ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…
ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି। ବିଜୟ କୌଣସି କାମରେ ଚିକିଟି ବଜାର ଆସିଥିଲେ। ବିଜୟ ଘରକୁ ଫେରୁଥିବା ବେଳେ…
ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ
ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରି ଉତ୍ତମ ସ୍ୱାସ୍ଥ୍ୟ ଓ ମାଗଣା ରୋଗୀସେବା ପାଇଁ କୋଟି କୋଟି ଟଙ୍କା…
କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ
ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ ସେଲ୍ ସଂଯୋଜିକା ତଥା ଅଧ୍ୟାପିକା ଡ଼. ନିର୍ମଳା ମହାନ୍ତିଙ୍କ ସଂଯୋଜନାରେ ଆୟୋଜିତ ସଭାରେ…
ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ
ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍ଓଡିଏଲ୍ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ କରାଯାଇଛି। ଏହାସହ ଛତ୍ରପୁର…
ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍ ଗଲେ ୨ ଅଭିଯୁକ୍ତ
ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି ସହ ୧୩ କେଜି ୨ ଶହ ଗ୍ରାମ ଗଞ୍ଜେଇ ଜବତ କରିଥିବା ଜଣାପଡ଼ିଛି…
ଅତ୍ୟାଧୁନିକ କୃଷିଯନ୍ତ୍ରକୁ ଲୋକପ୍ରିୟ କରାଇବା ପାଇଁ ପ୍ରଚେଷ୍ଟା ଜାରି
ଭଞ୍ଜନଗର,୮ା୮(ବାବୁଲା ପ୍ରଧାନ): ରାଜ୍ୟରେ ପ୍ରଥମଥର ପାଇଁ ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଡିମିରିଆଠାରେ ଏକ ଟ୍ରାକ୍ଟର ଚାଳିତ ଧାନ ଜମି ହୁଡ଼ା ତିଆରି କରିବା ଯନ୍ତ୍ରର କ୍ଷେତ୍ର ପ୍ରଦର୍ଶନ ଆୟୋଜନ କରାଯାଇଥିଲା। ବ୍ରହ୍ମପୁର ନିକଟସ୍ଥ ଗୋଷାଣୀ ନୂଆଗାଁ ଥରେ ପ୍ରତିଷ୍ଠିତ…
ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ
ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ ଦୁଇ ପରିବାର ମଧ୍ୟରେ ଉଗ୍ର ଗୋଷ୍ଠୀ ସଂଘର୍ଷ ଘଟିଛି। ମାରଣାସ୍ତ୍ର ଧରି ପରସ୍ପରକୁ…
ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍
ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ ୩ ଜଣିଆ ପ୍ରତିନିଧି ଦଳ ଶୁକ୍ରବାର ପରିଦର୍ଶନ କରିଛନ୍ତି। ଏହି ଟିମ୍ରେ ଡା.…
ଛାତ୍ରଛାତ୍ରୀଙ୍କୁ ମିଳିଲା ସ୍ୱାସ୍ଥ୍ୟ ପରାମର୍ଶ: ଏଚ୍ଆଇଭି-ଏଡ୍ସ୍ ଏବଂ ଯକ୍ଷ୍ମା ରୋଗରୁ ବର୍ତ୍ତିବାର ଉପାୟ ସମ୍ପର୍କରେ ସଚେତନ…
ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡ଼ାମାରି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଏଚ୍ଆଇଭି (HIV), ଏଡ୍ସ୍ ଏବଂ ଯକ୍ଷ୍ମା (TB) ରୋଗ ନିରାକରଣ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ‘ବନ୍ଦେ ଉତ୍କଳ ଜନନୀ’…
ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ
ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବିଶେଷକରି ଚାଳଛପର ଘରେ ରହୁଥିବା ଗରୀବ ଲୋକେ ନାକେଦମ ହେଉଛନ୍ତି। ଏହି କ୍ରମରେ…
ପୂର୍ବତନ ବିଧାୟକ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ଶ୍ରାଦ୍ଧ ଦିବସ: ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି
ଦିଗପହଣ୍ଡି,୭|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମରେ ସ୍ଵାଧୀନତା ସଂଗ୍ରାମୀ ବିଶିଷ୍ଟ କମ୍ୟୁନିଷ୍ଟ ନେତା ପୂର୍ବତନ ବିଧାୟକ ସ୍ବର୍ଗତ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ୩୯ ତମ ଶ୍ରାଦ୍ଧ ଦିବସ ମହାସମାରୋହରେ ପାଳନ କରାଯାଇଛି। ଗ୍ରାମର ଦଣ୍ଡପାଣି…
ସାମାଜିକ ଦାୟିତ୍ୱବୋଧ, ସ୍ବଚ୍ଛତା ଆପଣାଇବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ
ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ସେବାନନ୍ଦ ସରସତୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍ ପକ୍ଷରୁ ଶୁକ୍ରବାର ‘ସ୍ବଚ୍ଛତା ପଖଓ୍ବାଡା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆୟୋଜିତ ସଚେତନତା ସଭାରେ କଲେଜର ଭାରପ୍ରାପ୍ତ…
Archives


