ଗଞ୍ଜାମ

ଥାନାରେ ନାବାଳିକା ବିଷାକ୍ତ ଜିନିଷ ଖାଇବା ଘଟଣା: ବନ୍ଧାହେଲେ ପୁରୁଷ ବନ୍ଧୁ, ଲଜ୍‌ ମାଲିକ

ବ୍ରହ୍ମପୁର,୩।୯(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲା ଗୋପାଳପୁର ଥାନା ପରିସରରେ ସୋମବାର ଅପରାହ୍ନରେ ଜଣେ ନାବାଳିକା କିଛି ବିଷାକ୍ତ ଜିନିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ନାବାଳିକାଙ୍କ ପୁରୁଷ ବନ୍ଧୁ ନିମଖଣ୍ଡି…

ଲୁଣ ଚାଷ ଜମିରେ ବିମାନବନ୍ଦର ନିର୍ମାଣ ପାଇଁ ରାଜ୍ୟପାଳଙ୍କୁ ସ୍ମାରକପତ୍ର: ଏଭଳି ହେଲେ ମିଳିବ ଏସବୁ ସୁବିଧା

ଗଞ୍ଜାମ,୩।୯(ବିଦ୍ୟାଧର ସାହୁ ): ଗଞ୍ଜାମ ହୁମା ମଧ୍ୟରେ ଥିବା କେନ୍ଦ୍ର ସରକାରଙ୍କ ୧୬୦୦ ଏକର ଲୁଣ ଚାଷ ଜମି ରହିଛି । ଏଠାରେ ଦଶ ବର୍ଷରୁ ଅଧିକ ହେବ ଲୁଣ ଚାଷ ବନ୍ଦ ରହିବା କାରଣରୁ ପ୍ରାୟ ତିନି ହଜାର ପରିବାର…

ଦିଗପହଣ୍ଡିରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଶ୍ରାଦ୍ଧବାର୍ଷିକୀ, ଅଭୁଲା ସ୍ମୃତିକୁ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜଦିଗପହଣ୍ଡି ନଗର ଓ ବ୍ଳକ ବିଜୁ ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସ୍ବର୍ଗତ ଡ. ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଦ୍ବିତୀୟ ଶ୍ରାଦ୍ଧବାର୍ଷିକୀ ପାଳନ କରାଯାଇଥିବା ଜଣାପଡିଛି। ସ୍ଥାନୀୟ ନୂଆ…

ଘରେ ପଶି ଚୋରି କରିବା ବେଳେ ପ୍ରତିବାଦ କରିବାରୁ ଆକ୍ରମଣ, ଜେଲ ଗଲେ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମର ବି.ପାର୍ବତୀ ପାତ୍ରଙ୍କୁ ଘରେ ପଶି ଠେଙ୍ଗାରେ ଆକ୍ରମଣ କରିଥିବା ଅଭିଯୋଗରେ ଚୁଡୁଙ୍ଗପୁର ଗ୍ରାମରେ ରହୁଥିବା ଗୋଳନଥରା ଥାନା ମଦନମୋହନପୁର ଗ୍ରାମର କାଳୁ ପାତ୍ରଙ୍କୁ ମଙ୍ଗଳବାର ଥାନା ଏସ୍‌ଆଇ ସୋଫିଆ…

ମାଳି ଜଗନ୍ନାଥପୁରରେ ଅଘଟଣ: ଗଣେଶ ଭସାଣି ବେଳେ ଛିଣ୍ଡିଲା ବିଦ୍ୟୁତ ତାର, ୩ ଜଣ…

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତ ମାଳି ଜଗନ୍ନାଥପୁର ରେଡି ସାହିରେ ମଙ୍ଗଳବାର ସନ୍ଧ୍ୟାରେ ଗଣେଶ ମୂର୍ତ୍ତି ବିସର୍ଜନ ସମୟରେ ହଠାତ ବିଦ୍ୟୁତ ତାର ଛିଣ୍ଡି ପଡିଲା। ସାହିର ତିନି ଜଣଙ୍କ ଉପରେ ତା’ର ଛିଡି ପଡିଯିବା…

ବୃଦ୍ଧାଙ୍କୁ ଘରେ ପଶି ଆକ୍ରମଣ ଘଟଣା: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମର ବି.ପାର୍ବତୀ ପାତ୍ରଙ୍କୁ ଘରେ ପଶି ଠେଙ୍ଗାରେ ଆକ୍ରମଣ କରିଥିବା ଅଭିଯୋଗରେ ଚୁଡୁଙ୍ଗପୁର ଗ୍ରାମରେ ରହୁଥିବା ଗୋଳନଥରା ଥାନା ମଦନମୋହନପୁର ଗ୍ରାମର କାଳୁ ପାତ୍ରଙ୍କୁ ମଙ୍ଗଳବାର ଥାନା ଏସ.ଆଇ ସୋଫିଆ ମିଶ୍ର ଗିରଫକରି…

ଜିଲାପାଳଙ୍କ ଦାରିଙ୍ଗବାଡି ଗସ୍ତ, ବିଭିନ୍ନ ପ୍ରକଳ୍ପ କଲେ ପରିଦର୍ଶନ

ଦାରିଙ୍ଗବାଡି, ୨।୯ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ମଙ୍ଗଳବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଗସ୍ତ କରିଛନ୍ତି। ସେ ଦାରିଙ୍ଗବାଡି ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ପରିଦର୍ଶନ କରିଥିଲେ। ପ୍ଳିହେରୀ ପଞ୍ଚାୟତ ଅଞ୍ଚଳରେ ଥିବା…

ଦିଗପହଣ୍ଡିରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ: ମୁଖ୍ୟ ଆକର୍ଷଣ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାରସାହି ଗଣେଶ ପୂଜା କମିଟି ପକ୍ଷରୁ ସୋମବାର ବିଳମ୍ବିତ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସୁରତରଙ୍ଗ ମେଲୋଡି ନାଇଟ ଆୟୋଜିତ ହୋଇଯାଇଛି। ଏହାକୁ ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା ଉଦ୍‌ଘାଟନ କରିଥିବା ବେଳେ ଏନ୍‌ଏସି କାର୍ଯ୍ୟ…

ପଞ୍ଚାୟତ ସ୍ତରରେ ଲୋକଙ୍କ ସହ କରୁଛନ୍ତି ଆଲୋଚନା, ବିଭିନ୍ନ ଯୋଜନାକୁ ନେଇ…

ଗଞ୍ଜାମ,୨/୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ କାର୍ଯ୍ୟାଳୟଠାରେ ଗ୍ରାମ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଯୋଗ ଦେଇ ଲୋକ ମାନଙ୍କ ବିଭିନ୍ନ ସମସ୍ୟା ନେଇ…

ରାତିରେ ଚାଲୁଥିଲା ଜୁଆ ଖେଳ, ଅଚାନକ ପହଞ୍ଚିଗଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨।୯ (ଦିଲ୍ଲୀପ ସାମଲ) : ଚମାଖଣ୍ଡି ଥାନା ପୋଲିସ କୌଣସି ପ୍ରକାରେ ସୂଚନା ପାଇଁ ସୋମବାର ରାତିରେ ମାଟିଖାଲ ଅଂଚଳରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଏଥଥିରେ ୪ ଜଣ ଜୁଆଡିଙ୍କୁ ଗିରଫ କରାଯାଇଛି। ଏହା ସହ…

ଜାତୀୟ କିକବକ୍ସିଂ ପ୍ରତିଯୋଗିତାରେ କମାଲ କଲେ ଶିଶୁ ପ୍ରତିଯୋଗୀ, ରୌପ୍ୟ ପଦକ ଜିତି ଆଣିଲେ ଗୌରବ

ଗଞ୍ଜାମ , ୨।୯(ବିଦ୍ୟାଧର ସାହୁ ): ତାମିଲନାଡୁର ଚେନ୍ନାଇସ୍ଥିତ ନେହୁର ଇନଡୋର ଷ୍ଟାଡିୟମରେ ୱାକୋ ଇଣ୍ଡିଆ କିକବକ୍ସିଂ ଫେଡେରେଶନ ଦ୍ୱାରା ଆୟୋଜିତ କିକ ବକ୍ସିଂ ପ୍ରତିଯୋଗିତା ସାରି ଓଡ଼ିଶା ଫେରିଛନ୍ତି ଗଞ୍ଜାମ ଜିଲାର ଚାରି ଜଣ ଶିଶୁ ପ୍ରତିଯୋଗୀ। ଚିଲ୍ଡରେନ ଓ…

ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଲା କାର୍‌: ବିଦ୍ୟୁତ ସେବା ପ୍ରଭାବିତ

ଭଞ୍ଜନଗର,୨/୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ସାଲୁଆପଲ୍ଲୀ ନିକଟରେ ମଙ୍ଗଳବାର ସକାଳେ ଏକ କାର ଗାଡ଼ି ଧକ୍କାରେ ୩୩ କେଭି ବିଦ୍ୟୁତ ଖୁଣ୍ଟ ଭାଙ୍ଗିଯାଇଛି। ଫଳରେ କଣ୍ଟେଇପଲ୍ଲୀ ଗ୍ରିଡ ସବ ଷ୍ଟେଶନରୁ ଭଞ୍ଜନଗର ବିଦ୍ୟୁତ ସେବା ବନ୍ଦ ହୋଇଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri