ଗଞ୍ଜାମ

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ ହେବ। ଏଥିପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭଞ୍ଜନଗର ବିଧାୟକ ତଥା କୁର୍ମୀ କ୍ଷତ୍ରିୟ…

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ଗେଟବଜ଼ାର ବିଲ ସାହିର ମୂଳ ନିବାସୀ ତଥା ନୂଆପଡା…

ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…

ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି । ମୃତ ଯୁବକ ଜଣକ ହେଲେ…

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ ଜବତ କରି ଘଟଣାର ଛାନ୍‌ଭିନ୍‌ କରୁଛି। ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ…

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି । ଏଥିରେ ପ୍ରଫୁଲ୍ଲ ରାଉତ ନାମକ ଜଣେ ଗୁରୁତର ହୋଇଛନ୍ତି। ସେହିପରି ପଡୋଶୀ, ଚାରୋଟି ଘରର…

ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌, ଘନ କୁହୁଡି ଯୋଗୁ…

ଆସିକା,୨୩।୧୨(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ପାକଲା ପଲି ଛକ ନିକଟରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌। ଫଳରେ ପିକଅପ ଭ୍ୟାନ୍‌ର ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ଆହତ ହେଲେ ବରଗଡ଼ ଅଞ୍ଚଳର ଅଭିଷେକ…

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ ହୋଇଛି । ତେବେ ଏହାଶୁଣି ପରିବାର ଲୋକେ ଭାଙ୍ଗିପଡିଥିବା ବେଳେ ତାଙ୍କ ମୃତଦେହ ଭିଟାମାଟିକୁ…

୨୪ ନୂଆ ଏନଏସି, ୫ ମ୍ୟୁନିସିପାଲଟି ପାଇଁ ବିଜ୍ଞପ୍ତି ପ୍ରକାଶ: ଗଞ୍ଜାମ ଜିଲାର ଏହି ସବୁ ଅଞ୍ଚଳ…

ଛତ୍ରପୁର, ୨୩।୧୨ (ଦିଲ୍ଲୀପ ସାମଲ): ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ପାଲଲହଡା, ସିମୁଳିଆ, ସୋହେଲା, ତିହିଡି, ଧୂଷୁରୀ, ସାଲେପୁର, ବଡମ୍ବା, ନରସିଂହପୁର, ଗନ୍ଦିଆଁ, ଜଗନ୍ନାଥପ୍ରସାଦ, ପାତ୍ରପୁର, ନର୍ଲା,…

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ ସମାରୋହ ଅତି ଆଡମ୍ବର ସହକାରେ ଶୁଭାରମ୍ଭ ହୋଇଛି। ପ୍ରଥମ ଦିବସରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ…

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ କାମ କରୁଥିଲେ। ୧୯ ତାରିଖରେ କିଛି ସାଙ୍ଗଙ୍କ ସହିତ ଗ୍ରାମକୁ ଫେରୁଥିବା ବେଳେ ଆନ୍ଧ୍ରପ୍ରଦେଶ…

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ ପରିବର୍ତ୍ତନ କରିଛନ୍ତି। ଏହାଦ୍ବାରା ଗରିବ ଲୋକ ଯୋଜନାର ଲାଭ ପାଇବେ ନାହିଁ। ତେଣୁ ଏହାର…

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି ସନ୍ଧ୍ୟାରେ ଏହି ଖବର ଜଣାପଡିବା ପରେ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଛନ୍ତି। ଏଥିସହ ଭଞ୍ଜନଗର ବିଧାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri