ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…
ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। (ଜି.ଆର. କେସ ନଂ.୨୩୬/୨୩) ଅନୁଯାୟୀ ହତ୍ୟା ଉଦ୍ୟମ…
କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍ ଟିମ୍
ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ରବିବାର କୂଅରେ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଭାସୁଥିବା କିଛି ଲୋକ ଦେଖିବା ପରେ ଗଞ୍ଜାମ…
ପୁରୁଷୋତ୍ତମପୁର ଏନ୍ଏସି ପ୍ରଭାରୀ ହେଲେ ରମେଶ
ପୁରୁଷୋତ୍ତମପୁର,୧୬ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବଡ଼ଖରିଡ଼ା ସରପଞ୍ଚଙ୍କ ପ୍ରତିନିଧି ଭାଜପାର ବରିଷ୍ଠ ଯୁବସଂଗଠକ ରମେଶ ଚନ୍ଦ୍ର ଦଳେଇଙ୍କୁ ଭାଜପା ପକ୍ଷରୁ ସାଙ୍ଗଠନିକ ଦାୟିତ୍ୱ ପ୍ରଦାନ କରି ପୁରୁଷୋତ୍ତମପୁର ଏନ୍ଏସିର ପ୍ରଭାରୀ ଭାବରେ ନିଯୁକ୍ତି ଦିଆଯାଇଛି। ପ୍ରତିକ୍ରିୟା ରଖି ରମେଶ…
ଗଜସାଥି ଛଟେଇ, ଆନ୍ଦୋଳନରେ ସ୍କ୍ବାର୍ଡ କର୍ମଚାରୀ: ଘାରିଲାଣି ବନ୍ୟପ୍ରାଣୀ ସୁରକ୍ଷା ଚିନ୍ତା
ଭଞ୍ଜନଗର,୧୬।୩(ବାବୁଲା ପ୍ରଧାନ): ହାତୀ ସହ ଲୋକଙ୍କ ଫସଲ ସୁରକ୍ଷା ପାଇଁ ଗଜସାଥି ରାଜ୍ୟରେ ନିଯୁକ୍ତି ହୋଇଛନ୍ତି। ସରକାର ସେମାନଙ୍କୁ ମାସିକ ୫ ହଜାର ଟଙ୍କା ପ୍ରୋତ୍ସାହନ ରାଶି ଦେଉଛନ୍ତି। ଧାନ ଅମଳ ସମୟରେ ହିଁ ସେମାନଙ୍କୁ ନିଯୁକ୍ତି ଦିଆଯାଉଛି। ଅନ୍ୟ ସମୟରେ…
କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ
ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ l କୂଅରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା କିଛି ଲୋକ ଦେଖିବା ପରେ ଗଞ୍ଜାମ ଥାନାକୁ ଖବର ଦେଇଥିଲେ…
ଅଲିଭ ରିଡଲେଙ୍କ ଅଣ୍ଡାଦାନ ପର୍ବ ଆରମ୍ଭ: ୧୦ ହଜାର କଇଁଛଙ୍କ ଗଣ ଅଣ୍ଡାଦାନ
ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ/ଅନାଥ ତରାଇ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଚଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ଅଲିଭ ରିଡଲେଙ୍କ ସାମୂହିକ ଗଣ ଅଣ୍ଡାଦାନ ପର୍ବ ଆରମ୍ଭ ହୋଇଛି l ଦକ୍ଷିଣା…
କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ
ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨ ରୁ ୩ ସେମି ବହଳରେ କୁଆ ପଥର ରାସ୍ତା ଉପରେ ବିଛେଇ ହୋଇ…
ଗାଙ୍ଗଦହଣୀରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଛାରଖାର, ଘରେ କେହି ନଥିବା ବେଳେ…
ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଗାଙ୍ଗଦହଣୀ ଗ୍ରାମ ପଞ୍ଚାୟତ ଧୋବା ସାହିରେ ଅଗ୍ନିକାଣ୍ଡ । ରବିବାର ଅଭି ସେଠୀଙ୍କ ଘରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି । ଘରେ କେହି ନଥିବା…
ଗଛକୁ ଧକ୍କା ଦେଇ ବିଲକୁ ପଶିଗଲା କାର୍, ଏକାଥରେ ଚାଲିଗଲା ମା’ପୁଅଙ୍କ ଜୀବନ
ବୁଗୁଡ଼ା,୧୫।୩(କାଳିଚରଣଦାଶ ): ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।କାର ଦୁର୍ଘଟଣାରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ଓ ଝିଅ ସାମାନ୍ୟ ଆହତ ହୋଇଥିବା ଜଣା ପଡିଛି । ମୃତକ ମାନେ…
ଶ୍ରୀରଘୁନାଥ ମହାପ୍ରଭୁ କ୍ରିକେଟ ଟୁର୍ନାମେଣ୍ଟ ଉଦଯାପିତ, ସାନଖେମୁଣ୍ଡିର ମୌଳାଭଞ୍ଜା କ୍ରିକେଟ ଟିମ୍ ବିଜୟୀ
ଦିଗପହଣ୍ଡି,୧୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗଡ଼ଗୋବିନ୍ଦପୁର ଗ୍ରାମରେ ଚାଲିଥିବା ଶ୍ରୀ ରଘୁନାଥ ମହାପ୍ରଭୁ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି । ଗଡ଼ଗୋବିନ୍ଦପୁର ଯୁବକ ସମାଜ ପକ୍ଷରୁ ଆୟୋଜିତ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚରେ ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା…
ଅମଳ ଖର୍ଚ୍ଚ ବି ଉଠାଇ ପାରୁନାହାନ୍ତି ଚାଷୀ, ଗଞ୍ଜାମରେ ଟମାଟୋ କିଲୋ ରହିଛି…
ଗଞ୍ଜାମ,୧୫ା୩(ବିଦ୍ୟାଧର ସାହୁ): ଚାଷୀ ମୁଣ୍ଡରେ ଚଡ଼କ ପଡ଼ିଛି। ମାଟିରେ ମିଶୁଛି ଝାଳ ବୁହାଇ ଅମଳ କରିଥିବା ଟମାଟୋ। ବର୍ତ୍ତମାନ ବଜାରରେ ଟମାଟୋ ଦର ଏଭଳି ସ୍ତରକୁ ଖସି ଆସିଛି ଯେ, ଚାଷୀଟିଏ ତା’ର ଅମଳ ଖର୍ଚ୍ଚ ବି ଉଠାଇ ପାରୁନାହିଁ l…
ଓଲା ଗାଡିରେ ଯାଉଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ତାପରେ….
ଛତ୍ରପୁର,୧୫ା୩(ଦିଲ୍ଲୀପ ସାମଲ): ଚଳନ୍ତା ଓଲା ଗାଡିରେ ଲାଗିଗଲା ନିଆଁ । ଅଗ୍ନିକାଣ୍ଡରେ ଗାଡିଟି ନଷ୍ଟ ହୋଇଯାଇଥିବା ବେଳେ ଅଳ୍ପକେ ବର୍ତ୍ତିଗଲେ ଚାଳକ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଖୋଦ ଗଞ୍ଜାମ ଜିଲାର ଚମାଖଣ୍ଡି ଛକ ଠାରୁ ବଣବୁଲାପଲ୍ଲୀ ଗ୍ରାମକୁ ଯିବା…
Archives


