ଗଞ୍ଜାମ

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଏନ୍‌ଏସି ୧୦ ନଂ ୱାର୍ଡ ଭେଙ୍କଟେଶ୍ୱର ସାହିରେ। ଦୀର୍ଘ ବର୍ଷ ହେଲା ସାହି…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ ବିଜେତା ସେନାପତି। ଗୁରୁତର ଅବସ୍ଥାରେ ବିଜେତାଙ୍କୁ ପରିବାର ଲୋକେ ଉଦ୍ଧାର କରି ଚିକିତ୍ସା…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ ପରଲୋକ ଘଟିଛି l ଶନିବାର ସକାଳେ ସବୁଦିନ ଭଳି ଚାହା ପିଉଥିବା ବେଳେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ବିଭାସ ଦାସ ସଭାପତିତ୍ୱ କରି ନିଜ ମାତୃଭାଷା ଯେତେ…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ ପାୱାର କଟ ପାଇଁ ଘୋଷଣା ହୋଇଥିଲା। ମାତ୍ର ୩ ଘଣ୍ଟା ପାୱାର କଟ…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ ଦେଉଳକୁ ଫେରିଯିବେ ମା’ କାଳୀ । ଚମାଖଣ୍ଡି ସୀତାନଗର ମା’ ଦଣ୍ଡ କାଳୀଙ୍କ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ ଜୋନ ଜିଲା ପରିଷଦ ସଦସ୍ୟ ବିପିନ ଚନ୍ଦ୍ର ପ୍ରଧାନଙ୍କୁ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଦକ୍ଷିଣ ବନଖଣ୍ଡରୁ ବିପୁଳ ପରିମାଣର ରଥ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୮୭ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ହେଲେ…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଛତ୍ରପୁର ଥାନାରେ ଏସଆଇ ଭାବେ କାର୍ଯ୍ୟ କରୁଥିଲେ । ପରବର୍ତ୍ତୀ ସମୟରେ ଗଞ୍ଜାମ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ ସଂଘ ସଭାପତି ଡ. ଯୁଧିଷ୍ଠିର ସ୍ବାଇଁ ଅଧ୍ୟକ୍ଷତା କରିଥିଲେ। ଆଇନଜୀବୀ ଅଶେଷ ନାଥ…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର)ରୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?