ଗଞ୍ଜାମ

ଦିନକ ପରେ ସାବିତ୍ରୀ, ଜମୁଛି ଆମ୍ବ-ପଣସ ଆସର

ଗଞ୍ଜାମ,୧୪।୫(ବିଦ୍ୟାଧର ସାହୁ): ଦିନକ ପରେ ଅର୍ଥାତ ଶନିବାର ସମଗ୍ର ରାଜ୍ୟରେ ପାଳିତ ହେବ ସାବିତ୍ରୀ ଅମାବାସ୍ୟା l କେଉଁ ଆବାହନ କାଳରୁ ବାପାମା’ ଝିଅ ପାଇଁ ଭାର ଦବା ପ୍ରଥା ରହି ଆସିଛି l ଆମ୍ବ, ପଣସ, ନଡ଼ିଆ, କଦଳୀ,ତାଳ, ଖଜୁରୀ,…

ଘୋଡ଼ାହାଡ଼ ପାଣି ପଞ୍ଚାୟତ ନିକଟରେ ଦୁର୍ଘଟଣା: ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା, ୨ ଜଣ…

ଦିଗପହଣ୍ଡି,୧୩|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ବୁଧବାର ରାତି ପ୍ରାୟ ସାଢେ ୮ ରେ ବାଇକ (ନଂ. ଓଡ଼ି ୦୭ ସି -୦୯୫୧) ଏବଂ ସ୍କୁଟି…

୧୮ ଦିନରେ ଭଞ୍ଜନଗର ଯାତ୍ରା: ଅସମ୍ଭାଳ ଭିଡ, ଖୋର୍ଦ୍ଧା ପାଇକ ପୁଅଙ୍କ ଦୁଃସାହସିକ କଳା ପ୍ରଦର୍ଶନ

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଗୁରୁବାର ୧୮ ଦିନରେ ପହଞ୍ଚିଛି। ଆଜି କବି ସମ୍ରାଟ ରଙ୍ଗମଞ୍ଚରେ ଖୋର୍ଦ୍ଧାର ପାଇକ ପୁଅ ମାନେ ଚିତାକର୍ଷକ ଏବଂ ଦୁଃସାହସିକ କଳା କୌଶଳ ପ୍ରଦର୍ଶନ କରିଥିଲେ। ଏହାପରେ ଅନ୍ୟାନ୍ୟ ସାଂସ୍କୃତିକ ଦଳ…

ଦଣ୍ଡାସି କୁଳର ଆଲୋଚନା ସଭା: କର୍ମକର୍ତ୍ତା ଚୟନ, ନୂତନ ସଭାପତି ଭାବେ ନିର୍ବାଚିତ ହେଲେ…

ଦିଗପହଣ୍ଡି, ୧୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବଡଡୁମ୍ବୁଳା ଗ୍ରାମରେ ଦଣ୍ଡାସି କୁଳ ବଡ଼ଖେମୁଣ୍ଡି ମୁଠା ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମା’ ସିଦ୍ଧ ବାଙ୍କେଶ୍ୱରୀ ମନ୍ଦିର ସଂଲଗ୍ନ କଲ୍ୟାଣ ମଣ୍ଡପରେ…

ସାନଖେମୁଣ୍ଡିରେ ଭାଜପା ପକ୍ଷରୁ ଜନ ଆକ୍ରୋଶ ପଦଯାତ୍ରା

ଦିଗପହଣ୍ଡି,୧୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଭାଜପା ମଣ୍ଡଳ କମିଟି ପକ୍ଷରୁ ବୁଧବାର ଜନ ଆକ୍ରୋଶ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଂ. ଉତ୍ତମ କୁମାର ପାଣିଗ୍ରାହୀ ଓ ମଣ୍ଡଳ…

କ୍ୟାମ୍ପ ନିକଟରୁ IRB ହାବିଲଦାରଙ୍କ ମୃତଦେହ ଉଦ୍ଧାର, ଋଣଭାର-ପାରିବାରିକ ଚିନ୍ତାରେ…

ଭଞ୍ଜନଗର,୧୩ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆରବି ୮ମ ସ୍ଵତନ୍ତ୍ର ବାଟାଲିୟନ ହାବିଲଦାରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଦେବାଶିଷ ବେହେରା (୩୪) । ବୁଧବାର ରାତିରେ କ୍ୟାମ୍ପ ଠାରୁ ୧ କିମି ଦୂରରେ ଠାବ…

ପଞ୍ଚାୟତ ନିର୍ବାଚନ ପାଇଁ ପାଗଭିଡ଼ା, ଭାଜପାରେ ସାମିଲ ହେଲେ ବହୁ….

ଗଞ୍ଜାମ,୧୩ା୫ (ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ବଳରାମଚନ୍ଦ୍ର ପୁର ଗ୍ରାମର ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଏକ…

ସ୍ବାସ୍ଥ୍ୟ ପାଇଁ ହିତକର ମାଣ୍ଡିଆ: ଲଘୁ ବନଜାତ ଦ୍ରବ୍ୟ ପ୍ରଚାରପ୍ରସାର ପାଇଁ ବଡ଼ ପଦକ୍ଷେପ ନେଲେ ବିଧାୟକ

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ, ବନ ସୁରକ୍ଷା ସମିତି ଗୁଡ଼ିକର ବିକାଶ ପାଇଁ ଅନେକ ଯୋଜନା ହାତକୁ ନିଆଯାଇଛି। ଫଳରେ ବହୁ ମହିଳା ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି। ଏଥିସହ ବନ ସୁରକ୍ଷା…

ଠାକୁରାଣୀ ଯାତ୍ରାରେ ଅଘଟଣ:ବିଦ୍ୟୁତ ଆଘାତରେ ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୧୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମରେ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଉଦଯାପନୀ ଦିବସ ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ ସାଢେ ୧ଟାରେ ଘଟିଯାଇଛି ଅଘଟଣ। ଅସ୍ଥାୟୀ ଯାତ୍ରା ପୀଠ ନିକଟ ରାସ୍ତାକଡରେ…

ଆଙ୍କୋରଡା ଗ୍ରାମରେ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଉଦ୍‌ଯାପିତ; ପୂଜାର୍ଚ୍ଚନା କଲେ MP ପ୍ରଦୀପ ପାଣିଗ୍ରାହୀ

ଦିଗପହଣ୍ଡି,୧୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଆଙ୍କୋରଡା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ମଙ୍ଗଳବାର ବିଳମ୍ବିତ ରାତିରେ ଉଦଯାପିତ ହୋଇଯାଇଛି। ଅପରାହ୍ନରେ ବ୍ରହ୍ମପୁର ଏମ.ପି ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ, ପୂର୍ବତନ…

୧୭ ଦିନରେ ପହଞ୍ଚିଲା ଭଞ୍ଜନଗର ଯାତ୍ରା: ମା’ ବ୍ୟାଘ୍ରଦେବୀଙ୍କ ଆଶୀର୍ବାଦ ନେଲେ ବାଚସ୍ପତି ସୁରମା ପାଢ଼ୀ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ୧୭ ଦିନରେ ପହଞ୍ଚିଛି। ଆଉ ୮ ଦିନ ପରେ ୨୦ ତାରିଖରେ ଯାତ୍ରା ଉଦଯାପିତ ହେବ। ଆସନ୍ତା ୧୯ ତାରିଖରେ ସିଂହବାହିନୀ ଯାତ୍ରା ହେବ। ତେଣୁ ଯାତ୍ରାରେ ଦିନକୁ ଦିନ ଲୋକଙ୍କ…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା ‘ ରତନେଇ ମନ୍ଦିର ପାଖରେ ବାଘ ବୁଲୁଥିବା ଫଟୋ ଭିଡ଼ିଓ ଭାଇରାଲ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?