ଗଞ୍ଜାମ

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ସଭାରେ କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର ସଂଯୋଜନା କରିଥିଲେ। ଏନଏସି ଅଧ୍ୟକ୍ଷ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚିଥିଲେ ସିନେମାର ଏକ୍‌ଜିକ୍ୟୁଟିଭ୍‌ ପ୍ରଡ୍ୟୁସର ସୁପସା ଦତ୍ତଙ୍କ ସମେତ ନିର୍ଦ୍ଦେଶକ, ପ୍ରଯୋଜକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜି ନୂଆଗାଁର ଅରକ୍ଷିତ ସାହୁ (୭୩) । ପୋଲିସ ଶବକୁ ଜବତ କରି…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ ଜିଲାର ୩ଟି ଉପଖଣ୍ଡ ଯଥା ଭଞ୍ଜନଗର, ଛତ୍ରପୁର ଓ ବ୍ରହ୍ମପୁରଠାରେ ୩ଟି ପ୍ରଶିକ୍ଷଣ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ କାଠ ଜବତ କରିଛି। ବ୍ରହ୍ମପୁର ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଏକ ଟିମ ସେଠାରେ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ ବିଶିଷ୍ଟ ସମାଜସେବୀ ସୁନିଲ କୁମାର ସାହୁଙ୍କ ୩୩ ତମ ଜନ୍ମଦିନ ଉତ୍ସବ ଅବସରରେ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ ବୃନ୍ଦ ଉଦ୍ଧାର କରିଛନ୍ତି। ଅପରାହ୍ନରେ କାଳ ବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ଭୀଷଣ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା ପରେ ଶେଷରେ ସ୍ବାମୀ ମଧ୍ୟ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା ଓ କର୍ମୀ ଏବଂ ଶୁଭେଚ୍ଛୁମାନେ ବିଧାୟକ ସେଠୀଙ୍କୁ ଗଞ୍ଜାମ ଜିଲାପରିଷଦ ଭନ ନିକଟକୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ ମେଶିନ -୨୨୦ କୁ ଜବତ କରିବାକୁ ଭୁବନେଶ୍ୱର ଜୟଦେବ ବିହାରସ୍ଥିତ ଏକ ଫାଇନାନ୍ସ…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଏହି ଦୁଃଖଦ ଘଟଣା ଘଟିଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଓ ରାଜ୍ୟ ଯୁବ ମୋର୍ଚ୍ଚା ସମ୍ପାଦକ ସୁରେଶ ରେଡି। ସ୍ବର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?