ରାସ୍ତାରେ ବାଲି-ଗୋଡି ଗଦା: ଯାତାୟାତ ବାଧାପ୍ରାପ୍ତ
ଗଞ୍ଜାମ,୨୯।୪(ବିଦ୍ୟାଧର ସାହୁ): ଗଞ୍ଜାମ ସାନବଜାର ଷ୍ଟେଶନକୁ ଯିବା ରାସ୍ତାରେ ଘର ନିର୍ମାଣ ପାଇଁ ଆସୁଥିବା ଗୁଡ଼ି ବାଲି ଦୀର୍ଘ ଦିନ ଧରି ପଡି ରହିଥିବା ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହୋଇଛି । ଉକ୍ତ ତୋକିଡିଆ ରାସ୍ତାରେ ସହର...
ଯୁବକଙ୍କୁ ନୃଶଂସ ହତ୍ୟା: ରାସ୍ତାକଡ଼ରୁ ମୃତଦେହ ଜବତ
ଚିକିଟି/ଦିଗପହଣ୍ଡି,୨୯।୪(ପ୍ରକାଶ ଚନ୍ଦ୍ର ସାହୁ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ରାମପୁର ଗାଁ ନିକଟରେ ଘଟିଛି ବିଭତ୍ସ ହତ୍ୟା। ଜଣେ ଯୁବକଙ୍କୁ ଗଳାକାଟି ନୃଶଂସ ଭାବେ ହତ୍ୟାକରିବା ପରେ ଦୁର୍ବୃତ୍ତ ମାନେ ଫେରାର ହୋଇଯାଇଛନ୍ତି। ମୃତ...
ନାବାଳିକା ଶାଳୀଙ୍କୁ ବଳାତ୍କାର କରୁଥିଲେ ଭିଣେଇ, ସେ ଗର୍ଭବତୀ ଥିବା ଜଣାଇବା ପରେ…
ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଏକ ଗାଁରେ ଅଭାବନୀୟ ଘଟଣା ଘଟିଛି। ୧୦ମ ଶ୍ରେଣୀରେ ପାଠ ପଢୁଥିବା ଜଣେ ନାବାଳିକା ଶାଳୀଙ୍କୁ ଭିଣୋଇ ଗର୍ଭବତୀ କରିଥିବା ନେଇ ଦିଗପହଣ୍ଡି ଥାନାରେ ଏତଲା ହୋଇଛି। ପୀଡ଼ିତାଙ୍କ...
ବଜ୍ରାପାତରେ ଯୁବକ ଗୁରୁତର
ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ୍ ଛଣମେରି ପଞ୍ଚାୟତ ପେଣ୍ଡୁରାଖାଳି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରାପାତରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ବିଦେଶୀ ସେଠୀ। ବିଦେଶୀ ନିଜ ପରିବା ବାଡ଼କୁ ଯାଇଥିବା ବେଳେ ଅଚାନକ ଝଡବର୍ଷା...
ମା’ ବଡରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଝାଲିଆଗୋଛାକୁ ହରାଇ ଛେଦାଭୂମୀ ଚାମ୍ପିୟନ
ଭଞ୍ଜନଗର,୨୮।୪ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ପଞ୍ଚାୟତ ଝାଲିଆଗୋଛା ଠାରେ ଚାଲିଥିବା ମା’ ବଡରାଉଳ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ ସୋମବାର ଅନୁଷ୍ଠିତ ହୋଇଥିଲା। ଝାଲିଆଗୋଚ୍ଛା ପ୍ରଥମେ ଟସ ଜିତି ନିର୍ଦ୍ଧାରିତ ୧୨ ଓଭରରେ ୬...
୨ ପରିବାର ମଧ୍ୟରେ ଗଣ୍ଡଗୋଳ, ୩ ଗୁରୁତର
ଧରାକୋଟ,୨୮ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଜଗମୋହନ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଜଗମୋହନ ଗୋଲାସାହିର ଶିବ...
ପାରିବାରିକ କଳହ ହେଲା କାଳ: ବାପାଙ୍କୁ ପିଟିପିଟି ମାରିଦେଲେ ୨ପୁଅ
ପୁରୁଷୋତ୍ତମପୁର,୨୮।୪( ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଘଳା ପଞ୍ଚାୟତ କୁଷପୁର ଗ୍ରାମରେ ସୋମବାର ଏକ ଅଭାବନିୟ ଘଟଣା ଘଟିଛି। ନିଜ ଜନ୍ମକଲା ବାପାକୁ ଦୁଇପୁଅ ଅତି ନୃଶଂସ ଭାବରେ ପିଟିପିଟି ମାରିଦେଇଛନ୍ତି। ଏହି ଘଟଣା ଅଞ୍ଚଳରେ...
ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ
ଛତ୍ରପୁର,୨୮।୪(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅଧିନ ଟିଟାମିୟମ କମ୍ପାନୀ ଗେଟ ସମ୍ମୁଖରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ କିପରି ଦୁର୍ଘଟଣା ଘଟିଲା ତାହା ମଧ୍ୟ ଅସ୍ପଷ୍ଠ ରହିଛି...
ବିଭିନ୍ନ ସମସ୍ୟା ନେଇ ଆନ୍ଦୋଳନକୁ ଓହ୍ଲାଇଲା ଭାରତୀୟ କମ୍ୟୁନିଷ୍ଟ ପାର୍ଟି
ଛତ୍ରପୁର,୨୮।୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଜନ ସମସ୍ୟାର ସମାଧାନ ନେଇ ଆଜି ଆନ୍ଦୋଳନକୁ ଓହ୍ଲାଇଛି ଭାରତୀୟ କମ୍ୟୁନିଷ୍ଟ ପାର୍ଟି। ଚାଷୀ, କ୍ଷେତ-ମଜଦୂର, ଶ୍ରମିକ ଏବଂ ଗରିବ ଜନସାଧାରଣଙ୍କ ହକ ନିମନ୍ତେ ସ୍ବର ଉତ୍ତୋଳନ କରିଛି ଭାରତୀୟ କମ୍ୟୁନିଷ୍ଟ ପାର୍ଟି। ରାଜ୍ୟରେ ବହୁ...
‘ଧନ ଛାଡ଼ି ଜ୍ଞାନ ଅର୍ଜନ କଲେ ସମ୍ମାନ ମିଳିବ’
ଭଞ୍ଜନଗର,୨୮ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ପକ୍ଷରୁ ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଇନଜୀବୀ ଦିବସ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ...
ଆଇନଜୀବୀ ଦିବସ, ମଧୁବାବୁଙ୍କ ଜୟନ୍ତୀ ପାଳିତ
ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ସୋମବାର ଆଇନଜୀବୀ ଦିବସ ଓ ମଧୁବାବୁ ଜୟନ୍ତୀ ପାଳିତ ହୋଇଯାଇଛି। ଓକିଲ ସଂଘ କାର୍ଯ୍ୟାଳୟ ପରିସରରେ ସଂଘ ସଭାପତି ହୃଦୟ ରଞ୍ଜନ ମେକାପଙ୍କ ସଂଯୋଜନାରେ ଆୟୋଜିତ...
ଭଞ୍ଜଙ୍କ କାବ୍ୟ, କବିତାର ସୁରକ୍ଷା କରାଯିବ: ବିଧାୟକ
ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଶ୍ରୀବିଘ୍ନରାଜ ଚାରିଟେବୁଲ ଏବଂ ସମ୍ଭବ ସାହିତ୍ୟ ପରିବାର ପକ୍ଷରୁ ରାଜ୍ୟସ୍ତରୀୟ ଭଞ୍ଜ ସାହିତ୍ୟ ଆଲୋଚନାଚକ୍ର ଶନିବାର ଭୁବନେଶ୍ବରସ୍ଥିତ ବୁଦ୍ଧ ମନ୍ଦିରଠାରେ ଅନୁଷ୍ଠିତ ହୋଇଛି । ପ୍ରଥମ ଅଧିବେଶନରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି...
Archives


