ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା
ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ ସର୍ପାଘାତରେ ମୃତ୍ୟୁବରଣ କରିଛନ୍ତି। ସାଇଆମ୍ମା ଘର ଭିତରୁ ବାଡ଼ିପଟକୁ ଯିବା ପାଇଁ କବାଟ…
ଯୋଗ୍ୟ ଶିକ୍ଷାନୁଷ୍ଠାନକୁ ଅନୁଦାନ ପ୍ରଦାନ ଦିଆଯାଉ, ଭଞ୍ଜନଗର ବିଧାୟକଙ୍କୁ ଦାବିପତ୍ର
ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ବିଭିନ୍ନ ଦାବି ଉପରେ ସରକାରଙ୍କ ଉଦ୍ଦେଶ୍ୟରେ ବୁଧବାର ଦାବିପତ୍ର…
ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…
ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ ଦାଦନ ଶ୍ରମିକ ଭାବେ କାମ କରିବାକୁ ମୁମ୍ବାଇ ଯାଇଥିବା ବେଳେ ସେଠାରେ ସୋମବାର…
ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ
ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି । ତେବେ ତାଙ୍କ ଦ୍ବାଦଶରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇ ଯାଇଛି ।…
୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…
ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି ରାସ୍ତାରେ ସନ୍ଦେହଜନକ ଭାବେ ଯାଉଥିବା ଏକ କାର୍ ଓ ଏକ ମୋଟରସାଇକେଲକୁ ଅଟକାଇ…
ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍ ଅଚଳ: ଚିନ୍ତାରେ ଚାଷୀ
ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର ପୋଷୁଛନ୍ତି ମାତ୍ର ଜିଲାରେ ୫୦% ଭାଗ ଜମିକୁ ଜଳସେଚନ ଥିବାରୁ ଦୋ’ ଫସଲି…
ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ
ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରୁନି । ଜନ ପ୍ରତିନିଧି ଓ ପ୍ରଶାସନର ଉଦାସନିୟତା ଯୋଗୁ ଅସୁବିଧା ଭୋଗ…
ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି
ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି ଦିନ ହେବ ପାଇପ୍ ଯୋଗେ ଗୋଳିଆ ପାଣି ଆସୁଥିଲା। ଏନେଇ ସ୍ଥାନୀୟ ଲୋକେ…
ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା
ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଗସ୍ତ କରି ଏକ ନୂତନ ଇତିହାସ ସୃଷ୍ଟି କରିଛନ୍ତି। ତପ୍ତପାଣିର ପ୍ରକୃତିଦତ୍ତ ଉଷ୍ମ…
ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି
ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଛନ୍ତି। ଏହାପରେ ରାସ୍ତାରେ ଅଟକି…
ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଏନ୍ସିସି ଆର୍ମି ୱିଙ୍ଗ, ନାଭାଲ ୱିଙ୍ଗ,…
ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….
ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର ବାଣ ସହ ଏକ ଡାଲା ଅଟୋ OD25D2062 କୁ ପୋଲିସ ଜବତ କରିଛି।…
Archives


