ଗଞ୍ଜାମ

ଜୟ ଶ୍ରୀରାମ ନାରାରେ କମ୍ପିଲା: ଭଞ୍ଜନଗରରେ ଭାଜପାର ବିଜୟ ଉତ୍ସବ

ଭଞ୍ଜନଗର,୪।୫(ବାବୁଲା ପ୍ରଧାନ): ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ନିର୍ବାଚନ ଫଳାଫଳ ପ୍ରାୟ ଆସିଯାଇଛି। ଏଥିରେ ପ୍ରଥମଥର ପାଇଁ ଭାଜପା ପଶ୍ଚିମବଙ୍ଗରେ କ୍ଷମତା ଦଖଲ କରିବାକୁ ଯାଉଛି। ସଂଖ୍ୟା ଗରିଷ୍ଠତାଠାରୁ ବହୁ ଆଗରେ ଭାଜପା ବର୍ତ୍ତମାନ ଅଛି। ଆସାମ…

ସ୍ବାସ୍ଥ୍ୟ ବିଭାଗ ଅମଲା କ୍ୟାଡରଙ୍କ ପ୍ରତି ପ୍ରଶାସନିକ ଅବହେଳା: ନୂଆ ନିର୍ଦ୍ଦେଶନାମା କାର୍ଯ୍ୟକାରୀ ପାଇଁ ଦାବି କଲେ…

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର): ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ ହୋଇଥିବା ବେଳେ ଏହାର ପରିଚାଳନା ଭାର ସମ୍ଭାଳୁଥିବା ସ୍ବାସ୍ଥ୍ୟ ବିଭାଗ ଅମଲା କ୍ୟାଡର ବୃନ୍ଦ ପ୍ରଶାସନିକ ଅବହେଳାର ଶିକାର ହୋଇଥିବା ଅଭିଯୋଗ ହୋଇଛି । ଗତ…

ନନ୍ଦିତା-ଶୁଭଶ୍ରୀଙ୍କୁ ସଫଳତା:ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସତ୍ୟ ସାଇ ବିଦ୍ୟା ବିହାରର ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ପାସ ହାର ଶତ ପ୍ରତିଶତ ହୋଇଛି। ବିଦ୍ୟାଳୟର ଦୁଇଜଣ ଛାତ୍ରୀ ଶୁଭଶ୍ରୀ ସ୍ବାଇଁ ୫୫୨ ମାର୍କ ରଖିଥିବାବେଳେ ଓ ନନ୍ଦିତା ସେଠୀ…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ ପାଇଁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ…

ପରିସ୍ରା ପାଇଁ ଯାଇଥିବା ବେଳେ ଯୁବତୀଙ୍କୁ କାମୁଡିଦେଲା ସାପ, ଚାଲିଗଲା ଜୀବନ

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର): ସାପ କାମୁଡାରେ ଯୁବତୀଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ତଲାସିଙ୍ଗି ଗ୍ରାମରୁ ସାମ୍ନାକୁ ଆସିଛି । ଯୁବତୀଙ୍କୁ ଏକ ବିଷଧର ଚିତି ସାପ କାମୁଡିବାରୁ…

ମିକ୍ସଚର ମେସିନ୍ ଗାଡ଼ି ଓଲଟିବା ଘଟଣା, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗିରେ ମିକ୍ସଚର ଗାଡ଼ି ଓଲଟିବା ଘଟଣାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମଦନ ସିଂ । ତାଙ୍କ ଘର ଝାଡ଼ଖଣ୍ଡ ବୋଲି ଜଣାପଡିଛି । ପୋଲିସ ଶବକୁ…

ଶୋଇଥିବା ବେଳେ ମହିଳାଙ୍କୁ କାମୁଡିଦେଲା ସାପ, ତାପରେ….

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ) : ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସିନ୍ଦିରାପଲ୍ଲୀ ଗ୍ରାମର ସାବିତ୍ରୀ ପ୍ରଧାନ (୪୫) । ଖବର ଅନୁସାରେ, ସାବିତ୍ରୀ ନିଜ ଘରେ ଶୋଇଥିବା ସମୟରେ…

ଓଲଟିଲା ମିକ୍ସଚର ମେସିନ୍ ଗାଡ଼ି, ମାଟି ତଳେ ଚାପି ହୋଇ ରହିଛନ୍ତି ଡ୍ରାଇଭର

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗି ନିକଟରେ ଦୁର୍ଘଟଣା । ରାସ୍ତା କାମରେ ନିୟୋଜିତ ଏକ ମିକ୍ସଚର ମେସିନ୍ ଗାଡ଼ି ଓଲଟି ପଡିଛି । ଫଳରେ ଗାଡିରେ ଥିବା ମିସ୍ତ୍ରୀ ମାଟି ତଳେ ପୋତି ହୋଇଯାଇଛନ୍ତି।…

ସାମାନ୍ୟ ବର୍ଷାରେ ବେହାଲ ଛତ୍ରପୁର, କଲେଜ ପରିସରରେ ଅଣ୍ଟାଏ ପାଣି

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଛତ୍ରପୁରରେ ଆଜି ଘଡ଼ଘଡ଼ି ସହିତ ବର୍ଷା ହୋଇଛି । ତେବେ ହେଡ଼ କ୍ୱାଟରରେ ଥିବା ଜାତୀୟ ରାଜ ପଥରେ ସରବିସ ରୋଡ଼ରେ ଅଣ୍ଟାଏ ଉପରେ ପାଣି ଜମି ରହିଥିବାର ଦେଖିବାକୁ ମିଳିଛି । ଯିବା…

ସପ୍ତାହେ ହେଲା ନିଖୋଜ ଥିଲେ, ପରିତ୍ୟକ୍ତ କୋଠାରୁ ଜବତ ହେଲା ମୃତଦେହ; କାରଣ ଖୋଜୁଛି…

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡା ନିକଟ ଚାଞ୍ଚଡାପଲ୍ଲୀ ଗ୍ରାମ ସ୍ବାସ୍ଥ୍ୟକେନ୍ଦ୍ର ନିକଟ ପରିତ୍ୟକ୍ତ କୋଠାରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ଗଳିତ ମୃତଦେହକୁ ଶନିବାର ସାରେ ପୋଲିସ ଜବତ କରିଛନ୍ତି। ମୃତକ ଜଣକ ହେଲେ ଚାଞ୍ଚଡାପଲ୍ଲୀ…

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ଅଭିଷେକ ହେଲେ ଦିଗପହଣ୍ଡି ବ୍ଳକ ଟପ୍ପର 

ଦିଗପହଣ୍ଡି,୨|୫(ଅଶେଷ ନାଥ ମିଶ୍ର) ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ବୋର୍ଡ଼ ବାର୍ଷିକ ପରୀକ୍ଷା ଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଥିବା ବେଳେ ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ର ଅଭିଷେକ ଗୈାଡ ୬୦୦ ରୁ ୫୬୩ ନମ୍ବର…

ମାଟ୍ରିକ ପରୀକ୍ଷା ଫଳ: ସଚ୍ଚିନ୍ଦ୍ର ପାଢ଼ୀ ଭଞ୍ଜନଗର ବ୍ଲକ ଟପ୍ପର

ଭଞ୍ଜନଗର,୨।୫(ବାବୁଲା ପ୍ରଧାନ)- ମାଟ୍ରିକ ପରୀକ୍ଷା ଫଳ ଶନିବାର ପ୍ରକାଶିତ ହୋଇଛି। ଗଞ୍ଜାମ ଜିଲାରେ ୯୮.୨୫ ପ୍ରତିଶତ ଛାତ୍ରୀ ଛାତ୍ର ପାସ୍ ହୋଇଥିବା ବେଳେ ଭଞ୍ଜନଗର ବ୍ଲକରେ ମଧ୍ୟ ପରୀକ୍ଷା ଫଳ ଭଲ ହୋଇଛି। ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ର ସଚ୍ଚିନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?