହିଦା

ଫୁଲବାଣୀ ଅଫିସ, ୨୨ା୪- କନ୍ଧମାଳ ଜିଲା ପଛୁଆ ଅଞ୍ଚଳ ଭାବେ ପରିଚିତ ହେଲେ ମଧ୍ୟ ଏଠାରେ ମିଳୁଥିବା କେତେକ ଦ୍ରବ୍ୟର ଚାହିଦା ବହୁ ଉଚ୍ଚରେ। କନ୍ଧମାଳ ହଳଦୀ ବିଶ୍ୱ ପ୍ରସିଦ୍ଧ। ଜୈବିକ ପଦ୍ଧତିରେ ଚାଷ ହେଉଥିବା ଏହି ହଳଦୀକୁ ନିକଟରେ ମିଳିଛି…

୭ ମାସ ହେଲା ଏସଇସିସି ଲିଷ୍ଟ ଖୋଜୁଛି ପ୍ରଶାସନ

ଫିରିଙ୍ଗିଆ,୨୨ା୪- ଫିରିଙ୍ଗିଆ ବ୍ଲକ ବନ୍ଧଗଡ ପଞ୍ଚାୟତ ତେଜାମାହା ଗ୍ରାମର କାଣ୍ଡୁଲୁ ଅମାତ। ବୟସ ୬୧ ଟପିଲାଣି। ସ୍ତ୍ରୀ, ଝିଅ ଓ ପୁଅଙ୍କୁ ହରାଇ ବେସାହାରା ହୋଇ ପଡିଥିବାବେଳେ ତାଙ୍କୁ ଆବାସ ଯୋଜନାରେ ଘରଟିଏ ମିଳିନାହିଁ। ଗତ ସେପ୍ଟେମ୍ବର ମାସରେ ଏନେଇ ଧରିତ୍ରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?