ଗଞ୍ଜାମ

ଅକ୍ସିଜେନ ପ୍ଲାଣ୍ଟ କାର୍ଯ୍ୟକ୍ଷମର ସପ୍ତାହ ପରେ ଅଚଳ

ଭଞ୍ଜନଗର,୩୦।୧୨(ଡି.ଏନ.ଏ): କରୋନାର ସମ୍ଭାବ୍ୟ ଚତୁର୍ଥ ଲହରକୁ ସାମନା କରିବାକୁ ବିଭିନ୍ନ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଉନ୍ନତୀ ପ୍ରତି ଯେତିକି ଧ୍ୟାନ ଦେବାକଥା ଦେଉନାହାନ୍ତି। ଏହି ଡାକ୍ତରଖାନାରେ ଖାଲି...

ଘରୁ ତଡ଼ିଦେଲେ ପୁଅ ବୋହୂ, ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ଛତ୍ରପୁର,୩୦ା୧୨(ଡି.ଏନ୍‌.ଏ): ଜନ୍ମ କଲା ମା’ ଏବେ ପୁଅମାନଙ୍କ ପାଇଁ ଅଲୋଡ଼ା ହୋଇପଡ଼ିଛନ୍ତି। ପରିଣତ ବୟସରେ ମା’ଙ୍କୁ ଘରୁ ତଡ଼ିଦେଇଛନ୍ତି ପୁଅ ବୋହୂ। ଶେଷରେ କିଛି ଉପାୟ ନପାଇ ମା’ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି। ପରେ କେତେକ ଗ୍ରାମବାସୀ ଓ...

ପୋଷ୍ଟ ଅଫିସ ସ୍ଥାନାନ୍ତରଣ ନେଇ ଅସନ୍ତୋଷ

ବ୍ରହ୍ମପୁର ଅଫିସ୍‌,୩୦ା୧୨: ବ୍ରହ୍ମପୁର ସହରତଳି ଅଞ୍ଚଳ ତଥା ବ୍ରଜନଗରରେ ଅବସ୍ଥିତ ଆଇପିପିବିଏସ୍‌ (ଇଣ୍ଡିଆନ ପୋଷ୍ଟାଲ ପେମେଣ୍ଟ ବ୍ୟାଙ୍କ ସର୍ଭିସ) କ୍ଷମତା ଧାରଣକ୍ଷମ ପୋଷ୍ଟ ଅଫିସକୁ ଅନ୍ୟତ୍ର ସ୍ଥାନାନ୍ତର ନେଇ ଅସନ୍ତୋଷ ଦେଖାଦେଇଛି। ଏ ନେଇ ବ୍ରଜନଗର ଉନ୍ନୟନ ପରିଷଦ ପକ୍ଷରୁ...

ଜୟନ୍ତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଜାତୀୟ ପୁରସ୍କାର ଲାଗି ମନୋନୀତ

ବ୍ରହ୍ମପୁର ଅଫିସ,୩୦।୧୨:ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଚଳିତ ବର୍ଷ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଜାତୀୟ ପୁରସ୍କାର ନିମନ୍ତେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କବି ଜୟନ୍ତ ମହାପାତ୍ରଙ୍କୁ ମନୋନୀତ କରାଯାଇଛି। ଜାନୁୟାରୀ ୨ରେ ବିଶ୍ୱବିଦ୍ୟାଳୟର ୫୭ ତମ ପ୍ରତିଷ୍ଠା ଦିବସ ଅବସରରେ ଏହି ପୁରସ୍କାର...

ସାପ କାମୁଡାରେ ଶିଶୁକନ୍ୟା ମୃତ

ହିଞ୍ଜିଳିକାଟୁ ୨୯।୧୨( ଡି.ଏନ.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ସାରୁ ଗ୍ରାମରେ ସାପ କାମୁଡାରେ ୪ ବର୍ଷର ଶିଶୁ କନ୍ୟାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭଲକ୍ଷ୍ମୀ ସାହୁ। ସୂଚନାନୁସାରେ, ଶୁଭଲକ୍ଷ୍ମୀ ଘରେ ଖେଳୁଥିବା ସମୟରେ ଏକ ବିଷଧର...

ତାରାତାରିଣୀଙ୍କ ପୀଠରେ ହକି ବିଶ୍ବକପ୍‌ ଟ୍ରଫିକୁ ସ୍ବାଗତ

ପୁରୁଷୋତ୍ତମପୁର,୨୯।୧୨(ଡି.ଏନ.ଏ.): ପୁରୁଷ ହକି ବିଶ୍ବକପ୍‌ ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରବାର ହକି ବିଶ୍ବକପ୍‌ ଟ୍ରଫିକୁ ସ୍ବାଗତ କରାଯାଇଛି। ତାରାତାରିଣୀଙ୍କ...

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା, ଅଖାରେ ଭର୍ତ୍ତି କରି ନାଳରେ ଫୋପାଡି ଥିଲେ

ଦିଗପହଣ୍ଡି,୨୯ା୧୨(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରେ ଗତ ୧୯ ତାରିଖରୁ ନିଖୋଜ ଥିବା କୃଷ୍ଣଚନ୍ଦ୍ର ବେହେରାଙ୍କ ଗଳିତ ମୃତଦେହ ପୋଲିସ ଗଜପତି ଜିଲା ଆର.ଉଦୟଗିରି ଥାନା ଲାଞ୍ଜିଆ ଗ୍ରାମ ନିକଟ ମାଙ୍କଡଡିଆଁ ନାଳରୁ ବୁଧବାର ଜବତ କରିଛି। ଅଖାରେ ବନ୍ଧାଯାଇଥିବା...

ତଦନ୍ତ କରିବେ ଜିଏସ୍‌ଟି ଅଧିକାରୀ

ଛତ୍ରପୁର,୨୮।୧୨(ଡି.ଏନ.ଏ): ଗଞ୍ଜାମ ଜିଲାରେ ଜିଏସ୍‌ଟି ଅଧିକାରୀ ଦର୍ଶାଇ ଟ୍ରକ୍‌ ଡ୍ରାଇଭରଙ୍କୁ ମାଡମାରି ଟଙ୍କା ଠକେଇ ସହ ଲକ୍ଷାଧିକ ଟଙ୍କାର ଡିଲକ୍ସ ପାନ ମସଲା ଲୁଟ୍‌ ମାମଲାର ତଦନ୍ତ ଜାରି ରହିଛି ା ଏଥିରେ ୩ ନକଲି ଜିଏସ୍‌ଟି ଅଧିକାରୀଙ୍କ ସମେତ...

କାର୍ଯ୍ୟ ଦକ୍ଷତାରେ ଆସିକା ଥାନା ରାଜ୍ୟରେ ପ୍ରଥମ

ଆସିକା,୨୮।୧୨(ଡି.ଏନ.ଏ): କାର୍ଯ୍ୟଦକ୍ଷତା, କର୍ତ୍ତବ୍ୟନିଷ୍ଠତା ଓ ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କୁ ଉତ୍ତମ ସେବା ଯୋଗାଇ ଆସିକା ଥାନା ରାଜ୍ୟରେ ପ୍ରଥମ ସ୍ଥାନ ହାସଲ କରିଛି ା ରାଜ୍ୟ ଅପରାଧ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ପ୍ରଥମ କରି ୨୦୨୨ରେ ରାଜ୍ୟର ୬୪୩ ଥାନାର...

ଗିରଫ ଶଳା ଭାଉଜ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୮।୧୨: ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ତୃପ୍ତିନଗରରେ ଗତ ୨୨ ତାରିଖ ରାତିରେ ରଞ୍ଜିତ ପାତ୍ର(୩୫)ଙ୍କର ତାଙ୍କ ଶଳାଘରେ ମୃତ୍ୟୁ ଘଟିଥିଲା। ଯାହାକୁ ନେଇ ପରିବାର ଲୋକ ଏହା ଯୋଜନାବଦ୍ଧ ଭାବେ ମାରିଥିବା ନେଇ ଅଭିଯୋଗ କରିଥିଲେ। ପୋଲିସ...

ବେଳାଭୂମି ପାସ୍‌ ବିକ୍ରି ଅଭିଯୋଗରେ ଜଣେ ଅଟକ

ବ୍ରହ୍ମପୁର ଅଫିସ,୨୮।୧୨: ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ଅନ୍‌ଲାଇନରେ ପାସ୍‌ ପାଇବା ପାଇଁ ଓଏଲ୍‌ଏକ୍ସ ୱେବ୍‌ସାଇଟର ଆଇଡି ପ୍ରସ୍ତୁତ କରି ଦୁଇଦିନ ତଳେ ଜଣେ ଯୁବକ ଧରାପଡ଼ିଥିଲେ। ସେହିପରି ପୁଣି ଦୁଇଜଣ ଯୁବକ ନକଲି ପାସ୍‌ ଧରି ବେଳାଭୂମି ମହୋତ୍ସବକୁ ଯିବା...

ଦର୍ଶକଙ୍କୁ ବିମୋହିତ କଲେ ଅର୍‌ମାନ

ବ୍ରହ୍ମପୁର ଅଫିସ/ଗୋପାଳପୁର, ୨୮।୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ମହୋତ୍ସବର ୪ର୍ଥ ସନ୍ଧ୍ୟାରେ ପ୍ରବଳ ଜନ ସମାଗମ ଦେଖିବାକୁ ମିଳିଥିଲା। ମେଗା ସେଲିବ୍ରିଟି କାର୍ଯ୍ୟକ୍ରମରେ ବଲିଉଡ୍‌ର ଖ୍ୟାତନାମା କଣ୍ଠଶିଳ୍ପୀ ଅରମାନ୍‌ ମଲିକଙ୍କ କାର୍ଯ୍ୟକ୍ରମକୁ ନେଇ ଗୋପାଳପୁର ସମେତ ବ୍ରହ୍ମପୁରବାସୀଙ୍କ ମଧ୍ୟରେ ଉତ୍କଣ୍ଠା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri