ଗଞ୍ଜାମ

ପୋଷ୍ଟ ମାଷ୍ଟରଙ୍କ ନାଁରେ ଜବ୍‌କାର୍ଡ

ଦିଗପହଣ୍ଡି,୧୧ା୧୨(ଡି.ଏନ୍‌.ଏ): ଦିଗପହଣ୍ଡି ବ୍ଲକ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଶ୍ରମିକ ବଦଳରେ ମେଶିନ ଜରିଆରେ କାମ କରାଯାଉଛି। ସେହିପରି କାମ କରି ନ ଥିବା ଲୋକଙ୍କ ନାଁରେ ମଷ୍ଟର ରୋଲ କରାଯାଇ ଅର୍ଥ ପ୍ରଦାନ କରାଯାଇଥିବା ଅଭିଯୋଗ...

ପାଣିରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୧୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପୋଚିଲିମା ସରକାରୀ ଆଇଟିଆଇର ଜଣେ ଛାତ୍ରଙ୍କ ପାଣିରେ ବୁଡ଼ି ଜୀବନ ଯାଇଛି। ମୃତ ଛାତ୍ର ଜଣକ ପ୍ରଥମ ବର୍ଷ ଇଲେକ୍ଟ୍ରୋନିକ ବିଭାଗର ସଞ୍ଜୀବ ତ୍ରିପାଠୀ। ତାଙ୍କ ଘର ଭଞ୍ଜନଗର ନିକଟସ୍ଥ ବାଉଁଶଲୁଣ୍ଡିରେ। ସେ...

୧୬ ଏକର ଜମିରୁ ନଷ୍ଟ କରାଗଲା ୧୯,୨୦୦ ଗଞ୍ଜେଇ ଗଛ

ଦିଗପହଣ୍ଡି,୧୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଅଧୀନରେ ଥିବା ରାମଚନ୍ଦ୍ରପୁର ପାହାଡ଼ର ୧୬ ଏକର ଜମିରେ ବେଆଇନ ଭାବେ ଗଞ୍ଜେଇ ଚାଷକୁ ନଷ୍ଟ କରିଛି ଅବକାରୀ ପୋଲିସ। ଏହି ପାହାଡ଼ରେ ଦୀର୍ଘଦିନ ହେଲା ଗଞ୍ଜେଇ ଚାଷ ଚାଲିଥିବା ଗୁଇନ୍ଦା ସୂଚନା...

ମାନବିକ ଅଧିକାର ଦିବସ ପାଳିତ

ବେଗୁନିଆପଡ଼ା,୧୦।୧୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା କୋଦଳା ତାଲୁକା ଲିଗାଲ ସର୍ଭିସେସ୍‌ କମିଟି ପକ୍ଷରୁ ଶନିବାର ମାନବାଧିକାର ଦିବସ ପାଳିତ ହୋଇଯାଇଛି। କୋଦଳା ସରସତୀ ଶିଶୁ ବିଦ୍ୟାମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମରେ ତାଲୁକା ଲିଗାଲ ସର୍ଭିସେସ୍‌ କମିଟି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲା ଜଜ୍‌...

ସାହେବ କେନାଲ ଅବରୋଧ, ଚିନ୍ତାରେ ମତ୍ସ୍ୟଜୀବୀ

ଗଞ୍ଜାମ,୧୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ନିକଟରୁ ଚିଲିକାକୁ ସଂଯୋଗ କରୁଥିବା ପାଲୁରୁ ସାହେବ କେନାଲ ପ୍ରାୟ ୧୨ କିଲୋମିଟର ଲମ୍ବିଛି। ଏହି କେନାଲକୁ ବେଆଇନ ଭାବେ ଅବରୋଧ କରାଯାଉଥିବାରୁ ହାତବାନ୍ଧି ବସିଛନ୍ତି ମତ୍ସ୍ୟଜୀବୀ, ଯାହାକୁ ନେଇ ଚିଲିକା ହ୍ରଦ...

୧୯୬୭ ନମ୍ବରରେ ଚାଷୀ ଧାନବିକ୍ରି ତଥ୍ୟ ପାଇବେ

  ଭଞ୍ଜନଗର,୧୦।୧୨(ଡି.ଏନ.ଏ): ଭଞ୍ଜନଗର ଉପଖଣ୍ଡରେ ଚଳିତବର୍ଷ ଖରିଫ୍‌ ଧାନ ଫସଲ ଭଲ ହୋଇଛି । ଲକ୍ଷ୍ୟଠାରୁ ଅଧିକ ଫସଲ ଅମଳ ଆଶା କରାଯାଉଛି। କେତେକ ଅଞ୍ଚଳରେ ବନ୍ୟପ୍ରାଣୀ ଉପଦ୍ରବ ଏବଂ ନିମ୍ନମାନର ବିହନ ଯୋଗୁ ଅମଳ କମିବା ସମ୍ଭାବନା ରହିଛି।...

ଜଗବନ୍ଧୁ ପୋଖରୀ ହୁଡ଼ାରୁ ୯୦ଘର ଉଚ୍ଛେଦ

ବ୍ରହ୍ମପୁର ଅଫିସ,୧୦ା୧୨: ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ନିୟମ ବଳରେ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହରର ବନ୍ଧ ହୁଡାରେ ରହିଥିବା ବସ୍ତିଗୁଡିକୁ ଉଚ୍ଛେଦ କରାଯାଉଛି। ଶୁକ୍ରବାର ବିଏମ୍‌ସି ଏନଫୋର୍ସମେଣ୍ଟ୍‌ ପକ୍ଷରୁ ୯ନଂ. ୱାର୍ଡ ଅନ୍ତର୍ଗତ ଜଗବନ୍ଧୁ ପୋଖରୀ...

ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର ଚୋରି

ବ୍ରହ୍ମପୁର ଅଫିସ,୯ା୧୨: ବୈଦ୍ୟନାଥପୁର ଥାନା ଅଧୀନ ରାମନଗର ନିକଟ ମ୍ୟୁନିସିପାଲିଟି କଲୋନୀର ଜଣଙ୍କ ଘରୁ ଚୋରି ହୋଇଛି। କେହି ଦୁର୍ବୃତ୍ତ ସ୍ବପ୍ନା ପ୍ରଧାନଙ୍କ ଘରେ ପଶି ଆଲମିରାରୁ ସୁନା ଅଳଙ୍କାର ଓ ଲକ୍ଷାଧିକ ଟଙ୍କା ଚୋରି କରି ନେଇଛନ୍ତି। ଏ...

ଦରମା ବୃଦ୍ଧ, ଚାକିରି ନିୟମିତ ଦାବି

ଛତ୍ରପୁର,୯।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ପୌରନିଗମ ଓ ଏନ୍‌ଏସିରେ ପରିମଳ କାମରେ ନିୟୋଜିତ ଶତାଧିକ ସ୍ବଚ୍ଛସାଥୀ ଓ ସୁପରଭାଇଜରଙ୍କ ଦରମା ବୃଦ୍ଧି, ଚାକିରିକୁ ନିୟମିତ କରିବା, ନିଯୁକ୍ତି ପତ୍ର ପ୍ରଦାନ ଆଦି ଦାବି ନେଇ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି।...

ମେଘୁଆ ପାଗକୁ ପ୍ରବଳ ଶୀତ

ସୋରଡ଼ା,୯ା୧୨(ଡି.ଏନ୍‌.ଏ.): ଦୁଇଦିନ ହେଲା ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ ମେଘୁଆ ପାଗକୁ ପ୍ରବଳ ଶୀତ ଜାରି ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅପରାହ୍ନ ପରଠାରୁ ରାସ୍ତାଘାଟ ଏକପ୍ରକାର ଶୂନଶାନ ହୋଇପଡୁଛି। ବ୍ଲକର ୨୬ ପଞ୍ଚାୟତର ଲୋକମାନେ ସୋରଡ଼ା ବଜାର...

ସ୍ବଚ୍ଛ ସାଥୀ, ସୁପରଭାଇଜରଙ୍କ ପ୍ରତିବାଦ

ଛତ୍ରପୁର,୯ା୧୨(ଡି.ଏନ୍‌.ଏ.): ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଞ୍ଜାମ ଜିଲାର ବିଭିନ୍ନ ପୌର ନିଗମ ଓ ଏନ୍‌ଏସିରେ ପରିମଳ କାମରେ ନିୟୋଜିତ ଶତାଧିକ ସ୍ବଚ୍ଛ ସାଥୀ ଓ ସୁପରଭାଇଜର ନିଜର ଦରମା ବୃଦ୍ଧି, ଚାକିରିକୁ ନିୟମିତ କରିବା, ନିଯୁକ୍ତିପତ୍ର ପ୍ରଦାନ ଆଦି...

୧୬ରୁ ବାଘୁଆ ଜଳଭଣ୍ଡାରରୁ ଛଡ଼ାଯିବ ପାଣି

ବୁଗୁଡା,୯ା୧୨(ଡି.ଏନ.ଏ.): ବୁଗୁଡାସ୍ଥିତ ବାଘୁଆ ଜଳସେଚନ କାର୍ଯ୍ୟାଳୟରେ ରବି ଚାଷ ପାଇଁ ଚାଷୀମାନଙ୍କ କ୍ଷେତରେ ଜଳଯୋଗାଣ ନିମନ୍ତେ ବୁଧବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବାଘୁଆ ଜଳସେଚନ ସହ ନିର୍ବାହୀ ଯନ୍ତ୍ରୀ କୃଷ୍ଣଚନ୍ଦ୍ର ପାଳ ସଭାପତିତ୍ୱ କରିଥିଲେ। ନିର୍ବାହୀ ଯନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri