ଗଞ୍ଜାମ

ମାନସିକ ବିକୃତ ମସ୍ତିଷ୍କ ମହିଳା ଗର୍ଭବତୀ ଅଭିଯୁକ୍ତଙ୍କ ଗିରଫ ଦାବିରେ ଫାଣ୍ଡିରେ ଗ୍ରାମବାସୀଙ୍କ ହୋ ହାଲା

ଗଞ୍ଜାମ, ୨୪।୩(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନାର ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ବିକୃତ ମହିଳା ଗର୍ଭବତୀ ହେବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ।ସେହି ଗ୍ରାମର ଜଣେ…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ସୋମବାର ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ହେଲେ କଳାବତୀ ଦିଗାଲ (୫୮) । ପୋଲିସ ଶବକୁ ଜବତ କରି…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି ପାହାଡ ପ୍ରକମ୍ପିତ ହୋଇ ଉଠିଛି । ମା’ଙ୍କ ଦର୍ଶନ କରିବା…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି।ଏହି କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା ପରିଗଣନାକାରୀ ଏବଂ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର ଧରପକଡ ଅଭିଯାନ ଜାରି ରହିଛି । ଚଳିତ ମାସ ୨୧ ରୁ ୩୧…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ ପାର୍ଟିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।ଏନେଇ ସେ ପ୍ରଦେଶ କଂଗ୍ରେସ କମିଟି…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପି.ଜଗଦୀଶ ଦୋରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ ସଭାରେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଟୁନା ସେଠୀଙ୍କ କନ୍ୟା ଅର୍ଚ୍ଚିତା ସେଠୀ(୧୬)।ସୋମବାର ମଧ୍ୟାହ୍ନରେ ଦିଗପହଣ୍ଡି ଥାନା ଏଏସଆଇ ଦିଲ୍ଲୀପ…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ଗ୍ରାମରେ ପହଞ୍ଚିଥିଲେ। ଉକ୍ତ ଗ୍ରାମରେ ମା’ ବୁଢ଼ୀ ଠାକୁରାଣୀ ଓ ତ୍ରିନାଥ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ ଠିକ ଭାବେ ହେଉନାହିଁ। ତେଣୁ ଦେଶରେ ଏହାର ସଙ୍କଟ କିଛିଟା ଦେଖାଦେଇଛି। ଯାହାର…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ ସଫଳତା ମିଳିଛି । ଗତ ଶୁକ୍ରବାର ଦିନ ଘରେ ତାଲା ପକାଇ ସମ୍ପର୍କୀୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?