ଗଞ୍ଜାମର ଗୌରବ ଚାଷୀପୁଅ: ଜାତୀୟ ସ୍ତରରେ ଟପ୍ପର , ପ୍ରଧାନମନ୍ତ୍ରୀ କଲେ ପୁରସ୍କୃତ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିର ଚାଷୀ ସୁଦର୍ଶନ ପ୍ରଧାନଙ୍କ ପୁଅ ଜିତେନ୍ଦ୍ର ପ୍ରଧାନ ଭୁବନେଶ୍ୱରସ୍ଥିତ ଜାତୀୟ କୌଶଳ ତାଲିମ କେନ୍ଦ୍ର(ଏନ୍ଏସଟିଆଇ)ର ଇଲେକ୍ଟ୍ରିସିଆନ ଛାତ୍ର ସିଟିଆଇଏସ ପକ୍ଷରୁ ଗତ ଅଗଷ୍ଟରେ ଅନୁଷ୍ଠିତ ଅଲ…
ପୂଜାବଜାରରେ ଜୁଆଖେଳ: ୨୧ ଜୁଆଡ଼ି ଗିରଫ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ଓଡ଼ିଆ ସାହିରେ ଚାଲିଥିବା ଜୁଆଖେଳରେ ଦିଗପହଣ୍ଡି ପୋଲିସ ଟିମ୍ ଚଢ଼ାଉ କରି ୨୧ ଜୁଆଡିଙ୍କୁ ଗିରଫ କରିବା ସହ ୫୧,୧୩୦ ଟଙ୍କା,୧୭ଟି ମୋବାଇଲ ଓ ତାସମୁଠା ଜବତ କରିଛନ୍ତି। ଶୁକ୍ରବାର ରାତି…
ନଦୀ ପାର୍ବେଳେ ଭାସି ଯାଇଥିଲେ ବୃଦ୍ଧ, ଆଜି ମିଳିଲା ମୃତଦେହ
ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଖପରାପଲ୍ଲୀ ଗ୍ରାମର ବିଶୁ ନାୟକ ଗତ ୨ ତାରିଖ ଦିନ ବଡ଼ନଦୀରେ ଭାସି ଯାଇଥିଲେ। ଶୁକ୍ରବାର ରାତିରେ ତାଙ୍କ ମୃତଦେହକୁ କୁଲାଡ଼ ନିକଟରୁ ଉଦ୍ଧାର କରାଯାଇଛି। ପୋଲିସ ରାତିରେ ମୃତଦେହ ଜବତ…
ଏନଏସି ପ୍ରଶାସନର ଦାୟିତ୍ୱହୀନତା: ପାର୍ବଣରେ ଉଠିଲାନି ଅଳିଆ ଆବର୍ଜନା
ଗଞ୍ଜାମ,୪।୧୦(ବିଦ୍ୟାଧର ସାହୁ ) : ବର୍ତ୍ତମାନ ଚାଲିଛି ପାର୍ବଣ ଋତୁ। ଦଶହରା ଦୁର୍ଗା ପୂଜା ସରିବା ପରେ ଏବେ କୁମାର ପୂର୍ଣ୍ଣିମା,ଜହିଁ ଓଷା ଓ ମା’ ଗଜଲକ୍ଷ୍ମୀଙ୍କ ପୂଜା ଆରମ୍ଭ ହେବ । ବଜାର ଜନ ଗହଳିପୂର୍ଣ । ସାନ ବଜାର…
ଭଞ୍ଜନଗରରେ ଥମୁନି ଜୁଆଖେଳ: ୫୪ ଜୁଆଡିଙ୍କୁ ବାନ୍ଧିଲାଣି ପୋଲିସ
ଭଞ୍ଜନଗର,୪।୧୦(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଦଶହରାଠାରୁ କୁମାର ପୂର୍ଣ୍ଣିମା ମଧ୍ୟରେ ଲୋକେ ପ୍ରାୟ ପାରମ୍ପରିକ ଭାବେ ଜୁଆ ଖେଳ ଖେଳିଥାନ୍ତି। କିନ୍ତୁ ଆଉ କିଛି ଲୋକ ତା ପୁର୍ବରୁ ମଧ୍ୟ ଜୁଆ ଖେଳନ୍ତି। ଏଥିସହ ଆଉ କେତକ ସ୍ଥାନରେ ବର୍ଷର ଅଧିକାଂଶ ଦିନ…
ସରିଲା ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ: କମାଲ କଲେ ପୋଲିସ କର୍ମଚାରୀ
ଭବାନୀପାଟଣା,୪ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ଗୁରୁବାର ବିଜୟା ଦଶମୀ ଅବସରରେ ସ୍ଥାନୀୟ ନକଟିଗୁଡାଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ବର ଏକ ସ୍ବତନ୍ତ୍ରତା ରହିଛି। ଲାଖମରା ପର୍ବ ମାଧ୍ୟମରେ ଲାଖବିନ୍ଧା ପ୍ରତିଯୋଗିତା ଅନୁଷ୍ଠିତ…
ଋଷିକୂଲ୍ୟା ଜଳସ୍ତର ବୃଦ୍ଧି ପାଇବା ସହ ଗଞ୍ଜାମରେ ବନ୍ୟା ପରିସ୍ଥିତି ସୃଷ୍ଟି : ଅନୁଧ୍ୟାନ କଲେ ବିଧାୟକ
ଗଞ୍ଜାମ,୪।୧୦: (ବିଦ୍ୟାଧର ସାହୁ ): ଉପର ମୁଣ୍ଡରେ ପ୍ରବଳ ବର୍ଷା ଏବଂ ଘୋଡ଼ାହାଡ଼ ଡ୍ୟାମରେ ଅଧିକ ପାଣି ଯୋଗୁ ଋଷିକୂଲ୍ୟା ଜଳସ୍ତର ବୃଦ୍ଧି ପାଇବା ସହ ଗଞ୍ଜାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିପାଇଁ ଜିଲା ପ୍ରଶାସନ ଠାରୁ ଆରମ୍ଭ…
ଆର୍ଥିକ ଅନଟନ ସହ୍ୟ କରି ନ ପାରି ଆତ୍ମହତ୍ୟା କରିଦେଲେ ଯୁବକ!
ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀର ରବୀନ୍ଦ୍ର ନାୟକ (୨୯) ଶୁକ୍ରବାର ରାତିରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଆର୍ଥିକ ଅନଟନ ସହ୍ୟ କରି ନ ପାରି ସେ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି।…
ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା: ହାଇଲାଇଟ୍ କରୁଛି ମଞ୍ଚସ୍ଥ ଅପେରା ବଞ୍ଚିବାକୁ ଏଠି…
ଦିଗପହଣ୍ଡି,୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆରାଧ୍ୟ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବକୁ ଶୁକ୍ରବାର ୪ ଦିନ ବିତିଛି। ଦୂରଦୁରାନ୍ତରେ ରହୁଥିବା ବ୍ୟକ୍ତି ଯାତ୍ରା ପୀଠରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା ନିମନ୍ତେ ସପରିବାର…
ଦଶହରାରେ ଫୁଲ ତୋଳିବାକୁ ଯାଇ ଆଉ ଫେରିଲେନି ଘରକୁ…
ଦିଗପହଣ୍ଡି,୩।୧୦(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଓ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମ ପୋଖରୀରେ ବୁଡି ୨ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ପ୍ରଥମ ଘଟଣାରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ ଆଦିକନ୍ଦପୁର ଗ୍ରାମର ଏସ୍. ରାଜମଣୀ…
ରାସ୍ତାରେ ଧସିଲା ପାହାଡ଼, ଭାଙ୍ଗିଲା ବିରାଟ ଗଛ
ଧରାକୋଟ,୩ା୧୦: ଚଳିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଜନଜୀବନ ବେଶ୍ ପ୍ରଭାବିତ ହୋଇଛି। ଗୁରୁବାର ରାତିରେ ଜାତୀୟ ରାଜପଥ ୫୯ର ଧରାକୋଟ ବ୍ଲକ ଅନ୍ତର୍ଗତ ଖାରିଗୁମା ନିକଟସ୍ଥ ହନୁମାନ ମନ୍ଦିର ନିକଟରେ ରାସ୍ତା ଉପରେ ବିରାଟ ଗଛ ପଡ଼ିଯିବାରୁ…
ଋଷିକୂଲ୍ୟାରେ ଘାଇ: ୩୦ ଏକର ଜମିରେ ମାଡ଼ିଗଲା ବାଲି
ଧରାକୋଟ,୩।୧୦: ଲଘୁଚାପ ପ୍ରଭାରେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗଞ୍ଜାମ ଜିଲାର ଜୀବନ ରେଖା ଋଷିକୁଲ୍ୟା ନଦୀରେ ବନ୍ୟା ଜଳ ବଢୁଛି। ଗୁରୁବାର ବିଳମ୍ବିତ ରାତିରେ ଜଳସ୍ତର ବଢିବା ଫଳରେ ନଦୀକୂଳିଆବାସୀ ଆତଙ୍କିତ ହୋଇପଡିଛନ୍ତି। ଏପରିକି ଋଷିକୁଲ୍ୟା ନଦୀରେ ଏକ…
Archives


