ଗଞ୍ଜାମ

ଭୟଙ୍କର ଦୁର୍ଘଟଣା: ମିନିବସ୍‌-ପିକଅପ୍‌ ମୁହାମୁହିଁ ଧକ୍କା, ୩୦ରୁ ଊର୍ଦ୍ଧ୍ୱ ….

ଦିଗପହଣ୍ଡି,୪।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତାର ଝାଟିପିଟିଆ ଗ୍ରାମ ନିକଟରେ ରବିବାର ସକାଳେ ଭୟଙ୍କର ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ମିନିବସ ନଂ.(ଓ ଆର ୦୭ ଜେ – ୩୩୩୮) ସହ ଶୁଖୁଆ ବୋଝେଇ ପିକଅପ ଭ୍ୟାନ ନଂ. (ଓଡ଼ି୧୭…

ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରୁଛନ୍ତି ବୁଲା କୁକୁର, ନିୟନ୍ତ୍ରଣ ପାଇଁ କରାଗଲା…

ଭଞ୍ଜନଗର,୪ା୧(ବାବୁଲା ପ୍ରଧାନ): ସରକାରୀ ଅନୁଷ୍ଠାନଗୁଡ଼ିକରେ ଅବାଧରେ ବୁଲା କୁକୁର ଓ ଗାଈ ଗୋରୁ ପ୍ରବେଶ କରି ଅନେକ କ୍ଷତି କରୁଛନ୍ତି। ଯାହାକୁ ନେଇ ବିଭିନ୍ନ ସମୟରେ ଅପ୍ରୀତିକର ପରିସ୍ଥିତି ମଧ୍ୟ ସୃଷ୍ଟି ହେଉଛି। ଏହାକୁ ଏଡ଼ାଇବା ପାଇଁ ସରକାର ବର୍ତ୍ତମାନ ବୁଲା…

ଫୁଟବଲ ମ୍ୟାଚ୍‌ ବେଳେ ଦୁଇ ଦଳ ମଧ୍ୟରେ ମୁହାଁମୁହିଁ

ବ୍ରହ୍ମପୁର,୩।୧: ବ୍ରହ୍ମପୁର ସ୍ଥିତ ମହାତ୍ମା ଗାନ୍ଧୀ ଷ୍ଟାଡିୟମରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଫୁଟବଲ ମ୍ୟାଚ୍‌ ବେଳେ ଦୁଇ ଦଳ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ମିଳିଥିବା ସୂଚନା ମୁତାବକ, ଭଞ୍ଜନଗର ଟିମ୍‌ ଏବଂ ବ୍ରହ୍ମପୁରକୁ ଟିମ୍‌ ମଧ୍ୟରେ…

ଚାଳକଙ୍କୁ ଦୁର୍ବ୍ୟବହାର କରି ବସ୍‌ ଭଙ୍ଗାରୁଜା

ଦିଗପହଣ୍ଡି,୩।୧(ଅଶେଷ ନାଥ ମିଶ୍ର): ରାଜ୍ୟ ପରିବହନ ନିଗମର ଏକ ସରକାରୀ ଯାତ୍ରୀବାହୀ ବସ୍‌କୁ ଅଟକାଇ ଚାଳକଙ୍କୁ ଦୁର୍ବ୍ୟବହାର ସହ ଭଙ୍ଗାରୁଜା କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଚାଳକ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗ ମୁତାବକ, ଗତ ୩୧ ତାରିଖ ବୁଧବାର…

ଭଲିବଲ ଟୁର୍ନାମେଣ୍ଟ: ଫାଇନାଲରେ ପହଞ୍ଚିଲା ଗୁମ୍ମା ଟିମ୍‌

ଦିଗପହଣ୍ଡି, ୩।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡ଼ିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟର ୬ଷ୍ଠ ଦିବସ ଶନିବାର ଦ୍ୱିତୀୟ ସେମି ଫାଇନାଲ ମ୍ୟାଚରେ ଗଜପତି ଜିଲାର ଗୁମ୍ମା ଭଲିବଲ ଟିମ୍‌ ପ୍ରତିପକ୍ଷ ଡେଙ୍ଗାପଦର ଭଲିବଲ…

ପ୍ରସ୍ତୁତି ଚୂଡ଼ାନ୍ତ: ଜାନୁୟାରୀ ୨୨ରୁ ଗୋପାଳପୁର ବେଳାଭୂମି ମହୋତ୍ସବ

ଛତ୍ରପୁର,୩।୧(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ବ୍ରହ୍ମପୁର ସ୍ଥିତ ସ୍ବତନ୍ତ୍ର ପ୍ରଦକ୍ଷଣ ସମ୍ମିଳନୀ ଗୃହରେ ବାଣିଜ୍ୟ, ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଧାନ ସଂଗ୍ରହ କ୍ଷେତ୍ରରେ ଅଖା ସମସ୍ୟା, ଜିଲାପାଳଙ୍କୁ…

ଦିଗପହଣ୍ଡି,୩ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅଞ୍ଚଳରେ ଖରିଫ ଧାନ ସଂଗ୍ରହ କ୍ଷେତ୍ରରେ ଅଖା ସମସ୍ୟା ଚାଷୀଙ୍କୁ ଚିନ୍ତାରେ ପକାଇଛି। ଚଳିତବର୍ଷ ଦିଗପହଣ୍ଡି ବ୍ଲକ୍‌ରେ ୧୪ ହଜାର ୫୭୫ ହେକ୍ଟର ଜମିରେ ଖରିଫ ଧାନଚାଷ କରାଯାଇଥିଲା। ସମୁଦାୟ ୨୩…

ଦିବ୍ୟାଙ୍ଗ ଛାତ୍ରଙ୍କ ଇଚ୍ଛା ପୂରଣ କଲେ ନବୀନ

ଛତ୍ରପୁର,୩।୧(ଦିଲ୍ଲୀପ ସାମଲ): ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦିବ୍ୟାଙ୍ଗ ଛାତ୍ର ସୁଗମ କୁମାର ପାଢ଼ୀ(ମୁରାରୀ) ଭେଟି ଖୁସି ଜାହିର କରିଛନ୍ତି । ସେ ଗଞ୍ଜାମ ଜିଲା ଛତ୍ରପୁର ସହରର ସତ୍ୟବାଦୀନଗର ନିବାସୀ ଆଇନଜୀବୀ ମନୋଜ କୁମାର…

ଅଚାନକ୍ ମଣ୍ଡି ପରିଦର୍ଶନ କଲେ ଭଞ୍ଜନଗର ଉପ ଜିଲାପାଳ, ନୋଡାଲ ଅଫିସର- କ୍ବାଲିଟି ଆନାଲିସିସଙ୍କୁ କାରଣ ଦର୍ଶାଅ ନୋଟିସ୍

ଭଞ୍ଜନଗର,୩।୧(ବାବୁଲା ପ୍ରଧାନ):  ଗଞ୍ଜାମ ଜିଲାରେ ବର୍ତ୍ତମାନ ମଣ୍ଡି ଗୁଡ଼ିକରେ ଧାନ କିଣା ଚାଲିଛି । କିନ୍ତୁ ମଣ୍ଡି ଗୁଡ଼ିକରେ ନାନା ଅବ୍ୟବସ୍ଥା ହେଉଥିବା ଅଭିଯୋଗ ହେଉଛି। ଏନେଇ ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର ବେହେରାଙ୍କ ପାଖରେ ମଧ୍ୟ ଏକାଧିକ ଅଭିଯୋଗ ପହଞ୍ଚିଥିଲା।…

ଥାନା ଅଧିକାରୀଙ୍କ ଦରମା ବନ୍ଦ: ମହଙ୍ଗା ପଡ଼ିଲା…

ତିର୍ତ୍ତୋଲ,୩।୧(ଗୌରାଙ୍ଗ ସ୍ବାଇଁ):ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଆଦେଶ ଅବମାନନା କାରଣରୁ ତିର୍ତ୍ତୋଲ ଥାନା ଅଧିକାରୀ ପ୍ରଦୀପ କୁମାର ସେଠୀଙ୍କ ଦରମା ବନ୍ଦ କରାଯାଇଛିି। ଜଗତସିଂହପୁର ଜିଲାପାଳ, କିଲିପାଳ ବାଲି ସଇରାତରୁ ବେନିୟମ ବାଲି ଉଠାଣ କାରଣରୁ କିଛି ବାଲି ବୋଝେଇ ହାଇଓ୍ବା ଜବତ…

ଘୁମୁସର ବନଖଣ୍ଡରେ ୭ ପର୍ଯ୍ୟନ୍ତ ବାଘ ଗଣନା: ବାଘର ପାଦ ଚିହ୍ନ…

ଭଞ୍ଜନଗର,୩।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକଙ୍କ ଅଧୀନରେ ଥିବା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ, ଘୁମୁସର ଦକ୍ଷିଣ ବନଖଣ୍ଡ, ବଉଦ, ବ୍ରହ୍ମପୁର ଓ ବାଲିଗୁଡା ବନଖଣ୍ଡରେ ଶୁକ୍ରବାରଠାରୁ ବାଘ ଗଣନା ଆରମ୍ଭ ହୋଇଛି। ଏହା ୬…

ପୁରୁଷୋତ୍ତମପୁର କୋର୍ଟ ପକ୍ଷରୁ ପରିବେଶ ନ୍ଯାୟ ଜନିତ ସଚେତନତା କାର୍ଯ୍ଯକ୍ରମ, ଗଛ ଲଗାଇ…

ପୁରୁଷୋତ୍ତମପୁର,୩/୧(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସିତାରାମପୁର ଆଗ୍ରାହରମ ପ୍ରାଥମିକ ବିଦ୍ଯାଳୟ ପରିସରରେ ଶନିବାର ପରିବେଶିକ ନ୍ଯାୟଜନିତ ସଚେତନତା କାର୍ଯ୍ଯକ୍ରମ ଆୟୋଜିତ ହୋଇଥିଲା । ଆଇନସେବା କମିଟିର ଅଧ୍ଯକ୍ଷ ସିନିୟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri