ଗଞ୍ଜାମ

ସରିଲାଣି କାର୍ତ୍ତିକ ତଥାପି ପରିବା ଦରରେ ଲାଗୁନି ଅଙ୍କୁଶ: ହନ୍ତସନ୍ତ ଖାଉଟି

ଗଞ୍ଜାମ,୧୮।୧୧(ବିଦ୍ୟାଧର ସାହୁ ): ପବିତ୍ର କାର୍ତ୍ତିକ ମାସ ଶେଷ ହେଲାଣି। ତଥାପି କମୁନ ପରିବା ଦର । ଚିନ୍ତାରେ ଖାଉଟି। ନିତ୍ୟ ଅପରିହାର୍ଯ୍ୟ ଆଳୁ, ବାଇଗଣ, ପିଆଜ ଓ ଲଙ୍କା ଆଦି ଭଳି ପରିବା ଦର ଆକାଶ ଛୁଆଁ ରହିଛି।...

ଗଞ୍ଜାମରେ ଓଡ଼ିଆ ହିରୋ ସବ୍ୟସାଚୀ: ଦେଖିବାକୁ ଲୋକଙ୍କ ଭିଡ଼

ଗଞ୍ଜାମ, ୧୮।୧୧(ଅଖିଳ ତରାଇ): ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ତାଙ୍କ ଟିମ ଏବେ ଗଞ୍ଜାମରେ ଅଛନ୍ତି। ସେ ତାଙ୍କର ଆଗାମୀ ଫିଲ୍ମ ‘ଲ୍ୟାଣ୍ଡଫଲ’ର ଶୁଟିଂ ପାଇଁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଖଟୁଆକୁଦା...

କୋଟିପତି ହେବେ ଚାଷୀ: ଗାଁରେ ପହଞ୍ଚିବ ସରକାରୀ ଯୋଜନା

ଭଞ୍ଜନଗର,୧୮।୧୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ମଙ୍ଗଳବାର ଭଞ୍ଜନଗର ବିଡେକା ପଡିଆରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଟିତ ହୋଇଯାଇଛି । ଏଥିରେ ମତ୍ସ୍ୟ ଓ ପ୍ରାଣୀ...

ହୋମିଓପାଥି ଚିକିତ୍ସକଙ୍କ ପରଲୋକ

ଦିଗପହଣ୍ଡି, ୧୭ା୧୧(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଶାସନ ସାହି ବାସିନ୍ଦା ତଥା ସହରର ଜଣାଶୁଣା ହୋମିଓପାଥି ଚିକିତ୍ସକ ଡ଼ା. ସୂର୍ଯ୍ୟ ନାରାୟଣ ନନ୍ଦଙ୍କ ୮୪ ବର୍ଷ ବୟସରେ ସୋମବାର ପରଲୋକ ହୋଇଯାଇଛି। ବୟସାଧିକ କାରଣରୁ ସେ ଗତ କିଛି ଦିନ...

ଦକ୍ଷିଣ ଓଡ଼ିଶା ପର୍ଯ୍ୟଟନର ମୁଖଶାଳା ହେବ ତପ୍ତପାଣି: ଉପ ମୁଖ୍ୟମନ୍ତ୍ରୀ

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଜନଜାତି ସମ୍ପ୍ରଦାୟଙ୍କ ଆସ୍ଥା ବିଶ୍ୱାସ ଓ ପରମ୍ପରାର ପ୍ରତୀକ ତଥା ପ୍ରକୃତିଦତ ଆରୋଗ୍ୟ କ୍ଷେତ୍ର ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରର ପାରିପାଶର୍‌ବିକ ଭିତ୍ତିଭୂମିର ବିକାଶ ସହ ଜନଜାତି ଲୋକଙ୍କ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ...

ବାରହା ଶିକାର ପାଇଁ ଫାଶ ବସାଇଥିଲେ, ହେଲେ…

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ବାରିହାକଟା ଗ୍ରାମ ନିକଟ ଗାଇଡା ଜଙ୍ଗଲରୁ ଗତ ମାର୍ଚ୍ଚ ୨୧ରେ ଏକ ଗୁଳିବିଦ୍ଧ ବାରହାର ମୃତଦେହ ବନବିଭାଗ କର୍ମଚାରୀ ଜବତ କରିଥିଲେ। ବାରହା ଶିକାରରେ ସମ୍ପୃକ୍ତ ଜଣେ...

୧୮ ଅଭିଯୋଗ ଶୁଣିଲେ…

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ କୁଶପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ବ୍ଲକ୍‌ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଡ଼ିଓ ଅନାମିକା ପାଣ୍ଡେ, ଅତିରିକ୍ତ ବିଡିଓ ଉମେଶ ସେଠୀ, ସରପଞ୍ଚ ବନିତା...

ଜୟପୁରର ଯୁବକ ଗଞ୍ଜାମରୁ ଉଦ୍ଧାର, ଏକମାତ୍ର ପୁଅକୁ ପାଇ ଖୁସିରେ ଆତ୍ମହରା ମା-ବାପା

ଗଞ୍ଜାମ,୧୭ା୧୧(ବିଦ୍ୟାଧର ସାହୁ): କୋରାପୁଟ ଜୟପୁର ଅଞ୍ଚଳର ଜଣେ ଯୁବକ ଗତ ଛଅ ତାରିଖରେ ଘରୁ କେଉଁଆଡ଼େ ଚାଲିଯାଇଥିଲେ। ପୁଅ ନିଖୋଜ ନେଇ ବାପା ଜୟପୁର ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ଟାଉନ ଥାନା ପୋଲିସ ଫଟୋ...

ହେବନାହିଁ ଧନୁଷ୍ଟଙ୍କାର-ଗଳା ସଂକ୍ରମଣ ରୋଗ, ଟିଡି ଟିକା ନେବେ ୧୮୦୦ ଛାତ୍ରୀଛାତ୍ର

ଭଞ୍ଜନଗର,୧୭ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଓ ଏନ୍‌ଏସିଏ ପ୍ରାୟ ୧୮୦୦ ଛାତ୍ରୀଛାତ୍ରଙ୍କୁ ଟିଡି ଟିକା ପ୍ରଦାନ କରାଯିବ। ତେଣୁ ଏନେଇ ବିଭିନ୍ନ ବିଦ୍ୟାଳୟ ଓ କଲେଜରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଟିକା ପ୍ରଦାନ କରାଯାଉଛି। ୧୦...

ଥମୁନି ଜୁଆ ଖେଳ: ୧୧ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୭।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଂଚଳରେ ଏବେବି ଜୁଆ ଖେଳ ଥମିବାକୁ ନାହିଁ। ରବିବାର ରାତିରେ ପୋଲିସ ଭେରେଡାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ୧୧ ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୪୩...

ଖେମୁଣ୍ଡି କଳିଙ୍ଗ ବୈଶ୍ୟ ସଂଘ ପକ୍ଷରୁ ‘ଶିଶୁ ଉତ୍ସବ’ ପାଳିତ

ଦିଗପହଣ୍ଡି,୧୬ା୧୧(ଅଶେଷ ନାଥ ମିଶ୍ର): କୁନି କୁନି ଶିଶୁ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଉଦ୍ଦେଶ୍ୟରେ ରବିବାର ଦିଗପହଣ୍ଡି ସ୍ଥିତ କଳିଙ୍ଗ ବୈଶ୍ୟ ସମାଜ ସଭାଗୃହ ପରିସରରେ ଆଞ୍ଚଳିକ ଖେମୁଣ୍ଡି କଳିଙ୍ଗ ବୈଶ୍ୟ ସଂଘ ପକ୍ଷରୁ ଏକ ‘ଶିଶୁ ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି।...

ଦିଗପହଣ୍ଡିରେ ଜାତୀୟ ପ୍ରେସ୍ ଦିବସ ପାଳିତ

ଦିଗପହଣ୍ଡି,୧୬ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ସଭାଗୃହରେ ରବିବାର ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି ଖବରଦାତା ସଂଘ ସଭାପତି ଅଶେଷ ନାଥ ମିଶ୍ରଙ୍କ ସଭାପତିତ୍ୱରେ ଏହି ଅବସରରେ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା। ‘ସାମ୍ପ୍ରତିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri