ଗଞ୍ଜାମ

ବିରଳ ସାମୁଦ୍ରିକ କଇଁଛ ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ: ସମୁଦ୍ର ମୁହାଁ ହଜାର ହଜାର ଛୁଆ କଇଁଛ

ଗଞ୍ଜାମ,୬।୫:(ବିଦ୍ୟାଧର ସାହୁ ): ସାମୁଦ୍ରିକ କଇଁଛଙ୍କ ଏନ୍ତୁଡିଶାଳ ଭାବେ ପରିଚିତ ଗଞ୍ଜାମ ଜିଲା ଋଷିକୂଲ୍ୟା ମୁହାଣ ବେଳାଭୂମିରୁ ସକାଳ ଓ ସନ୍ଧ୍ୟାରେ ଥଣ୍ଡା ପରିବେଶରେ ବିସ୍ତୃତ ବାଲୁକା ଶଯ୍ୟାରେ ପୋତି ହୋଇ ରହିଥିବା ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ ହୋଇଛି ।…

ଘର ସିଡି ପାହାଚରୁ ଖସିପଡ଼ିଲେ, ଚାଲିଗଲା ଆଇଟିଆଇ ଛାତ୍ରଙ୍କ ଜୀବନ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିର ଆଦିତ୍ୟ ମହାରଣା (୧୭) ଘର ଛାତ ସିଡ଼ି ପାହାଚରୁ ଖସି ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା ନିମନ୍ତେ ପ୍ରଥମେ…

ନ୍ୟାୟ ପାଇଁ ଧାରଣାରେ ବସିଥିବା ଯୁବତୀଙ୍କୁ ହତ୍ୟା ବଞ୍ଚାଇ ପାରିଲାନି ପୋଲିସ, ଦିଅର ଅଟକ

ହିଞ୍ଜିଳିକାଟୁ, ୫।୫(ଦ୍ବିତୀକୃଷ୍ଣ ପଣ୍ଡା): ପ୍ରେମ ବିବାହ କରି ନିଜ ଅଧିକାର ପାଉ ନଥିବା ଜଣେ ଯୁବତୀ ୨ବର୍ଷିୟା ଶିଶୁକନ୍ୟାକୁ ଧରି ଶାଶୁଘର ଆଗରେ ଧାରଣା ଦେଇଥିବା ବେଳେ ହତ୍ୟାର ଶିକାର ହୋଇଛନ୍ତି। ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧୀନ ଖରିଡ଼ା ଗ୍ରାମରେ…

ବିଜୁ ଜନତାଦଳ ରାଜ୍ୟ ସମ୍ପାଦକ ହେଲେ ବିପ୍ଳବ: ଦିଗପହଣ୍ଡିରେ ଦଳୀୟ କର୍ମୀ ଉଲ୍ଲସିତ

ଦିଗପହଣ୍ଡି,୫|୫(ଅଶେଷ ନାଥ ମିଶ୍ର) ବିଜୁ ଜନତାଦଳ ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟ ଦଳୀୟ ସଙ୍ଗଠନ ର ପୁନର୍ବିନ୍ୟାସ କରିବା ସହ ବିପ୍ଳବ ପାତ୍ର ଙ୍କୁ ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି। ବିପ୍ଳବଙ୍କ…

ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ: ଛାତ୍ରୀଛାତ୍ରଙ୍କ ଶୃଙ୍ଖଳା ଓ ପ୍ରତିଭା ବିକାଶକୁ ଗୁରୁତ୍ୱ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ମଙ୍ଗଳବାରଠାରୁ ୧୦ ଦିନବ୍ୟାପୀ ରାଜ୍ୟ (ସମ୍ଭାଗ) ସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟା ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି…

୨ ମାଟ୍ରିକ ପଢୁଆ ଛାତ୍ରୀଙ୍କୁ ଅପହରଣ, ଘରେ ପଡ଼ିଛି ଭାଳେଣି: ଖୋଜୁଛି ପୋଲିସ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ମାଟ୍ରିକ ପଢୁଥିବା ଛାତ୍ରୀ(୧୬)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀଙ୍କ ବାପା ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ ମାମଲା…

ଭଞ୍ଜନଗର ଯାତ୍ରାରେ ଜମୁଛି ଭିଡ: ସରକାରଙ୍କ ଦ୍ୱାରା ହେବ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ

ଭଞ୍ଜନଗର,୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଦିନକୁ ଦିନ ଭିଡ ଜମୁଛି। ମଙ୍ଗଳବାର ଯାତ୍ରା ୧୦ ଦିନରେ ପହଞ୍ଚିଛି। ସହର ଅପେକ୍ଷା ଗ୍ରାମାଞ୍ଚଳ ଲୋକ ଯେତେବେଳେ ଯାତ୍ରା ଦେଖିବାକୁ ଆସନ୍ତି ସେହି ସମୟରେ ଯାତ୍ରାରେ ଭିଡ ପରିଲକ୍ଷିତ ହୋଇଥାଏ।…

ଦାଦନ ଖଟିବାକୁ କେରଳ ଯାଇଥିଲେ ଅଭିମନ୍ୟୁ, ପାଲଟିଲେ ଶବ

ଚିକିଟି,୫।୫(ପ୍ରକାଶ ଚନ୍ଦ୍ର ସାହୁ): କେରଳସ୍ଥିତ ଥିରୁଭାନନ୍ତପୁରମ ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ କାମ କରୁଥିବା ଓଡ଼ିଆ ଶ୍ରମିକଙ୍କ ରବିବାର ମୃତ୍ୟୁ ଘଟିଛି l ସେ ହେଲେ ଗଞ୍ଜାମ ଜିଲା ଚିକିଟି ବ୍ଲକ ନୂଆପଡା ପଞ୍ଚାୟତର ବି ନୂଆପଡା ଗ୍ରାମର ଅଭିମନ୍ୟୁ ପ୍ରଧାନ…

ଶିବ ମନ୍ଦିର ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗ୍ରାମ ଶ୍ରୀ ନାଗେଶ୍ୱର ଶିବ ମନ୍ଦିର ନିକଟରୁ ସୋମବାର ସନ୍ଧ୍ୟାରେ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଜବତ କରିଥିବା ଜଣାପଡିଛି । ସନ୍ଧ୍ୟା ପ୍ରାୟ ୫ ଟାରେ ଗ୍ରାମର କିଛି…

ଋଣ ଟଙ୍କା ପାଇଁ ଖଣ୍ଡଯୁଦ୍ଧ: ଆକ୍ରମଣ ପ୍ରତି ଆକ୍ରମଣରେ ୫ ଆହତ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଲ୍ଲୀ ସାମନ୍ତରାପୁର ଗ୍ରାମରେ ୫ ହଜାର ଋଣ ଟଙ୍କା ପରିଶୋଧକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟିଛି।ଏହି ଆକ୍ରମଣ ପ୍ରତି ଆକ୍ରମଣରେ ଗ୍ରାମର ମହେଶ୍ବର ଗୌଡ଼ ଏବଂ ତାଙ୍କ ପ୍ରତିପକ୍ଷ ଗୋଷ୍ଠୀର ବୁଡୁ…

ବିଭିନ୍ନ ରାଜ୍ୟରେ ଭାଜପାର ବିପୁଳ ବିଜୟ: ବାଣ ଫୁଟାଇ, ମିଠା ବାଣ୍ଟି ପରସ୍ପରକୁ ଶୁଭେଚ୍ଛା ଜଣାଇଲେ ଭାଜପାକର୍ମୀ

ଗଞ୍ଜାମ,୪।୫(ଅନାଥ ତରାଇ): ଦେଶର ବିଭିନ୍ନ ରାଜ୍ୟରେ ଅନୁଷ୍ଠିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଏକତରଫା ଓ ଚିତ୍ତାକର୍ଷକ ବିଜୟକୁ ନେଇ ଆଜି ଗଞ୍ଜାମ ମଣ୍ଡଳ ପକ୍ଷରୁ ଏକ ଭବ୍ୟ ବିଜୟ ଉତ୍ସବ ପାଳନ କରାଯାଇଛି। ଗଞ୍ଜାମ ଏନଏସିଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…

ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଏହି ସବୁ ସମସ୍ୟାର ସମାଧାନ ପାଇଁ ଗୁହାରି କଲେ ଲୋକେ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଖମାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନୁସୂଚିତ ଜନଜାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?