ଗଞ୍ଜାମ

ଜେଲ ଫେରନ୍ତା ଅପରାଧୀଙ୍କ ଉପରେ ତୀକ୍ଷ୍‌ଣ ନଜର ରଖ

ବ୍ରହ୍ମପୁର ଅଫିସ,୨୦ା୧୨: ବ୍ରହ୍ମପୁର ଏସ୍‌ପି ଡ. ଶ୍ରବଣା ବିବେକ ଏମ୍‌ଙ୍କ ଅଧ୍ୟକ୍ଷତାରେ ସୋମବାର ଏକ ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ବୈଠକରେ ଏସ୍‌ପି କହିଛନ୍ତି, ଆଗକୁ ବଡ଼ଦିନ ପର୍ବ, ଜିରୋ ନାଇଟ୍‌ ସେଲିବ୍ରେଶନ,...

୬ ବର୍ଷ ବିତିଲା, କାର୍ଯ୍ୟକ୍ଷମ ହେଲାନି ନୂଆ ବସ୍‌ଷ୍ଟାଣ୍ଡ

ଗୋପାଳପୁର,୨୦ା୧୨(ଡି.ଏନ.ଏ.): ପର୍ଯ୍ୟଟନ ମାନଚିତ୍ରରେ ଗୋପାଳପୁରର ସ୍ଥାନ ସ୍ବତନ୍ତ୍ର। ଏଠାକୁ ବିଭିନ୍ନ ସମୟରେ ବହୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କ ସୁବିଧା ପାଇଁ ଏଠାରେ ଏକ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ଲାଗି ୨୦୧୪ରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ବ୍ରହ୍ମପୁର ଉନ୍ନୟନ ପରିଷଦ (ବିଡିଏ) ପକ୍ଷରୁ...

ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ

ହିଞ୍ଜିଳିକାଟୁ,୧୯।୧୨( ଡି.ଏନ.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ରାଳବ ଗ୍ରାମରେ ଜଣେ ବିବାହିତା ମହିଳାଙ୍କ ପାରିବାରିକ କଳହରୁ ସୋମବାର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତ ଜଣକ ହେଲେ ସୁଦଷ୍ଣା ପରିଡ଼ା (୨୪ ବର୍ଷ)। ଗୁରୁତର ଅବସ୍ଥାରେ ଶାଶୁଘର...

୫ ଫୁଟ୍‌ ଖାଲରୁ ଷଣ୍ଢକୁ ଉଦ୍ଧାର କଲା ଅଗ୍ନିଶମ ବିଭାଗ

ହିଞ୍ଜିଳିକାଟୁ,୧୯।୧୨(ଡି.ଏନ.ଏ.): ହିଞ୍ଜିଳିକାଟୁ ପୌରପରିଷଦ ପକ୍ଷରୁ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ନିମନ୍ତେ ପରିବା ବଜାରଠାରେ ମାଟି ଖୋଳି ଖାଲ କରାଯାଇଥିବା ବେଳେ ସୋମବାର ସେହି ଖାଲରେ ଏକ ଷଣ୍ଢ ଖସିପଡିଥିଲା। କିଛି ପରିବା ବେପାରୀ ଉକ୍ତ ଷଣ୍ଢକୁ ଉଦ୍ଧାର ପାଇଁ ଚେଷ୍ଟା...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟନ କଲେ ମନ୍ତ୍ରୀ

ପୋଲସରା,୧୯ା୧୨(ଡି.ଏନ.ଏ.): ପୋଲସରା ବ୍ଲକ ହାତୀଓଟ ନୋଡ଼ାଲ ହାଇସ୍କୁଲ ମିନି ଷ୍ଟାଡିୟମରେ ସୋମବାର ଆରମ୍ଭ ହୋଇଥିବା ବ୍ଲକସ୍ତରୀୟ କ୍ରୀଡ଼ା ମହୋତ୍ସବକୁ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। କ୍ରୀଡ଼ା କ୍ଷେତ୍ରରେ ରାଜ୍ୟ ସୁନାମ ଆଣିଛି ବୋଲି...

ବୁଲେଟ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୧୯।୧୨(ଡି.ଏନ.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟସ୍ଥ ବ୍ରହ୍ମପୁର-ପୁରୁଷୋତ୍ତମପୁର ରାସ୍ତାର ଚାଙ୍ଗୁଡିଆ ପଦର ସାହି ଛକଠାରେ ଏକ ବୁଲେଟ ମୋଟର ସାଇକେଲ ଧକ୍କାରେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଝୁନୁ ନାୟକ (୪୯)। ସେ ରାସ୍ତାରେ ଚାଲି...

ଦୁର୍ବୃତ୍ତଙ୍କ ଟେର୍‌ ପାଉନି ପୋଲିସ

ବ୍ରହ୍ମପୁର ଅଫିସ,୧୯ା୧୨:ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଜଗଦଳପୁର ଗ୍ରାମବାସୀ ଏବେ ଆତଙ୍କିତ। ଜଣେ ଅଜଣା ଯୁବକ ବାରମ୍ବାର ମହିଳାଙ୍କୁ ଟାର୍ଗେଟ କରୁଛନ୍ତି। ସେ କେତେବେଳେ ଲୁହାଛଡ଼, ଆଉ କେତେବେଳେ ଇଟାରେ ଆକ୍ରମଣ ତ ପୁଣି କେତେବେଳେ ଧାରୁଆ ଅସ୍ତ୍ରରେ କିଛିଦିନ...

ସ୍ତ୍ରୀଙ୍କ ତଣ୍ଟି ଚିପି ବିଲରେ ଫିଙ୍ଗିଦେଲେ

ଦିଗପହଣ୍ଡି,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ଜିଉରା ଗ୍ରାମରେ ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା ପରେ ସ୍ବାମୀ ବିଲରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ମୃତା ମହିଳା ହେଲେ ଜୟନ୍ତୀ ସାହୁ। ପୋଲିସ ରବିବାର ତାଙ୍କ ମୃତଦେହ ଜବତ କରି...

ମିଳିଛି ଗ୍ରୀନ୍‌ ସିଗ୍‌ନାଲ: ପୂରଣ ହେବ ଦୀର୍ଘଦିନର ସ୍ବପ୍ନ

ପୁରୁଷୋତ୍ତମପୁର,୧୮।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବାସୀଙ୍କ ଦୀର୍ଘଦିନର ସ୍ବପ୍ନ ପୁରଣ ହେବାକୁ ଯାଉଛି। ସହରର ମୁଖ୍ୟରାସ୍ତାରେ ଷ୍ଟ୍ରିଟଲାଇଟ ଲଗାଇବା, ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ, ପୁରୁଷୋତ୍ତମପୁର-ବ୍ରହ୍ମପୁର ରାସ୍ତାର କାଳୀ ମନ୍ଦିର ଛକଠାରୁ ପାଣ୍ଡିଆ ଛକ ମଧ୍ୟରେ ଥିବା ବିଭିନ୍ନ ସାହି ବସ୍ତି ରାସ୍ତା...

କୋଦଳା ଏନ୍‌ଏସି ନିର୍ବାହୀ ଅଧିକାରିଣୀଙ୍କୁ ହାଇକୋର୍ଟଙ୍କ ଛାଟ: ବୈଠକ କରାଇ ନ ଦେବାରୁ ମାମଲା ରୁଜୁ

ବେଗୁନିଆପଡ଼ା,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କୋଦଳା ଏନ୍‌ଏସି କାଉନସିଲ ସାଧାରଣ ବୈଠକ କରାଇ ନ ଦେବା ନେଇ ଷଡ଼ଯନ୍ତ୍ର କରିଥିଲେ ନିର୍ବାହୀ ଅଧିକାରିଣୀ। ମ୍ୟୁନିସିପାଲିଟି ଆଇନ ଓ ନିୟମର ଧଜିଆ ଉଡ଼ାଇ ଅଯଥା ହସ୍ତକ୍ଷେପ କରିଥିଲେ ଏବଂ ବୈଠକକୁ ବିଧାୟକ, ଏମ୍‌ପିଙ୍କୁ...

ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ଛତ୍ରପୁର,୧୮ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ରିକ୍କାପଲ୍ଲୀ ଆବାସିକ ବିଦ୍ୟାଳୟରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ୍ୟୁ ଛାତ୍ରୀ ଜଣକ ହେଲେ ଛତ୍ରପୁର ଥାନା ଅଧୀନ ତରେଇପାଟପୁର ଗ୍ରାମ କୈଳାଶ ଚନ୍ଦ୍ର ବେହେରା ଝିଅ ରୋଜା ବେହେରା(୧୫) ରୋଜା...

ପାଖେଇ ଆସୁଛି ଗୋପାଳପୁର ବେଳାଭୂମି ମହୋତ୍ସବ: ସମ୍ପୂର୍ଣ୍ଣ ହୋଇନି ରାସ୍ତା,ଆଲୋକୀକରଣ କାର୍ଯ୍ୟ

ଗୋପାଳପୁର,୧୭।୧୨,(ଡି.ଏନ୍‌.ଏ.): ଗୋପାଳପୁର ବେଳାଭୂମିକୁ ଅଧିକ ଆକର୍ଷଣୀୟ କରିବା ନିମନ୍ତେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ସୌନ୍ଦର୍ଯ୍ୟକରଣ କରାଯାଉଛି। ବିଗତ ଦୁଇ ବର୍ଷ ହେବ କରୋନା ମହାମାରୀ କାରଣରୁ ଗୋପାଳପୁର ବେଳାଭୂମିକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri