ସଭିଏଁ ପଢ଼ିବେ ସଭିଏଁ ବଢ଼ିବେ: ଆସ ସ୍କୁଲ ଯିବା …
ଦିଗପହଣ୍ଡି,୧୯।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମସରକାରୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ‘ଆସ ସ୍କୁଲ ଯିବା’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆଦୌ ସ୍କୁଲ ଯାଇ ନ ଥିବା ଏବଂ ୧୮ ବର୍ଷରୁ କମ ବୟସର ଯେଉଁ ପିଲାମାନେ…
ସୁସ୍ଥ ନାରୀ, ସଶକ୍ତ ପରିବାର: ବିକଶିତ ଭାରତ ଗଠନ ଦିଗରେ ଗୁରୁତ୍ୱ
ଦିଗପହଣ୍ଡି,୧୯।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡା ଗ୍ରାମ ଅଙ୍ଗନୱାଡ଼ି କେନ୍ଦ୍ର୧ର ଜ୍ଞାନ କୋଠରୀରେ ପଞ୍ଚାୟତ ସ୍ତରୀୟ ରାଷ୍ଟ୍ରୀୟ ପୋଷଣ ମାସ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଅଙ୍ଗନୱାଡି ସୁପ୍ରଭାଇଜର ବିଳାସିନୀ ପାଣିଗ୍ରାହୀଙ୍କ ସଂଯୋଜନାରେ ଅନୁଷ୍ଠିତ ସଚେତନତା ସଭାରେ…
ଘର ଭିତରକୁ ପଶିଗଲା ଟ୍ରକ; ଚାଲିଗଲା ଡ୍ରାଇଭରଙ୍କ ଜୀବନ, ଭଞ୍ଜନଗର ପୂର୍ବତନ ବ୍ଲକ କଂଗ୍ରେସ ସଭାପତି ଆହତ
ଭଞ୍ଜନଗର,୧୯।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମପୁର ମୁଖ୍ୟ ରାସ୍ତାର କଇଁଣ୍ଡି ଗ୍ରାମରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଗୁରୁବାର ରାତିରେ ଜଣଙ୍କ ଘର ଭିତରକୁ ଏକ ଟ୍ରକ ପଶିଯିବା ଫଳରେ ଘଟଣାସ୍ଥଳରେ ଟ୍ରକ ଚାଳକଙ୍କ ମୃତ୍ୟୁ ଘଟିଛି। ଘଟଣା ପରେ ଗାଡିରୁ ସୁରକ୍ଷିତ…
କ୍ରିକେଟ ମ୍ୟାଚରେ ହାର ଜିତ୍କୁ ନେଇ ବଚ୍ସା: ରାତିରେ ଯୁବକଙ୍କୁ ଗୋଡାଇ ଗୋଡାଇ ଖଣ୍ଡାରେ…
ଦିଗପହଣ୍ଡି,୧୯।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୁକୁଡ଼ାଖଣ୍ଡି ବ୍ଲକ ବନ୍ଥପଲ୍ଲୀ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଶିବଶଙ୍କର ବିଷୋୟୀ ନାମକ ଜଣେ ଯୁବକଙ୍କୁ ଗ୍ରାମର କିଛି ଯୁବକ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା…
ହଜିଯାଇଥିବା ସୁନା ଫେରାଇଲା ପୋଲିସ
ଜଗନ୍ନାଥପ୍ରସାଦ,୧୯ା୯(ବିଭୁ ପ୍ରସାଦ ପଟ୍ଟନାୟକ): ମଙ୍ଗଳସୂତ୍ରକୁ ସଜାଡ଼ିବା ପାଇଁ ଆସି ଅସାବଧାନତାରୁ ହଜିଯାଇଥିବା ୫ ଗ୍ରାମର ଏକ ସୁନା ମଙ୍ଗଳସୂତ୍ର ଶୁକ୍ରବାର ଥାନା ଅଧିକାରୀ ପ୍ରମୋଦ କୁମାର ଲେଙ୍କା ସୁବଳ ନାୟକଙ୍କୁ ହସ୍ତାନ୍ତର କରିଛନ୍ତି। ସୂଚନାନୁଯାୟୀ, ଗତ ୧୬ ତାରିଖ ମଙ୍ଗଳବାର ଲୁଣିଢେପ…
କର୍ପୋରେଟରଙ୍କ ଘର ଉପରକୁ ବୋମାମାଡ଼
ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ବଡ଼ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ରହୁଥିବା ବିଇଏମ୍ସିର ୯ ନଂ ଓ୍ବାର୍ଡର କର୍ପୋରେଟର ସନ୍ତୋଷ କୁମାର ସେଠୀଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଏଥିରେ ସେ ଓ ତାଙ୍କ ପରିବାର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବୋମାମାଡ଼ର…
ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ପଙ୍କଜ ବାରିକଙ୍କ ଅକାଳ ବିୟୋଗ, ନାଟ୍ୟ ଅଭ୍ୟାସ ସାରି ଫେରିବା ପରେ…
ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ପଙ୍କଜ କୁମାର ବାରିକ (ମିଟୁ ସାର )ଙ୍କ ଗୁରୁବାର ବିଳମ୍ବିତ ରାତିରେ ହୃଦଘାତରେ ବିୟୋଗ ଘଟିଛି । ଗତକାଲି ମଲାଡ଼ ଗ୍ରାମରେ ନାଟକର ନାଟ୍ୟ…
୫ଟି ପଞ୍ଚାୟତବାସୀ ନିର୍ଭର କରୁଥିବା ରାସ୍ତା ଏବେ ବିପଦପୂର୍ଣ: ମାଡି ଆସିଲାଣି ଗଛ ଡାଳ
ଗଞ୍ଜାମ,୧୮।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳି ଜଗନ୍ନାଥପୁର ଗ୍ରାମଠାରୁ କଲ୍ୟାଣପୁର ପର୍ଯ୍ୟନ୍ତ ରାସ୍ତା ବର୍ତ୍ତମାନ ବିପଦପୂର୍ଣ । ପାଞ୍ଚଟି ପଞ୍ଚାୟତ ତଥା କାଇଁଚପୁର,ମଲାଡ଼,ସନ୍ତୋଷ ପୁର, ଖଣ୍ଡ ଦେଉଳୀ ଓ ପୋଇରାଶି ଆଦି ପଞ୍ଚାୟତବାସୀ ନିର୍ଭର କରୁଥିବା ମୁଖ୍ୟ…
କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର
ଗୋପାଳପୁର,୧୮ା୯(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଧୀନ ଏକ ଗ୍ରାମର ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ମାମଲାରେ ଗୁରୁବାର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କୋଳଥିଗାଁ ଦିବାକର ଦାସ (୧୯)। ଏହି…
ଫାଇନାନ୍ସ ସଂସ୍ଥାର ଏଜେଣ୍ଟଙ୍କୁ ଅପହରଣ କରି କୋଟିଏ ଟଙ୍କା ରଖିଥିଲେ ମୁଣ୍ଡ ଜାମିନ: ଧରାପଡିବା ପରେ…
ଦିଗପହଣ୍ଡି/ଚିକିଟି,୧୮।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଅପହରଣ ଏବଂ ହତ୍ୟା ଉଦ୍ୟମ ଅଭିଯୋଗରେ ଗଞ୍ଜାମ ଜିଲା କେ.ନୂଆଗାଁ ପୋଲିସ ଜଣେ ଫେରାର ଥିବା ଅଭିଯୁକ୍ତଙ୍କୁ ଆନ୍ଧ୍ରପ୍ରଦେଶରୁ ଧରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବ୍ରହ୍ମପୁର ଗୋଷାଣୀ ନୂଆଗାଁ ଥାନା…
ହତ୍ୟା ଉଦ୍ୟମ ଘଟଣା: ୨ ଅଭିଯୁକ୍ତ ଜେଲ ଗଲେ
ଦିଗପହଣ୍ଡି,୧୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ବିଜୟ ପଦ୍ମନାଭପୁର ଲାଡିଗାଁର ଭୁକୁଲି ସେଠୀ ଏବଂ ତାଙ୍କ ପ୍ରତିପକ୍ଷ ବି. ତୁରୁବୁଡ଼ିି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ମିଥୁନ ସେଠୀଙ୍କୁ ଦିଗପହଣ୍ଡି ପୋଲିସ ହତ୍ୟା ଉଦ୍ୟମ ଘଟଣାରେ ଗିରଫ…
କୋମ୍ବିଂ ଅପରେଶନବେଳେ ସୁରକ୍ଷାକର୍ମୀ-ମାଓବାଦୀ ମଧ୍ୟରେ ଗୁଳିବିନିମୟ: ଯବାନ ଗୁରୁତର
ଭଞ୍ଜନଗର,୧୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୀମା ଠାରୁ ୫ କି.ମି. ଭିତରକୁ କନ୍ଧମାଳ ଜିଲା ରାଇକିଆ ଥାନା ଅନ୍ତର୍ଗତ ଦାଉସର ଜଙ୍ଗଲରେ ଗୁରୁବାର ଏସଓଜି ପକ୍ଷରୁ କୋମ୍ବିଂ ଅପରେଶନ ଚାଲିଥିଲା। ଏହି ସମୟରେ ଯବାନ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ…
Archives


