ଗଞ୍ଜାମ

ବେଗୁନିଆପଡ଼ା ବିଜେଡି ସଭାପତି ହେଲେ ସୀମାଞ୍ଚଳ ସାମଲ

ବେଗୁନିଆପଡ଼ା,୨୩ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକରେ ନୂତନ ଭାବେ ବିଜୁ ଜନତା ଦଳର ବ୍ଲକ ସଭାପତି ଚୟନ କରାଯାଇଛି। ଗଞ୍ଜାମ ଜିଲା ସଭାପତି ରମେଶ ଚ୍ୟାଉପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବେଗୁନିଆପଡ଼ା ବ୍ଲକ ସଭାପତି ଭାବେ ସୀମାଞ୍ଚଳ ସାମଲଙ୍କୁ ଏହି ପଦବୀ...

୧୦ କେନ୍ଦ୍ରରେ ମାଟ୍ରିକ ସମ୍ମେଟିଭ ପରୀକ୍ଷା ଦେଲେ ୧୯୦୮ ପରୀକ୍ଷାର୍ଥୀ

ବେଗୁନିଆପଡ଼ା,୨୩ା୧୧(ଡି.ଏନ୍‌.ଏ.): ବୁଧବାରଠାରୁ ଆରମ୍ଭ ହୋଇଛି ଦଶମ ଶ୍ରେଣୀ ସମ୍ମେଟିଭ ପରୀକ୍ଷା। ଗଞ୍ଜାମ ଜିଲା ବେଗୁନିଆପଡ଼ା ଓ କୋଦଳାରେ ରାଜ୍ୟରେ ମୋଟ୍‌ ୧୯୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେଉଥିବା ବେଳେ ୪୧ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିବା ସୂଚନା ମିଳିଛି। ଏହି ବ୍ଲକର ଶାଙ୍କୁଡ଼ାସ୍ଥିତ...

ୟୁନିଫର୍ମ, ପରିଚୟପତ୍ର ନ ଥିଲେ କଲେଜ ମନା

ଭଞ୍ଜନଗର,୨୩।୧୧(ଡି.ଏନ.ଏ): ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସ୍‌ୟୂବି) କଲେଜ ଆଣ୍ଟି ରାଗିଂ ସେଲ୍‌, ମହିଳା ନିର୍ଯାତନା ନିରୋଧି ସେଲ୍‌ ଏବଂ ଶୃଙ୍ଖଳା କମିଟି ମଙ୍ଗଳବାର ଗଠିତ ହୋଇଛି । ଅପରାହ୍ନରେ କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସଙ୍କ ସଭାପତିତ୍ୱରେ ମିଳିତ ବୈଠକ...

ବାହୁଦା ମୁହାଣରେ ହେଉ ନଦୀଭିତ୍ତିକ କ୍ଷୁଦ୍ର ବନ୍ଦର

ବ୍ରହ୍ମପୁର ଅଫିସ,୨୩।୧୧: ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମତ୍ସ୍ୟଜୀବୀ ବହୁଳ ପାତି ସୁନାପୁର ଉପକୂଳ ବାହୁଦା ମୁହାଣରେ ନଦୀଭିତ୍ତିକ କ୍ଷୁଦ୍ର ବନ୍ଦର ନିର୍ମାଣ ପାଇଁ କଂଗ୍ରେସ ଶ୍ରମିକ ସଂଗଠନ ଆଇଏନ୍‌ଟିୟୁସି ଦାବି କରିଛି। ଗତ ୧୮ ତାରିଖରେ ଅନୁଷ୍ଠିତ...

ଅବ୍ୟବସ୍ଥା ଘେରରେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର: ବିପଦ ସଙ୍କୁଳ କୋଠାରେ ଚାଲିଛି ରୋଗୀସେବା

ଗଞ୍ଜାମ,୨୨।୧୧(ଡି.ଏନ୍‌.ଏ.): ଗଞ୍ଜାମ ସହର ବଡ଼ ବଜାର ସ୍ଥିତ ବହୁ ପୁରାତନ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର ଏବେ ଅବ୍ୟବସ୍ଥା ଘେରରେ ରହିଛି। ବିପଦ ସଙ୍କୁଳ ଅବସ୍ଥାରେ ଚାଲିଛି ରୋଗୀସେବା। ମେଡିକାଲ କୋଠାଗୁଡିକ ଭାଙ୍ଗିରୁଜି ଯାଇଥିବା ବେଳେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରୁ କଂକ୍ରିଟ ଖସିଲା...

ନାବାଳିକାଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର ଅଫିସବ,୨୨।୧୧: ଫାଷ୍ଟଟ୍ରାକ ପୋକସ ଜଜ ଗଣେଶ୍ୱର ପତି ମଙ୍ଗଳବାର ଏକ ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଯଥେଷ୍ଟ ପ୍ରମାଣ ମିଳିବାରୁ ସେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଅଭିଯୁକ୍ତ ଜଣଙ୍କ ଗଞ୍ଜାମ ଜିଲା ପାଟପୁର ଅଞ୍ଚଳର ବାବୁ...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ଲାଞ୍ଚ ଟଙ୍କା ସହ ନେଉଥିଲେ ବାଦାମ, ମୁଗ

ବେଗୁନିଆପଡ଼ା,୨୨।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କୋଦଳା ତହସିଲରେ କାର୍ଯ୍ୟରତ ରାଜସ୍ବ ସହାୟକ ସଞ୍ଜୟ କୁମାର ସେଠୀ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କୋଦଳା ତହସିଲ ଅନ୍ତର୍ଗତ ବି. ନୂଆଗାଁର ଦଣ୍ଡପାଣି ସାହୁ ନାମକ ଜଣେ ବ୍ୟକ୍ତିଙ୍କଠାରୁ ଘରବାରି ପଟା କରାଇଦେବାକୁ ସେଠୀ...

୮୦ କେଜି ଗଞ୍ଜେଇ ଜବତ, ଗିରଫ ଦୁଇ ଅଣଓଡ଼ିଆ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୨।୧୧: ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ଗଞ୍ଜେଇ ଭର୍ତ୍ତି କାର୍‌କୁ ମଙ୍ଗଳବାର ଅବକାରୀ ପୋଲିସ ଜବତ କରିଛି। କାର୍‌ ଭିତରୁ ୮୦ କେଜି ଗଞ୍ଜେଇ ଜବତ କରିବା ସହ ଗଞ୍ଜେଇ ଚାଲାଣକାରୀ ସମେତ ଦୁଇ ଜଣ ଅଣଓଡ଼ିଆ ଯୁବକଙ୍କୁ...

୨୦୨୩ ଜୁନ୍‌ରେ ସରିବ ଘଟକେଶ୍ବର ପ୍ରକଳ୍ପ କାମ

ଛତ୍ରପୁର,୨୨ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ଜିଲାପାଳ ଦିବ୍ୟଜ୍ୟୋତି ପରିଡା କ୍ଷୁଦ୍ର ଓ ଉଠା ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ। ପ୍ରାରମ୍ଭରେ ଇଆଇସି-ତଥା- ସ୍ବତନ୍ତ୍ର ସଚିବ ମୁକୁଲ ଚନ୍ଦ୍ର ବେହେରା ବର୍ତ୍ତମାନ ଖରିଫ ଫସଲ ଶେଷ ହେବାକୁ ଯାଉଛି।...

ରାଗିଂ ବନ୍ଦ ଦାବିରେ ପ୍ରତିବାଦ

ବ୍ରହ୍ମପୁର ଅଫିସ,୨୨ା୧୧: ଶିକ୍ଷାନୁଷ୍ଠାନରେ ରାଗିଂ ବନ୍ଦକରିବା ଦାବିରେ ଏସ୍‌ଏଫ୍‌ଆଇ (ଷ୍ଟୁଡେଣ୍ଟ ଫେଡେରଶନ ଅଫ ଇଣ୍ଡିଆ)ଓ ଡିୱାଇଏଫ୍‌ଆଇ (ଭାରତର ଗଣତାନ୍ତ୍ରିକ ଯୁବ ଫେଡେରେଶନ) ପକ୍ଷରୁ କମାପଲୀଠାରେ ପ୍ରତିବାଦ କରାଯାଇଛି। ସଂଘ ପକ୍ଷରୁ କୁହାଯାଇଛି, ବର୍ତ୍ତମାନ ବିଭିନ୍ନ ଶିକ୍ଷାନୁଷ୍ଠାନରେ ରାଗିଂ ବୃଦ୍ଧି ପାଇଛି।...

ଘୁମୁସର ଜିଲା ଆନ୍ଦୋଳନ ତେଜିଲା

ଭଞ୍ଜନଗର,୨୨୧୧(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁରକୁ ନୂଆ ଜିଲା କରିବା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛିଦିନ ପୂର୍ବେ ପ୍ରତିଶ୍ରୁତି ଦେଇଛନ୍ତି। ଏଭଳି ସ୍ଥିତିରେ ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡକୁ ଘୁମୁସର ଜିଲା ଓ ଆଉ କେତେକ...

ଯୁକ୍ତ ୨ ଦ୍ୱିତୀୟ ବର୍ଷର ୯ ଛାତ୍ରଙ୍କୁ କ୍ୟାମ୍ପସ ମନା

ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ଖଲ୍ଲିକୋଟ କନିଷ୍ଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଙ୍କ ସହ ରାଗିଂ ନେଇ ଅଭିଯୋଗ ହୋଇଥିଲା। ସୋମବାର ଶିକ୍ଷାନୁଷ୍ଠାନ ପକ୍ଷରୁ ଏହି ଘଟଣାରେ ସମ୍ପୃକ୍ତ ଥିବା ମହାବିଦ୍ୟାଳୟର ଯୁକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri