ଗଞ୍ଜାମ

ଯୁକ୍ତ ୨ ଦ୍ୱିତୀୟ ବର୍ଷର ୯ ଛାତ୍ରଙ୍କୁ କ୍ୟାମ୍ପସ ମନା

ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ଖଲ୍ଲିକୋଟ କନିଷ୍ଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଙ୍କ ସହ ରାଗିଂ ନେଇ ଅଭିଯୋଗ ହୋଇଥିଲା। ସୋମବାର ଶିକ୍ଷାନୁଷ୍ଠାନ ପକ୍ଷରୁ ଏହି ଘଟଣାରେ ସମ୍ପୃକ୍ତ ଥିବା ମହାବିଦ୍ୟାଳୟର ଯୁକ୍ତ...

ଜଳଖିଆ ଖାଇବା ପରେ ଜୀବନ ହାରିଲେ କଏଦୀ

ଭଞ୍ଜନଗର,୨୧।୧୧(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର ଉପ କାରାଗାରରେ ସୋମବାର ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପାର ତୋଫାନ ନାଇକ (୩୦)। ତୋଫାନଙ୍କ ବେକରେ ଦାଗ ରହିଛି। ସେ ଅଣ୍ଟାରେ ପିନ୍ଧିଥିବା...

ରାଗିଂକୁ ନେଇ ଚିନ୍ତାରେ ଛାତ୍ରୀଛାତ୍ର, ଅଭିଭାବକ

ବ୍ରହ୍ମପୁର ଅଫିସ,୨୧।୧୧: କଲେଜରେ ରାଗିଂ ବିଦ୍ୟାର୍ଥୀଙ୍କ ଭବିଷ୍ୟତକୁ ଅନ୍ଧକାର ଆଡ଼କୁ ଠେଲିଦେଇଛି। ଗଞ୍ଜାମ ଜିଲାରେ ଥିବା ବିଭିନ୍ନ ସରକାରୀ ଓ ଘରୋଇ କଲେଜଗୁଡ଼ିକରେ ରାଗିଂ ଓ ଅସଦାଚରଣ ଭଳି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ଏଭଳି ଘଟଣା ଯୋଗୁ...

ମେଗା ପାନୀୟ ଜଳ ପ୍ରକଳ୍ପ ଖର୍ଚ୍ଚ ବଢ଼ିଲା

ଭଞ୍ଜନଗର,୨୧୨ା୧୧(ଡି.ଏନ.ଏ.): ରାଜ୍ୟର ସମସ୍ତ ଘରକୁ ୨୦୨୪ ଡିସେମ୍ବର ସୁଦ୍ଧା ପାଇପ ଯୋଗେ ବିଶୁଦ୍ଧ ପାଣି ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍ଷ୍ୟ ରଖିଛନ୍ତି । ଏହି କ୍ରମରେ ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ...

ଡିସେମ୍ବର ୧୬ରୁ ଗଞ୍ଜାମରେ ଧାନକିଣା

ଛତ୍ରପୁର,୨୧ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଖରିଫ ଧାନସଂଗ୍ରହ କମିଟି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଅଧ୍ୟକ୍ଷତା କରି ଆସନ୍ତା ଡିସେମ୍ବର ୧୬ରୁ ୨୬ ତାରିଖ ମଧ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା...

ଯୀଶୁଙ୍କ ରାଜତ୍ୱ ଉତ୍ସବ: କ୍ୟାଣ୍ଡଲ ଶୋଭାଯାତ୍ରା

ସୋରଡ଼ା,୨୦।୧୧(ଡି.ଏନ୍‌.ଏ.): ଯୀଶୁଖ୍ରୀଷ୍ଟଙ୍କ ଚାଲିଥିବା ରାଜତ୍ୱ ଉତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି। ଚଳିତ ମାସ ୧୧ତାରିଖରୁ ଏହି ଉତ୍ସବ ଆରମ୍ଭ ହୋଇଥିଲା। ଏହି ଅବସରରେ ଶ୍ରଦ୍ଧାଳୁ ଉପାସନା ରହି ଯୀଶୁ ପ୍ରାର୍ଥନା କରିଥିଲେ। ଏପରିକି ପ୍ରତିଦିନ ଅପରାହ୍ନରେ ଦିବ୍ୟଯଜ୍ଞ ଅନୁଷ୍ଠିତ ହେଉଥିଲା।...

ଦାବି ପୂରଣ ନ ହେଲେ କାମ ବନ୍ଦ

ସୋରଡା,୨୦।୧୧(ଡି.ଏନ୍‌.ଏ): ରାଜ୍ୟରେ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଆଉଟ ସୋର୍ସିଂ କର୍ମଚାରୀ ବର୍ତ୍ତମାନ ବହୁ କଷ୍ଟରେ ପରିବାର ପୋଷଣ କରୁଛନ୍ତି । ସରକାରଙ୍କ ସମସ୍ତ ପ୍ରକାର ଯୋଜନାରେ ଆଉଟସୋର୍ସିଂ କର୍ମଚାରୀ ପୂର୍ଣ୍ଣ ସହଯୋଗ କରି କାର୍ଯ୍ୟ କରୁଛନ୍ତି । ହେଲେ କର୍ମଚାରୀଙ୍କୁ...

ହେଉନି ଦାବି ପୂରଣ: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କରିବାକୁ ନିଷ୍ପତ୍ତି ନେଲେ କର୍ମୀ

ସୋରଡା,୨୦।୧୧(ଡି.ଏନ୍‌.ଏ.): ସୋମବାରଠାରୁ ବନ୍ଦ ରହିବ ସୋରଡ଼ା ବ୍ଲକର ୨୬ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ୨୫୮ ଅଙ୍ଗନଓ୍ବାଡି କେନ୍ଦ୍ର । ପ୍ରଭାବିତ ହେବେ ୭ ହଜାରରୁ ଊଦ୍ଧର୍‌ବ ଶିଶୁ । ସରକାରଙ୍କୁ ବାରମ୍ବାର ଅଭିଯୋଗ ସତ୍ତ୍ୱେ ଅଙ୍ଗନଓ୍ବାଡି କର୍ମୀଙ୍କ ସମସ୍ୟାର...

ଗଞ୍ଜାମ ଏନ୍‌ଏସିର ମୁଖ୍ୟ ଡ୍ରେନେଜ ଅନୁଧ୍ୟାନ

ଗଞ୍ଜାମ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ସହରର ମୁଖ୍ୟ ନାଳର ପୁନଃ ଉଦ୍ଧାର ଲାଗି ଅଞ୍ଚଳବାସୀଙ୍କ ପକ୍ଷରୁ ବାରମ୍ବାର ଦାବୀ ହୋଇ ଆସୁଥିଲା । ଏ ନେଇ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କ ନିର୍ଦ୍ଦେଶ ପରେ ଏନ୍‌ଏସି ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ...

ବାଇକ୍‌ ଆରୋହୀ ଦମ୍ପତିଙ୍କ ଉପରେ ଚଢ଼ିଗଲା କାର୍‌

ପୁରୁଷୋତ୍ତମପୁର,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୂଖ୍ୟ ରାସ୍ତାର ଭାଟକୁମରଡା କଲେଜ ସମ୍ମୁଖରେ ରବିବାର ଏକ କାର ମୋଟର ସାଇକେଲ ଆରୋହୀଙ୍କ ଉପରେ ଚଢିଯିବା ସହ ବିଦ୍ୟୁତ ଟ୍ରାନ୍ସଫର୍ମରକୁ ପିଟି ହୋଇଯାଇଛି। ଏଥିରେ ବାଇକ୍‌ ଆରୋହୀ ଦମ୍ପତି...

ପୋଲିସ ପକ୍ଷରୁ ଜବରଦଖଲ ଉଚ୍ଛେଦ

ଛତ୍ରପୁର,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ନୂତନ ବସଷ୍ଟାଣ୍ଡ ନିକଟରେ ଗୃହ ବିଭାଗର ନିଜସ୍ବ ଜମି ରହିଥିବା ବେଳେ କିଛି ଲୋକେ ତାହାକୁ ଅକ୍ତିଆର କରିବା ସହ ଘରକରି ରହିଥିଲେ । ଏ ନେଇ ବାରମ୍ବାର ପୋଲିସ ପକ୍ଷରୁ କହିବା ସତ୍ତ୍ୱେ...

ମିଶନ ଶକ୍ତି ଗ୍ରୁପ୍‌କୁ ବିନା ସୁଧରେ ୩ଲକ୍ଷ ଋଣ

ଭଞ୍ଜନଗର,୨୦।୧୧(ଡି.ଏନ.ଏ): ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ଯୋଜନାର ସଫଳତା ଯୋଗୁ ମହିଳାମାନେ ଆଜି ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି । ସେମାନଙ୍କ ଆର୍ଥତ୍କ କ୍ଷେତ୍ରରେ ଆହୁରି ଉନ୍ନତି ଆଣିବା ପାଇଁ ମିଶନ ଶକ୍ତି ମାଧ୍ୟମରେ ଗଞ୍ଜାମ ଜିଲାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri