ଗଞ୍ଜାମ

ଜମି ବିକ୍ରି କରିବାକୁ ଲାଗିଲା ନିଶା: ମୃତ ବ୍ୟକ୍ତିଙ୍କୁ ଜୀବିତ କରି ରଚୁଥିଲେ ଷଡଯନ୍ତ୍ର, ହେଲେ…

ଗଞ୍ଜାମ,୨୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ପୋଲିସ ଏକ ଗୁରୁତର ଜମି ଜାଲିଆତି ଓ ବିକ୍ରି ମାମଲାର ଫର୍ଦ୍ଦାଫାଶ କରିଛି। ପୋଲିସ ପ୍ରାଥମିକ ତଦନ୍ତରେ ତିନିଜଣଙ୍କୁ ଗିରଫ କରି କୋର୍ଟକୁ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମନୋଜ କୁମାର ଗୌଡ଼ (୩୦),…

ଫାଷ୍ଟଫୁଡ଼ ଦୋକାନରୁ ନାମୀଦାମୀ କମ୍ପାନୀ ବିଦେଶୀ ମଦ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁର ପ୍ରଦୀପ ବେହେରାଙ୍କ ଫାଷ୍ଟଫୁଡ଼ ଦୋକାନ ଉପରେ ଗଞ୍ଜାମ ଜିଲା ବ୍ରହ୍ମପୁର ଅବକାରୀ ଷ୍ଟ୍ରାଇକିଂ ଫୋର୍ସ ଇନ୍ସପେକ୍ଟର ମନିଷା ଭୋଳ ଚଢାଉ କରି ବିଭିନ୍ନ ନାମୀଦାମୀ କମ୍ପାନୀ ନିର୍ମିତ ୯୦ଟି ବିଦେଶୀ…

୫ ବର୍ଷର ଝିଅକୁ କରିଥିଲେ ବଳାତ୍କାର: ମିଳିଲା ଏମିତି ଦଣ୍ଡ

ବ୍ରହ୍ମପୁର, ୨୫।୮(ସୁବାସ ଚନ୍ଦ୍ର ପାଢ଼ୀ): ଜନୈକା ଶିଶୁଙ୍କୁ ବଳାତ୍କାର ପରେ ହତ୍ୟା ମମାଲର ତ୍ୱରିତ ରାୟ ୪ ମାସ ଭିତରେ ସ୍ବତନ୍ତ୍ର ପୋକସ ଜଜ ପ୍ରଣତି ପଟ୍ଟନାୟକ ପ୍ରକାଶ କରିଛନ୍ତି। ଅଭିଯୁକ୍ତ କାଳିଆ ନାହାକଙ୍କୁ ସେ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…

ମାଥମେଟିକାଲ ନୋଟସନ ପ୍ରଦର୍ଶନୀରେ କୃତିତ୍ୱ ହାସଲ କଲେ ଆନନ୍ଦିନୀ

ଗଞ୍ଜାମ,୨୫।୮(ବିଦ୍ୟାଧର ସାହୁ):ଫୁଲବାଣୀଠାରେ ଅନୁଷ୍ଠିତ ଆନ୍ତଃଜିଲା ଜ୍ଞାନ-ବିଜ୍ଞାନ ମେଳାରେ ଗଞ୍ଜାମ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଅଷ୍ଟମ ଶ୍ରେଣୀର ଛାତ୍ରୀ ଆନନ୍ଦିନୀ ପଣ୍ଡା (ଲୁସି)ତୃତୀୟ ସ୍ଥାନ ପାଇ କୃତିତ୍ୱ ଅର୍ଜନ କରିଛନ୍ତି। ମାଥମେଟିକାଲ ନୋଟସନ ଉପରେ ଆଧାରିତ ପ୍ରଦର୍ଶନୀରେ ସେ ଗାଣିତିକ ଅଙ୍କ,…

ଦମ୍ପତ୍ତିଙ୍କୁ ଆକ୍ରମଣ: ଜେଲଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଝରିପଦର ଗ୍ରାମରେ ଏକ ଅଭାବାନୀୟ ଘଟଣା ସାମ୍ନାକୁ ଆସିଛି। ପୈତୃକ ସମ୍ପତ୍ତି ବିବାଦକୁ କେନ୍ଦ୍ର କରି ଦମ୍ପତ୍ତିଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମର ଏନ୍‌. ସୁଲଭ ରେଡ୍ଡୀ…

ପହଞ୍ଚିଲା ସ୍ବାସ୍ଥ୍ୟ ଟିମ୍‌, ପରକ୍ଷିଲା…

ଭଞ୍ଜନଗର,୨୨।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ତନରଡ଼ା ଜରାଶ୍ରମରେ ଶୁକ୍ରବାର ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଭଞ୍ଜନଗର ଉପ ଜିଲାପାଳ ଉମା ଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦ୍‌ଘାଟନ କରିଥିଲେ। ଏହି…

ଋଷିକୂଲ୍ୟା ମୁହାଣ ଅଞ୍ଚଳରେ କୂଳ ଲଙ୍ଘୁଛି ସମୁଦ୍ର

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ବାରମ୍ବାର ଲଗୁଚାପ ଏବଂ ଜଳ ବାୟୁ ପରିବର୍ତ୍ତନ ହେଉ ଥିବାରୁ ସମୁଦ୍ରରେ ଉଚ୍ଚ ଲହରି ସୃଷ୍ଟି ହେଉଛି l ଯାହାକୁ ନେଇ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ସମୁଦ୍ର କୂଳ ଲଙ୍ଘୁଥିବା ଦେଖିବାକୁ…

ଓଡ଼ଗାଁରୁ ବ୍ରାଉନସୁଗାର ଆଣି ଭଞ୍ଜନଗର ଆସୁଥିଲେ ବେପାରୀ, ବିକିବା ପୂର୍ବରୁ ୩ ଜଣଙ୍କୁ ଧରି…

ଭଞ୍ଜନଗର,୨୨ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଭଞ୍ଜନଗର ପୋଲିସ ପ୍ରାୟ ୩୨ ଗ୍ରାମ ବ୍ରାଉନସୁଗାର ସହ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କୁ…

କୁମ୍ଭୀର ସଂରକ୍ଷଣ , ମତ୍ସ୍ୟଜୀବୀଙ୍କ ସୁରକ୍ଷାକୁ ନେଇ ବୈଠକ: ଯୋଗ ଦେଲେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୨।୮: (ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଶ୍ରୀ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ଘୋଡାହାଡ ଡ଼୍ୟାମ ଉପରେ ନିର୍ଭରଶୀଳ ମତ୍ସ୍ୟଜୀବୀଙ୍କ ଜୀବନ ଜୀବିକା ଏବଂ ଡ୍ୟାମରେ ରହୁଥିବା କୁମ୍ଭୀରଙ୍କ ସୁରକ୍ଷାକୁ ନେଇ ଏକ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି…

NEET PGରେ ଶାଶ୍ୱତ, UGରେ ଶିବାନୀଙ୍କ ବାଜିମାତ୍‌: ଅଞ୍ଚଳରେ ଖେଳିଗଲା ଖୁସି

ଭଞ୍ଜନଗର,୨୨।୮(ବାବୁଲା ପ୍ରଧାନ):NEET PG ଏବଂ UG ପରୀକ୍ଷା ଫଳ ଇତିମଧ୍ୟରେ ପ୍ରକାଶିତ ହୋଇଛି। ଏନଇଇଟିପିଜିରେ ଭଞ୍ଜନଗର ବାଇପାସ ରୋଡ ବାସିନ୍ଦା ଡ. ଶାଶ୍ବତ ରଥ ସର୍ବଭାରତୀୟ ସ୍ତରରେ ୧୯୪ ରାଙ୍କ ରଖିଛନ୍ତି। ସେ ହେଉଛନ୍ତି ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ମୁଖ୍ୟ…

ବ୍ୟାଙ୍କ ମ୍ୟାନେଜର ପରିଚୟ ଦେଇ ନେଇଗଲେ ଟଙ୍କା

ହିଞ୍ଜିଳିକାଟୁ,୨୧।୮(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ଏସ୍‌ବିଆଇ ଶାଖା ପରିଚାଳକ ବୋଲି ନିଜକୁ ପରିଚୟ ଦେଇ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଠାରୁ ୨୨ ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ଜଣଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେ ହେଲେ ବ୍ରହ୍ମପୁର ନିମଖଣ୍ଡି…

କଲେଜ ଅଧ୍ୟାପକ, କର୍ମଚାରୀ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ

ଦିଗପହଣ୍ଡି,୨୧ା୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିଚାଳନା କମିଟି ଦ୍ୱାରା ନିଯୁକ୍ତି ପାଇଥିବା ସମସ୍ତ ଅଧ୍ୟାପିକା ଅଧ୍ୟାପକ ଓ କର୍ମଚାରୀ ବୃନ୍ଦ ପୂର୍ଣ୍ଣ ଅନୁଦାନ ରାଶି ପ୍ରଦାନ ଦାବିରେ ଗୁରୁବାର ସାମୂହିକ କାର୍ଯ୍ୟବନ୍ଦ ଆନ୍ଦୋଳନ କରି ଧାରଣାରେ ବସିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri