ଗଞ୍ଜାମ

ଗଞ୍ଜାମ ବ୍ଲକ ଟପ୍ପର ହେଲେ ଖୁସି -ଆୟୁଷ, ବିଦ୍ୟାଳୟରେ ଉତ୍ସବର…

ଗଞ୍ଜାମ,୨।୫(ବିଦ୍ୟାଧର ସାହୁ/ଅନାଥ ତରାଇ): ଚଳିତ ବର୍ଷ ମାଟ୍ରିକ ବୋର୍ଡ ପରୀକ୍ଷା ଫଳାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି l ଏଥିରେ ଗଞ୍ଜାମ ନୋଡାଲ ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀ ଖୁସି ବାରିକି ଏବଂ ଗଞ୍ଜାମ ଭାରତୀ ବିଦ୍ୟାପୀଠର ଛାତ୍ର ଆୟୁଷ ବେହେରା…

ମାଟ୍ରିକ ପରୀକ୍ଷାରେ ବାଜି ମାରିଲେ ଶୁଭଶ୍ରୀ-ଆଶୁତୋଷ

ଭଞ୍ଜନଗର,୨ା୫(ବାବୁଲା ପ୍ରଧାନ): ମାଟ୍ରିକ ପରୀକ୍ଷା ଫଳ ଶନିବାର ପ୍ରକାଶିତ ହୋଇଛି। ଗଞ୍ଜାମ ଜିଲାରେ ୯୮.୨୫ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ ହୋଇଛନ୍ତି। ଏହିଭଳି ଭଞ୍ଜନଗର ସହରରେ ଥିବା ପ୍ରମୁଖ ବିଦ୍ୟାଳୟଗୁଡ଼ିକର ପରୀକ୍ଷା ଫଳ ମଧ୍ୟ ଭଲ ରହିଛି। ସହରର ସର୍ବ ପୁରାତନ ଉପେନ୍ଦ୍ର…

ଗଞ୍ଜାମରେ ୪୨୯୧୮ ଛାତ୍ରୀଛାତ୍ର ମାଟ୍ରିକ୍‌ ପାସ୍‌, ୨୯୫ ବିଦ୍ୟାଳୟର ରେଜଲ୍ଟ ଶତପ୍ରତିଶତ

ଭଞ୍ଜନଗର,୨ା୫(ବାବୁଲା ପ୍ରଧାନ): ଶନିବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏଥିରେ ଗଞ୍ଜାମ ଜିଲାର ୯୮.୨୫ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ ହୋଇଛନ୍ତି। ଜିଲାର ୬୩୮ଟି ବିଦ୍ୟାଳୟର ୪୪୨୦୬ ଛାତ୍ରୀଛାତ୍ର ଫର୍ମ ପୂରଣ କରିଥିଲେ। ସେଥିମଧ୍ୟରୁ ୫୨୨ ଜଣ ପରୀକ୍ଷା ଦେଇ ନ ଥିଲେ।…

ଲୋକକଳାର ବିକାଶ ଲାଗି ଜିଲାପାଳଙ୍କ ଗୁରୁତ୍ୱ, କଳାକୁ ବଜାୟ ରଖିଥିବାରୁ ପ୍ରେମଲତାଙ୍କୁ…

ପୁରୁଷୋତ୍ତମପୁର,୨ା୫(ସବିତା ମିଶ୍ର): ଲୋକକଳାର ବିକାଶ ଲାଗି ଆଗେଇ ଆସିଛନ୍ତି ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନ। ଲୋପ ପାଇବାକୁ ବସିଥିବା ଲୋକକଳା ଓ ପଲ୍ଲୀନୃତ୍ୟକୁ କିପରି ପୁଣିଥରେ ଉଦ୍‌ଜୀବିତ କରାଯାଇପାରିବ ଓ ଏହା ବଜାୟ ରହିବ ସେଥିନେଇ ପ୍ରୟାସ ଆରମ୍ଭ କରିଛନ୍ତି। ପୁରୁଷୋତ୍ତମପୁର…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ। ଏଠାରେ ରହୁଥିବା ପଦ୍ମନାଭପୁର ପଞ୍ଚାୟତ ଭୁଶୁଣ୍ଡା ଗ୍ରାମ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା ବେହେରା, ସତ୍ୟ ନାରାୟଣ ବେହେରାଙ୍କ ନେତୃତ୍ୱରେ ଏକ ଶୋଭାଯାତ୍ରା ବାହାରିଥିଲା। ଏହା ପରେ…

ସାମ୍ପ୍ରତିକ ପରିସ୍ଥିତିରେ ଶ୍ରମିକଙ୍କ ଅବସ୍ଥା ନେଇ ଆଲୋଚନା

ଦିଗପହଣ୍ଡି,୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଏବଂ ସିଆଇଟିୟୁ ଅନୁବନ୍ଧିତ ଖେମୁଣ୍ଡି ବିଶକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘ ପକ୍ଷରୁ ମିଳିତ ଭାବେ ଶୁକ୍ରବାର ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି।…

କାଳବୈଶାଖୀର ଭୀଷଣ ତାଣ୍ଡବ: ତପ୍ତପାଣିରେ ଘର ଉପରେ ପଡ଼ିଗଲା ଗଛ, ଭିତରେ ଶୋଇଥିଲେ ପରିବାର

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଗୁରୁବାର ରାତି ପ୍ରାୟ ସାଢେ ୧୧ ଟାରୁ ଭୋର ୪ ଟା ଯାଏ କାଳବୈଶାଖୀର ଭୀଷଣ ତାଣ୍ଡବ ଯୋଗୁ ବହୁ ସଂଖ୍ୟକ ଚାଳ ଛପର…

୪ ସାଙ୍ଗ ମିଶି ଦୁଇ ବାଇକ୍‌ରେ ଯାଉଥିଲେ, ବାଟରେ ଛକିଥିଲା ଯମ, ଚାଲିଗଲା ୨ ଜୀବନ

ଭଞ୍ଜନଗର,୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର-ସୋରଡ଼ା ମୁଖ୍ୟ ରାସ୍ତାର କାଳିଆଗୁଡ଼ା ନିକଟରେ ଗୁରୁବାର ରାତିରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ବାଇକ୍‌ରେ ଯାଉଥିବା ଦୁଇଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଭଞ୍ଜନଗର ଜଗନ୍ନାଥବିହାର ପ୍ରଥମ ଲାଇନ ବାସିନ୍ଦା ତଥା…

ନାମଯଜ୍ଞରେ କମ୍ପୁଛି ଅଞ୍ଚଳ: ହଜାର ହଜାର ଶ୍ରଦ୍ଧାଳୁ ସାମିଲ ହୋଇ…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ନାଟେଙ୍ଗା ଶ୍ରୀ ତ୍ରିନାଥ ସ୍ବାମୀଙ୍କ ନୃସିଂହ ଚତୁର୍ଦ୍ଦଶୀ ଉପଲକ୍ଷେ ଶୁକ୍ରବାରଠାରୁ ୨୪ ପ୍ରହର ନାମଯଜ୍ଞ ଆରମ୍ଭ ହୋଇଛି। ଏହା ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଗୁରୁବାର ସନ୍ଧ୍ୟାରେ କଳସ ଶୋଭାଯାତ୍ରା ହୋଇଥିଲା।…

ବିଶ୍ୱ ଶାନ୍ତି ମହାଯଜ୍ଞ ଦର୍ଶନ କଲେ ବିଧାୟକ: ଅଞ୍ଚଳବାସୀଙ୍କୁ କଲେ ପ୍ରଶଂସା, କହିଲେ…

ଗଞ୍ଜାମ,୧।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଠାରେ ନୃସିଂହ ମନ୍ଦିର ପ୍ରତିଷ୍ଠା ଦ୍ୱାଦଶ ବର୍ଷ ପୂର୍ତ୍ତ ଏବଂ ଗୋପୀନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ବିଶ୍ୱ ଶାନ୍ତି ମହାଯଜ୍ଞ ଶୁକ୍ରବାର ଉଦଯାପିତ ହୋଇଛି l ଏହି ଯଜ୍ଞ…

‘କର୍ମ  ହିଁ ମାନବ ଜୀବନର ମାନଦଣ୍ଡ’: ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବସରକାଳୀନ…

ଦିଗପହଣ୍ଡି,୩୦|୪ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଚୁଡୁଙ୍ଗପୁର ଗ୍ରାମ ସ୍ଥିତ ପିଏମଶ୍ରୀ ସାନଖେମୁଣ୍ଡି ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଗୁରୁବାର ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀଙ୍କୁ ଅବସରକାଳୀନ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?