ଗଞ୍ଜାମ

ଓଡ଼ିଆ-ଅର୍ଥନୀତି ବିଭାଗର ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଶୃଙ୍ଖଳିତ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଅର୍ଥନୀତି ବିଭାଗ ପକ୍ଷରୁ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ ଛତ୍ରପୁର…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଛତ୍ରପୁର ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ ପ୍ରଭାବରେ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ଏହା ସାଙ୍ଗକୁ ମଙ୍ଗଳବାର ସକାଳ…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସମସ୍ତ ଆଶ୍ରୟସ୍ଥଳୀ ପ୍ରସ୍ତୁତ…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା ଜାରି ରହିଛି। ସ୍ଥିତିକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ଓ ଜଳସମ୍ପଦ ବିଭାଗ…

ଗଞ୍ଜାମରେ ପୋଲିସ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ତିନି ତିନିଟି ମନ୍ଦିରରୁ ଲୁଟ୍‌, ରାତି ପାହିଲା ବେଳକୁ…

ଗଞ୍ଜାମ, ୨୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଗୋଟିଏ ରାତିରେ ତିନୋଟି ମନ୍ଦିରରୁ ସଙ୍ଘବଦ୍ଧ ଲୁଟ୍ ହୋଇଥିବା ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବଡ଼ ବଜାର ସ୍ଥିତ ଲଚ୍ଚମନ ବାଲାଜୀ ହନୁମାନ ମନ୍ଦିର, ଓଡ଼ିଆ ଢମଣା…

ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ପ୍ରତିଭା ବିକାଶ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ନବାଗତ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ଅଧ୍ୟାପକ ଡ. ସୁରେନ୍ଦ୍ର ଶବରଙ୍କ…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଏନେଇ ବାରମ୍ବାର ଆଲୋଚନା କରି ସ୍ଥିତିର ସମୀକ୍ଷା…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର କାକିନାଡା ଅଞ୍ଚଳର ୨୭ରୁ ଊର୍ଦ୍ଧ୍ୱ ମାଛଧରା ଟ୍ରଲର ଫସିଥିବା ଜଣାପଡ଼ିଛି। ସମୁଦ୍ର ଅଶାନ୍ତ…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବ । ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଶିଶୁ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଜିଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ସେପ୍ଟେମ୍ବର ୨୨, ୨୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?