ଏନ୍ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି
ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ସଭାରେ ନଗର କଂଗ୍ରେସ ସଭାପତି ତଥା ଏନଏସି କାଉନସିଲର…
ଭଡ଼ାଘରେ ଚାଲିଥିଲା ଅନ୍ଲାଇନ୍ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…
ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍ ବେଟିଂ ଆପ୍ ଠକେଇ ନେଟ୍ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାଡ଼ଖଣ୍ଡର ଶତ୍ରୁଘ୍ନ କୁମାର ପାଣ୍ଡେ, ଛତିଶଗଡ଼ର ଧର୍ମଦାସ ମାଣିକପୁରୀ ଏବଂ ସ୍ଥାନୀୟ…
ଭଞ୍ଜନଗର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା; ଜଗଦିଶ ସଭାପତି, ଶିଶିର କାର୍ଯ୍ୟକାରୀ ସମ୍ପାଦକ
ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କାଳିଞ୍ଜି ସମାଜ ଗୃହରେ ରବିବାର ନୂତନ ପେନସନ ଯୋଜନା (NPS) ଅନ୍ତର୍ଭୁକ୍ତ ପ୍ରାଥମିକ ଶିକ୍ଷକମାନଙ୍କ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷକ ନେତା ଦିଲୀପ କୁମାର ପ୍ରଧାନ, ସିଦ୍ଧାର୍ଥ…
ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା
ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ରବିବାର ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା ବ୍ରହ୍ମପୁର ଏମ୍କେସିଜି ମେଡିକାଲକୁ…
ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…
ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ ପ୍ରତିଷ୍ଠାନର ବିଭିନ୍ନ କାର୍ଯ୍ୟକ୍ରମ ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ଚଳିତବର୍ଷ ନଭେମ୍ବର ୨୮…
ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…
ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର ଏସ୍ଡିପିଓ ଚନ୍ଦନ ଘଡ଼ାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମିତି ବୈଠକରେ ଗଞ୍ଜାମ ଏସ୍ପି ହରିଶ…
ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର
ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆନନ୍ଦଉଲ୍ଲାସର ସହ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍ର ବିଭିନ୍ନ ଜୋନାଲ ସ୍ତରୀୟ ପ୍ରତିଯୋଗିତାରୁ କୃତିତ୍ୱ…
କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ
ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଚଢ଼ାଉ କରାଯାଇ ୫୬ କେଜି ଗଞ୍ଜେଇ ଜବତ…
ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ
ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ ସମ୍ପୂର୍ଣ୍ଣ ନିଆରା ଓ ସାରସ୍ୱତ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଜନ୍ମଦିନକୁ…
ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”
ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ ପ୍ରତିଷ୍ଠିତ “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬” ହାସଲ କରିଛି। ଓଡ଼ିଶା…
ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍ଘାଟନ କଲେ ଦିଗପହଣ୍ଡି ବିଧାୟକ
ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’ ମଞ୍ଚସ୍ଥ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ…
ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…
ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ସହ ସତର୍କ ସୂଚନା ଜାରି କରିଛି। ଆଣ୍ଡାମାନ ସାଗରରେ…

