ଗଞ୍ଜାମ

ହୋଟେଲ ଉପରେ ଅତର୍କିତ ଚଢ଼ାଉ: ମୁଖ୍ୟ ସଡ଼କରୁ ଜବରଦଖଲ ଉଚ୍ଛେଦ

ଭଞ୍ଜନଗର,୧୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେଉଛି। ଯାତ୍ରା ସମୟରେ ଟ୍ରାଫିକ ନିୟନ୍ତ୍ରଣ କରିବା ଏବଂ ହୋଟେଲ ଗୁଡିକରେ ଯେଭଳି ଭଲ ଖାଦ୍ୟ ମିଳିବ, ସେଥିପାଇଁ ପ୍ରଶାସନ, ପୋଲିସ, ମ୍ୟୁନିସିପାଲଟି ପକ୍ଷରୁ ମିଳିତ…

ବିଦ୍ୟାଳୟ ଅଭିମୁଖେ ଯାଉଥିବାବେଳେ ବଡ଼ ଅଘଟଣ: ସ୍କୁଲ ଗାଡ଼ି ଓଲଟି ୧୦ ଛାତ୍ରୀଛାତ୍ର…

ଦିଗପହଣ୍ଡି/ଚିକିଟି,୧୮।୪(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ଧାନଘର ଛକ ବିଦ୍ୟୁତ କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାକଡରେ ଥିବା ଏକ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଶନିବାର ସକାଳେ ଏକ ସ୍କୁଲ ଗାଡ଼ି ଓଲଟି ପଡିଛି। ମା ’…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି ଘଟିଛି ଗଞ୍ଜାମ ଜିଲା ଆସିକା ବ୍ଲକ ମୁନିଗାଡ଼ି ଗ୍ରାମରେ । ଉକ୍ତ ଗ୍ରାମର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମାମଲା ନଂ.୯୫/୨୬ ଓ ୯୬/୨୬…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ଯୁବତୀଙ୍କ ବାପା କେ.ନୂଆଗାଁ ଥାନାରେ ଏତଲା ଦେବାପରେ ଆଇଆଇସି ବିଶ୍ୱଜିତ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି ପୋଷ୍ଟ ଅଫିସରେ ଗ୍ରାମୀଣ ଡାକ ସେବକ(ଜିଡିଏସ) ଭାବେ କାର୍ଯ୍ୟ କରୁଛନ୍ତି। ଗତ ୨୦୧୪ରେ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ ଜଗନ୍ନାଥ,ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ନୂତନ ଦାରୁ ବିଗ୍ରହ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବାରେ ପୋଲିସର ମୁଖ୍ୟ ଭୂମିକା ରହିଛି। ତେଣୁ ପୋଲିସ ବର୍ତ୍ତମାନଠାରୁ…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ ଜନଗଣନା ହୋଇଥିଲା। ୨୦୨୧ରେ ଜନଗଣନା ହେବାର ଥିଲା। କିନ୍ତୁ ସେ ସମୟରେ ସମଗ୍ର…

ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…

ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ ଅସ୍ତ୍ରୋପଚାର ଘଟଣା ପଦାକୁ ଆସିଛି। ଗଜପତି ଜିଲା ଆର. ଉଦୟଗିରି ବ୍ଲକ ଅନ୍ତର୍ଗତ…

ସିବିଏସ୍‌ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ ପରୀକ୍ଷାରେ ୫୦୦ରୁ ୪୭୧ମାର୍କ( ୯୪.୨%) ରଖି ବ୍ଲକ ଟପ୍ପର ହୋଇଥିବା ଜଣାପଡିଛି ।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ହତ୍ୟାର ଶିକାର ବ୍ୟକ୍ତି ହେଲେ କେ. ଭଗବାନ ରେଡ୍ଡୀ। ଏହି ମାମଲାରେ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?