ଗଞ୍ଜାମ

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ ପ୍ରଦେଶ ମହାସଭା ଅନୁଷ୍ଟିତ ହେବ। ୪ ଦିନଧରି ହେବାକୁ ଥିବା…

ବିଦ୍ୟୁତ୍ ଜରିମାନା ମାମଲା ବଢୁଛି : ଲୋକ ଅଦାଲତରେ ୨୨୨ ମାମଲା ଫଇସଲା

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟରେ ଶନିବାର ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୨୨ଟି ମାମଲାରେ ଶୁଣାଣି ହୋଇ ୨୨୭ ମାମଲାର ଫଇସଲା ହୋଇ ୮୧ ଲକ୍ଷ ୪ ହଜାର ୯୭୮ ଟଙ୍କା ଆଦାୟ କରାଯାଇଛି…

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ ଅଧିକାରୀ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଜଗବନ୍ଧୁ ବାର୍ଲା ଶନିବାର ଜଣେ ଅଭିଯୁକ୍ତଙ୍କୁ…

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ପରେ ବଳାତ୍କାର ଘଟଣାରେ ଅଭିଯୁକ୍ତ ଦଣ୍ଡପାତ୍ରଙ୍କୁ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା ଏସ୍‌.ଆଇ ରାଜକିଶୋର…

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୮୦ ମାମଲାର ଫୈସଲା

ଦିଗପହଣ୍ଡି,୧୩।୧୨,(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ୪ ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷା ତଥା ସିଭିଲ…

ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୧୨ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରଶିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିରର ନୂତନ ନିର୍ବାହୀ ଅଧିକାରୀ ଭାବରେ ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରା ଶନିବାର ଦାଇତ୍ବ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ମା’ଙ୍କ ନିକଟରେ ପୂଜାର୍ଚ୍ଚନା କରି…

ଜାତୀୟ ଲୋକ ଅଦାଲତ: ୫୮ଟି ବିଭିନ୍ନ ମାମଲାର ଫଇସଲା

ପୁରୁଷୋତ୍ତମପୁର,୧୩।୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାରବିଭାଗିୟ ଅଦାଲତ ପରିଷରରେ ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଟିତ ହୋଇଯାଇଛି । ସିନିୟର ସିଭିଲଜଜ ତଥା ଆସିଷ୍ଟାଣ୍ଟ ସେସନଜଜ ଶରତକୁମାର ସାହୁ ଓ ଜେଏମଏଫସି ବିଚାରପତି…

ଜୟଶ୍ରୀ- ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣଦାବି ଜୋର ଧରିଲା, ପ୍ରଶାସନ ନ ଶୁଣିଲେ…

ଗଞ୍ଜାମ,୧୩।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ୧୬ନଂ ଜାତୀୟ ରାଜପଥ ରାଜପଥ ଜୟଶ୍ରୀ ଛକ ଏବଂ ଶନି ମନ୍ଦିର ଛକଠାରେ ଓଭର ବ୍ରିଜ ନିର୍ମାଣ ଦାବି ଜୋର ଧରିଛି । ଏହି ଦୁଇ ଛକ ଦେଇ ଦୈନଦିନ ଶହ ଶହ ସ୍କୁଲ…

ସ୍କୁଲ ଯାଉଥିବାବେଳେ ଅଧାରାସ୍ତାରେ ଟଳିପଡ଼ିଲେ ଛାତ୍ର: ବାହୁନି ବାହୁନି କାନ୍ଦୁଛନ୍ତି ପରିବାର

ଦିଗପହଣ୍ଡି,୧୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମସ୍ଥିତ ରାଧାମୋହନ ନୋଡାଲ ବିଦ୍ୟାପୀଠର ୭ମ ଶ୍ରେଣୀ ଛାତ୍ର ଆକାଶ କୁମାର ଗୌଡ଼(୧୨) ସ୍କୁଲ ଯାଉଥିବାବେଳେ ଅସୁସ୍ଥତା କାରଣରୁ ଅଧାରାସ୍ତାରେ ବହି ବସ୍ତାନି ସହ ଟଳି ପଡ଼ିଥିଲେ। ଖବରପାଇ ପରିବାର…

ପାଣି ଆଣିବାକୁ ଯାଇ ହାତୀ ହାବୁଡରେ ପଡ଼ିଲେ, ଦୌଡୁଥିଲେ ହେଲେ…

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ତୋଲଡି ନୂଆଁସାହିରେ ଶୁକ୍ରବାର ଅପରାହ୍ନରେ ହାତୀଆକ୍ରମଣରେ ଜଣେ ମହିଳା ଚାଷୀ ମୃତ୍ୟୁବରଣ କରିଛନ୍ତି। ସେ ହେଲେ ନିଲାନ୍ଦ୍ରି ବେହେରା (୩୮) । ଖବର ପାଇ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି…

କଳିଙ୍ଗା ଘାଟି ତଳେ ଭୟଙ୍କର ଦୁର୍ଘଟଣା: ଏପଟେ  ପସିଲା ଲୁହା ଛଡ଼, ସେପଟେ ଛିଡ଼ିପଡ଼ିଲା ବିଦ୍ୟୁତ୍‌ ତାର   

ଭଞ୍ଜନଗର,୧୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର କଳିଙ୍ଗା ଘାଟି ତଳେ ଦୁର୍ଗାପ୍ରସାଦଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଲୁହା ଛଡ଼ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡିରେ ଥିବା ଚାଳକ ଅନ୍ୟ ଜଜଙ୍କ ମୃତ୍ୟୁ  ଘଟିଥିବା ଆଶଙ୍କା…

ଜାତୀୟ ଯୋଗାସନ ପ୍ରତିଯୋଗୀତା ପାଇଁ ୭ ମନୋନୀତ

ଦିଗପହଣ୍ଡି,୧୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ୨ ଦିନିଆ ରାଜ୍ୟସ୍ତରୀୟ ବାଳିକା ଯୋଗାସନ ପ୍ରତିଯୋଗିତା ୨୦୨୫-୨୬ ଉଦଯାପିତ ହୋଇଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ଆୟୋଜିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri