ଗଞ୍ଜାମ

ଆବାସ ଯୋଜନାରେ ସାମିଲରୁ ବଞ୍ଚିତ ପ୍ରସଙ୍ଗ ପଦକ୍ଷେପ ନେବାକୁ ବିଏମ୍‌ସିକୁ ଆସିଲା ଚିଠି

ଛତ୍ରପୁର,୨୨ା୪(ଡି.ଏନ.ଏ.)- ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ ରାଜୀବ ଆବାସ ଯୋଜନାରେ ଖଳାସାହିରୁ ଉଚ୍ଛେଦ ୭ ପରିବାର ସାମିଲ ହୋଇନାହାନ୍ତି। ଏହି ପ୍ରସଙ୍ଗ ଏବେ ଭିନ୍ନ ମୋଡ ନେଇଛି। ସବୁସ୍ତରରୁ ନିରାଶ ପରେ ଉକ୍ତ ପରିବାରଗୁଡିକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ…

ନିଖୋଜ ମହିଳାଙ୍କ ମୃତଦେହ ପୁଣେରୁ ଉଦ୍ଧାର, ହତ୍ୟା ସନ୍ଦେହ

ପାତ୍ରପୁର,୨୧ା୪(ଡି.ଏନ.ଏ.)-ଆନ୍ଧ୍ରପ୍ରଦେଶ ମଞୁଷାଗଡ଼ ମହାଦେଇପୁର ଗ୍ରାମରେ ବିବାହ କରିଥିବା କେ. ନୂଆଗଁା ଫାଣ୍ଡି ବୀରସିଂହଲକ୍ଷ୍ଣୀନାରାୟଣପୁର ଗ୍ରାମର ପୀତାମ୍ବର ପ୍ରଧାନଙ୍କ ଝିଅ ପ୍ରିୟଙ୍କା(୨୦) ଗତ ମାର୍ଚ୍ଚ ୧୧ରେ ଜରଡ଼ା ଥାନା ସାମନ୍ତିଆପଲ୍ଲୀ ଭରତପତି କଲେଜକୁ ପରୀକ୍ଷା ଦେବାକୁ ଆସି ନିଖୋଜ ହୋଇଯାଇଥିଲେ। ଏନେଇ ପୀତାମ୍ବର…

କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସଙ୍ଗ : ଏଡିଏମ୍‌ଙ୍କୁ ଭେଟିଲେ ଛତ୍ରପୁରର ବୁଦ୍ଧିଜୀବୀ

ଛତ୍ରପୁର,୨୧ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ଆବଶ୍ୟକ ପଦକ୍ଷେପ ନେଇ ପ୍ରଶାସନ ପକ୍ଷରୁ କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନକୁ ଅବଗତ କରିବାକୁ ଶନିବାର ବୁଦ୍ଧିଜୀବୀମାନେ ଦାବି କରିଛନ୍ତି। ଏନେଇ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀଙ୍କୁ…

ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଫେରାର

ହିଞ୍ଜିଳିକାଟୁ,୨୧ା୪(ଡି.ଏନ୍‌.ଏ.): ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ନେଇ ହିଞ୍ଜିଳି ଥାନାରେ ଶୁକ୍ରବାର ଅଭିଯୋଗ ହୋଇଛି। ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଧରିବାକୁ ଉଦ୍ୟମ ଚଳାଇଥିବା ଥାନା ଅଧିକାରୀ ଅଭିମନ୍ୟୁ ଦାଶ ସୂଚନା ଦେଇଛନ୍ତି। ଯେ, ହିଞ୍ଜିଳି…

ଏସ୍‌ଡବ୍ଲ୍ୟୁଏମ୍‌ ପ୍ରକଳ୍ପ ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

ବ୍ରହ୍ମପୁର ଅଫିସ,୨୧ା୪-ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ନିର୍ମାଣାଧୀନ ଥିବା କଠିନ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ(ଏସ୍‌ଡବ୍ଳ୍ୟୁଏମ) କାର୍ଯ୍ୟର ଏକ ସମୀକ୍ଷା ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ବିଏମ୍‌ସି କାର୍ଯ୍ୟାଳୟ ସ୍ବତନ୍ତ୍ର ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ…

୫ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ଜି.ଉଦୟଗିରିି,୨୧ା୪(ଡି.ଏନ.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ଜଣେ ୧୪ବର୍ଷର ନାବାଳକଙ୍କୁ ଜି.ଉଦୟଗିରି ପୋଲିସ ମେଡିକାଲରେ ଡାକ୍ତରୀ ମାଇନା ପରେ ଫୁଲବାଣୀ ଜୁଭେନାଇଲ କୋର୍ଟରେ…

ଖମ୍ବେଶ୍ୱରୀ ଠାକୁରାଣୀଙ୍କ ବୈଶାଖୀ ଯାତ୍ରା

ଆସିକା,୨୦ା୪(ଡି.ଏନ୍‌.ଏ.)- ଆସିକାର ଆରାଧ୍ୟ ଦେବୀ ମା’ ଖମ୍ବେଶ୍ୱରୀ ଠାକୁରାଣୀଙ୍କ ବୈଶାଖୀ ଯାତ୍ରା ମେ ୧୨ରେ ଅନୁଷ୍ଠିତ ହେବ। ଏଥିପାଇଁ ପରମ୍ପରା ମୁତାବକ ଚୈତ୍ର ପୂର୍ଣ୍ଣିମା ଶୁକ୍ରବାରଠାରୁ ଠାକୁରାଣୀଙ୍କ ବିଜେ ପ୍ରତିମାକୁ ବିମାନରେ ସ୍ଥାପନ କରି ବାଦ୍ୟବଜାଣା ସହ ପଟୁଆରରେ ନଗର ପରିକ୍ରମା…

ଗଞ୍ଜାମ ଏସ୍‌ପିଙ୍କ ଖବରଦାତା ସମ୍ମିଳନୀ, ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାର ଚାଲିଛି ତଦନ୍ତ

ଛତ୍ରପୁର,୨୦ା୪(ଡି.ଏନ.ଏ.)-ଗଞ୍ଜାମ ପୋଲିସ ଜିଲା ଅଞ୍ଚଳରେ ସାଧାରଣ ନିର୍ବାଚନ ବେଳେ ଘଟିଥିବା ଅପରାଧ ନେଇ ଅଭିଯୁକ୍ତଙ୍କ ବିରୋଧରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନଷ୍ଠାନ ସମ୍ପର୍କରେ ଶୁକ୍ରବାର ଛତ୍ରପୁରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ବ୍ରିଜେଶ କୁମାର ରଏ ସୂଚନା ଦେଇଛନ୍ତି। ସୋରଡା ଥାନା ଲାଠିପଡା…

ଇଭିଏମ୍‌ କଣ୍ଟ୍ରୋଲ୍‌ ୟୁନିଟ୍‌ ଭାଙ୍ଗିବା ମାମଲା : ଜେଲରେ ଭାଜପା ପ୍ରାର୍ଥୀ ନୀଳମଣି

ଛତ୍ରପୁର,୨୦ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ସୋରଡା ବ୍ଲକ ରେଣ୍ଟି ବୁଥ୍‌ରେ ଇଭିଏମ୍‌ କଣ୍ଟ୍ରୋଲ ୟୁନିଟ୍‌ ଭାଙ୍ଗିବା ମାମଲାରେ ଭାଜପା ପ୍ରାର୍ଥୀ ନୀଳମଣି ବିଷୋୟୀ ଗିରଫ ହୋଇ ଜେଲ ଯାଇଛନ୍ତି। ଶୁକ୍ରବାର ଛତ୍ରପୁରସ୍ଥିତ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ଉପରୋକ୍ତ…

ମୁଖ୍ୟ ଡାକଘରେ ଦ୍ୱିତୀୟ କାଉଣ୍ଟର ଖୋଲାଯାଉ

ବ୍ରହ୍ମପୁର ଅଫିସ,୨୦ା୪-ଦକ୍ଷିଣ ଓଡ଼ିଶାର ବଡ଼ ସହର ବ୍ରହ୍ମପୁର ମୁଖ୍ୟ ଡାକଘର ଏବେ ଅବ୍ୟବସ୍ଥା ମଧ୍ୟରେ ରହିଛି । ସେଠାରେ ଥିବା ଦୁଇ ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର ଓ ଦୁଇଟି କାଉଣ୍ଟର ମଧ୍ୟରୁ ଗୋଟିଏ କାଉଣ୍ଟର ବନ୍ଦ କରି ଦିଆଯାଇଛି। ଜଣେ ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର…

ଦାରିଙ୍ଗବାଡ଼ି ଅଞ୍ଚଳରେ କାଳବୈଶାଖୀ ସହ ବର୍ଷା

ଦାରିଙ୍ଗବାଡ଼ି,୨୦।୪(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହ ପବନ ହୋଇଛି। ଅଞ୍ଚଳରେ ଏକାଧିକ ଘରର ଟିଣ, ଆଜବେଷ୍ଟସ ଛପର ଉଡିବା ସହ କ୍ଷୟକ୍ଷତି ହୋଇଛି। ସିମନବାଡ଼ିର ପ୍ରଦୀପ ନାୟକ ଏବଂ ରିପୁ ନାୟକଙ୍କ ଘରର ଛପର ସମ୍ପୂର୍ଣ୍ଣ…

ହିଞ୍ଜିଳିରେ ୨୫ କୋଟି ବାଣ୍ଟିଛି ବିଜେଡି

ବ୍ରହ୍ମପୁର ଅଫିସ୍‌,୨୦ା୪-ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ଏଥର ଲୋକମାନେ ଖୋଲାଖୋଲି ପରିବର୍ତ୍ତନର ସ୍ବର ଉଠାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଜନମତ ସୃଷ୍ଟି ହୋଇଛି । ଏଥିରେ ଭୟଭୀତ ହୋଇ ମୁଖ୍ୟମନ୍ତ୍ରୀ ଯେନତେନ ପ୍ରକାରେ ନିର୍ବାଚନ ଜିତିବା ପାଇଁ ଅର୍ଥବଳ, ବାହୁବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?