ନୀଳକଣ୍ଠେଶ୍ୱର ଶୈବପୀଠକୁ ସଫେଇ କଲା ଗୃରୁକୃପା ସେବା ସମିତି
ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗୁରୁକୃପା ସେବା ସମିତି ପକ୍ଷରୁ ସ୍ଥାନୀୟ କମା ପଡ଼ିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠକୁ ସଫେଇ କରାଯାଇଛି। ଶୈବପୀଠ ପରିସରରେ ଥିବା ଅଳିଆ ଆବର୍ଜ୍ଜନା ଏବଂ ମନ୍ଦିର ଗର୍ଭ ଗୃହ ସଫେଇ କରାଯାଇଛି।…
ନାବାଳିକା ଛାତ୍ରୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରେମ ସମ୍ପର୍କ ରଖିଥିଲେ ୨ ଟ୍ୟୁସନ ସାର: ପରେ ବ୍ଲାକ ମେଲିଂ କରି…
ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଜୁନିୟର କଲେଜରେଯୁକ୍ତ ୨ ପ୍ରଥମ ବର୍ଷରେ ପାଠ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ସମ୍ପୃକ୍ତ ଟ୍ୟୁସନ ଶିକ୍ଷକ ଏସ.ସନାତନ ରେଡ୍ଡୀଙ୍କୁ ଶୁକ୍ରବାର ଦିଗପହଣ୍ଡି ଥାନା ଏସ.ଆଇ…
ପୁଅକୁ ନେଇ ଯାଇଥିଲେ କୁକୁଡ଼ା ଫାର୍ମ: ଘଟିଲା ଅଘଟଣ, କାନ୍ଦବୋବାଳିରେ ଫାଟି ପଡ଼ୁଛି ଗାଁ ଦାଣ୍ଡ
ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ବଡ଼ଦାଣ୍ଡ ସାହିର ରଞ୍ଜନ ବିଷୋୟୀଙ୍କ ବଡ଼ ପୁଅ ଚନ୍ଦନ(୭) ଶୁକ୍ରବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ ଟାରେ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସକାଳେ ରଞ୍ଜନ ପୁଅକୁ ସାଙ୍ଗରେ…
ବର୍ଷା ପାଇଁ ଆଗୁଆ ଚାରାରୋପଣ: ରାଜ୍ୟରେ ୫୧ ବନଖଣ୍ଡରେ ଲାଗିବ ୭ କୋଟି…
ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଳବାୟୁ ପରିବର୍ତ୍ତନ ଯୋଗୁ ବିଗତ କିଛିବର୍ଷ ହେବ ରାଜ୍ୟରେ ଚାରାରୋପଣ ଏବଂ ବଣ୍ଟନ କାର୍ଯ୍ୟ ବିଳମ୍ବ ହେଉଥିଲା। ଜୁଲାଇ ପହିଲାରୁ ବନ ମହୋତ୍ସବ ସପ୍ତାହ ଅବସରରେ ଚାରା ରୋପଣ ହେଉଥିଲେ। ଯଦି ଜୁଲାଇରେ ମଧ୍ୟ ଠିକ ଭାବେ ବର୍ଷା…
ବିରଞ୍ଚି ନାରାୟଣ ମନ୍ଦିର ପରିଦର୍ଶନରେ ଦକ୍ଷିଣାଞ୍ଚଳ ଆର୍ଡିସି
ବୁଗୁଡ଼ା,୧୩ା୬(କାଳୀଚରଣ ଦାଶ): ଦକ୍ଷିଣାଞ୍ଚଳ ଆରଡିସି ରୂପା ରୋଶନ ସାହୁ ବୁଗୁଡା ଗସ୍ତରେ ଆସିଥିଲେ। ଆରଡିସିଙ୍କ ଗସ୍ତ ସମୟରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ସାମିଲ ଥିବାବେଳେ ସେ ପ୍ରଥମେ ବୁଗୁଡ଼ା ତହସିଲ କାର୍ଯ୍ୟାଳୟରେ ପହଞ୍ଚି ତହସିଲର ବିଭିନ୍ନ କାର୍ଯ୍ୟ ସମୀକ୍ଷା କରିଥିଲେ।…
+୩ ନାମଲେଖା ଆରମ୍ଭ, ଆଜି ପ୍ରଥମ ଦିନରେ ଛାତ୍ରୀଛାତ୍ର…
ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଶୁକ୍ରବାରଠାରୁ ରାଜ୍ୟରେ +୩ ପ୍ରଥମ ବର୍ଷ କଳା, ବାଣିଜ୍ୟ ଏବଂ ବିଜ୍ଞାନ ପାଇଁ ନାମଲେଖା ଆରମ୍ଭ ହୋଇଛି। ତେଣୁ ଆଜି ବିଭିନ୍ନ ମହାବିଦ୍ୟାଳୟରେ ଛାତ୍ରୀଛାତ୍ର ନିଜର ଆବଶ୍ୟକ ପ୍ରମାଣପତ୍ର ସହ ପହଞ୍ଚି ନାମ ଲେଖାଉଛନ୍ତି। ଆଜି ପ୍ରଥମ ଦିନରେ…
ଗଞ୍ଜାମ ଏସ୍ପିଙ୍କ ଦ୍ୱାରା ଲୋକାର୍ପିତ ହେଲା ଏସ୍ଡିପିଓଙ୍କ ରଚିତ ‘ଅପାଦଯାତ୍ରା’
ପୁରୁଷୋତ୍ତମପୁର,୧୩ା୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ ଡଃ ଦୀପକ କୁମାର ମିଶ୍ର ନିଜର କର୍ମମୟ ଜୀବନରେ ସମାଜରେ ବାସ୍ତବ ଭାବରେ ଘଟିଚାଲିଥିବା ବିଭିନ୍ନ ପ୍ରକାରର ଘଟଣାବଳୀ ଓ ପ୍ରକୃତିର ଘଟଣାବଳୀକୁ ନେଇ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏକ କବିତା ସଂକଳନ ରଚନା…
ବିକଶିତ କୃଷି ସଂକଳ୍ପ ଅଭିଯାନ: କୃଷିଭିତ୍ତିକ ଯୋଜନାର ପ୍ରଚାରପ୍ରସାର ଜରୁରୀ
ଗଞ୍ଜାମ,୧୩।୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷ ପୁର ପଞ୍ଚାୟତ ସନ୍ତୋଷପୁର ଗ୍ରାମଠାରେ ବ୍ଲକ କୃଷି କାର୍ଯ୍ୟାଳୟ ପକ୍ଷରୁ ବିକଶିତ କୃଷି ସଂକଳ୍ପ ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ବ୍ଲକ କୃଷି ଅଧିକାରୀ ରଶ୍ମିତା ମହାପାତ୍ରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ…
ଦୁର୍ଘଟଣାରେ ମାମୁ, ୨ ଭାଣିଜୀଙ୍କ ମୃତ୍ୟୁ ଘଟଣା: ବନ୍ଧା ହେଲେ ଟ୍ୟାଙ୍କର ଚାଳକ
ଦିଗପହଣ୍ଡି,୧୨ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୋଲିସ ଗୁରୁବାର କଟକ ଜିଲା କାନପୁର ଥାନା ବାଲିଝରି ଗ୍ରାମର ଗାଡ଼ି ଚାଳକ ସୁଶାନ୍ତ ରାଉତଙ୍କୁ କେଶ୍ ନଂ.୧୯୭/୨୫ ଅନୁଯାୟୀ ଗିରଫ କରି କୋର୍ଟ ଚାଲାଣ କରିଛି। ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ. ରାଜ୍ୟ ରାଜପଥରେ ଶୁକ୍ରବାର…
ଧୁମ୍ଧାମ୍ରେ ପାଳନ ହେବ ପ୍ରସିଦ୍ଧ କୁଲାଡ ରଥଯାତ୍ରା
ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)- ଘୁମୁସରର ରାଜା ଭଞ୍ଜ ରାଜବଂଶ ପକ୍ଷରୁ ଗଞ୍ଜାମ ଜିଲା କୁଲାଡରେ ରାଜଧାନୀ ପ୍ରତିଷ୍ଠା ହୋଇଥିଲା। ସେହି ସମୟରେ ଭଞ୍ଜ ରାଜବଂଶ ପକ୍ଷରୁ କୁଲାଡରେ ଅନେକ ମନ୍ଦିର ପ୍ରତିଷ୍ଠା କରାଯାଇଥିଲା। ସେଥିମଧ୍ୟରୁ ଶ୍ରୀ ଜଗନ୍ନାଥ ମନ୍ଦିର ଅନ୍ୟତମ। କୁଲାଡରେ ସ୍ଥାପିତ…
ଗଞ୍ଜାମରେ ଗଡ଼ିଲା ବିକାଶ ବାହନ
ଛତ୍ରପୁର,୧୨ା୬(ଦିଲ୍ଲୀପ ସାମଲ): ରାଜ୍ୟରେ ମୋହନ ସରକାରଙ୍କ ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଗୁରୁବାର ରାଜ୍ୟବ୍ୟାପୀ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲାର ମୁଖ୍ୟାଳୟ ତଥା ଜିଲାପାଳଙ୍କ କାର୍ଯ୍ୟାଳୟରେ ଏହି ସୁସଜ୍ଜିତ ବିକାଶ ବାହନକୁ ବ୍ରହ୍ମପୁର ଏମ୍ପି…
ବିକାଶ ବାହନ ଯାତ୍ରାର ଶୁଭାରମ୍ଭ: ଘରେ ଘରେ ପହଞ୍ଚିବ ବିକାଶର ବାର୍ତ୍ତା
ଭଞ୍ଜନଗର,୧୨ା୬(ବାବୁଲା ପ୍ରଧାନ): ରାଜ୍ୟରେ ଭାଜପା ସରକାରଙ୍କ ଶାସନର ଏକ ବର୍ଷ ପୂର୍ତ୍ତି ହୋଇଛି। ତେଣୁ ଗୁରୁବାର ଭଞ୍ଜନଗର ବ୍ଲକ କାର୍ଯ୍ୟାଳୟରୁ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା…
Archives


