ଗଞ୍ଜାମ

ଗଛରେ ପିଟି ହେଲା କାର: ଆଖିବୁଜିଲେ ସ୍ତ୍ରୀ, ୨ ପିଲା

ପୋଲସରା,୧୫।୩: ଗଛରେ ପିଟି ହେଲା କାର। ସ୍ତ୍ରୀ ମୃତ, ସ୍ବାମୀ ଓ ୨ ପିଲା ଆହତ। ଏଭଳି ଅଭାବନୀୟ ଘଟଣା ଘଟିଛି ବୁଗୁଡ଼ା ଥାନା ତାକରଡ଼ା ଗାଁ ନିକଟରେ। ଗାଁ ନିକଟରେ ଥିବା ଏକ ଗଛକୁ ଧକ୍କା ଦେଲା କାର୍‌। Dharitri…

ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ଆରମ୍ଭ, ବେଳାଭୂମି ସଫେଇ ପାଇଁ…

ଗଞ୍ଜାମ,୧୫ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣା ବନ୍ଧ ନିକଟସ୍ଥ ଋଷିକୂଲ୍ୟା ବେଳାଭୂମିରେ ବିରଳ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସମୁଦ୍ର ବେଳାଭୂମିରେ ଲକ୍ଷଲକ୍ଷ କଇଁଛ ଅଣ୍ଡାଦାନ କରିବେ ।ଏଥିପାଇଁ ଗଞ୍ଜାମ ଏସ୍‌ପିଙ୍କ ନିର୍ଦେଶ…

୩୦ ବର୍ଷ ପରେ ମା’ ଦକ୍ଷିଣକାଳୀ ପୀଠରେ ହେଲା ମହାଯଜ୍ଞ

ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଜଳେଶ୍ବରଖଣ୍ଡି ଗ୍ରାମ ଋଷିକୂଲ୍ୟା ନଦୀତଟରେ ତାରାତାରିଣୀଙ୍କ ନିକଟରେ ପ୍ରତିଷ୍ଠିତ ଅନ୍ୟତମ ଶକ୍ତିପୀଠ ମା’ ଦକ୍ଷିଣକାଳୀଙ୍କ ପୀଠରେ ଦୀର୍ଘ ୩୦ ବର୍ଷ ପରେ ଅନୁଷ୍ଠିତ ହୋଇଛି ସପ୍ତସତୀ ଚଣ୍ଡୀ ମହାଯଜ୍ଞ। ମନ୍ଦିର ଟ୍ରଷ୍ଟି ସୁଦର୍ଶନ…

୨ ଜଣଙ୍କୁ ଧକ୍କା ଦେଲା ହାଇଓ୍ବା

ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ରତନପୁର ନିକଟରେ ରବିବାର ମଧ୍ୟାହ୍ନରେ ଏକ ହାଇଓ୍ବା ଗାଡ଼ି ଧକ୍କାରେ ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଜଗନ୍ନାଥ ବେହେରା ଓ ପ୍ରତାପ ଚନ୍ଦ୍ର ଦାସ। ଆହତ ଦ୍ବୟଙ୍କୁ ସଂପୃକ୍ତ…

ପୁଣି ଯଜ୍ଞନାରାୟଣଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା: ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପ୍ରଭାରୀ ଭାବେ ନିଯୁକ୍ତି

ପୁରୁଷୋତ୍ତମପୁର,୧୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ଭାଜପାର ବରିଷ୍ଠ ନେତା ଯଜ୍ଞନାରାୟଣ ଦାଶଙ୍କ ଉପରେ ଆସ୍ଥାପ୍ରକଟ କଲା ଭାଜପା। ଭାଜପା ପୁଣି ଗୁରୁଦାଇୟିତ୍ୱ ଦେଇ ସାନଖେମୁଣ୍ଡି ନିର୍ବାଚନମଣ୍ଡଳୀ ପ୍ରଭାରୀ ରୂପେ ନିଯୁକ୍ତି ଦେଇଛି। ପୂର୍ବରୁ ସାଧାରଣ ନିର୍ବାଚନ ସମୟରେ ଆସିକା…

ତାରସିଂ ରେଞ୍ଜରେ  ହାତୀ ମୃତ୍ୟୁ: ଜେଟିଏଫ ଟିମ ଉପସ୍ଥିତିରେ ଚାଲିଛି ବ୍ୟବଚ୍ଛେଦ

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ନାରାୟଣପ୍ରସାଦ ରାସ୍ତା କଡ ଜଙ୍ଗଲରେ ଏକ  ହାତୀ ମୃତ୍ୟୁ ବରଣ କରିଥିବା ଖବର ଶନିବାର ରାତିରେ  ଲୋକ ଲୋଚନକୁ ଆସିଛି। ଖବରପାଇ ବନ ବିଭାଗ କର୍ମଚାରୀ ରବିବାର…

ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ କୃଷ୍ଟ ପାତ୍ର ଆହତ ହୋଇଛନ୍ତି । ସମ୍ପୃକ୍ତ ଅଞ୍ଚଳବାସୀ ଗୋପାଳଙ୍କୁ ଉଦ୍ଧାର କରି…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ ରେବତୀ ଶବରଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ବରଗାଁ ଗ୍ରାମର ବଡ଼ସାହିରେ ଶନିବାର ଚଢ଼ାଉ…

ଦାଦନ ଖଟିବାକୁ ଯାଇ ଓଡ଼ିଆ ଶ୍ରମିକ ନିଖୋଜ

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ବୁଲୁ ନାଇକ(୪୨) ଦାଦନ ଶ୍ରମିକ ଭାବେ କାମ କରିବାକୁ ମହାରାଷ୍ଟ୍ରର ମୁମ୍ବାଇ ଯାଉଥିଲେ। ହେଲେ ପୁନେ ଜିଲା ଦଉଣ୍ଡ ରେଲୱେ ଷ୍ଟେଶନରୁ ବୁଲୁ ନିଖୋଜ ହୋଇଯାଇଥିବା…

ମେଡିକାଲ ସିସିଟିଭି ଫୁଟେଜ୍‌ରେ ପୂରା ଘଟଣା : ଦିବ୍ୟାଙ୍ଗଙ୍କୁ ମାଡ ମାରିଥିବା ଡାକ୍ତରଙ୍କ ବିରୋଧରେ ମାମଲା: ରୁଜୁ 

ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ମେଡିକାଲକୁ ସାସ୍ଥ୍ୟ ପରୀକ୍ଷା କରିବାକୁ ଶୁକ୍ରବାର ଯାଇଥିବା ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ଜଣେ ମହିଳା ଡାକ୍ତର ଆକ୍ରମଣ କରିଥିଲେ। ଏନେଇ ମହିଳାଙ୍କ ପୁଅ ଧର୍ମରାଜ ଭୂୟାଁ ଶୁକ୍ରବାର ଥାନାରେ ଏ ଘଟଣା ସଂପର୍କରେ ଅଭିଯୋଗ…

ଜାତୀୟ ଲୋକ ଅଦାଲତ: ୨୪୬ ମାମଲା ଫଇସଲା ସହ ଏତିକି ଟଙ୍କା ଜରିମାନା ଆଦାୟ

ଭଞ୍ଜନଗର,୧୪ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପ୍ରାଙ୍ଗଣରେ ତାଲୁକ ଆଇନ ସେବା କମିଟି ଭଞ୍ଜନଗରଙ୍କ ପକ୍ଷରୁ ୨୦୨୬ ବର୍ଷର ପ୍ରଥମ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଭଞ୍ଜନଗର ଅତିରିକ୍ତ ଜିଲା ଓ ଦୌରାଜଜ ତଥା…

ଗୋଟିଏ ଦିନରେ ବାରୁଣୀ ସ୍ନାନ ସହ ତାରାତାରିଣୀଙ୍କ ଚୈତ୍ର ଯାତ୍ରା, ମିଳିତ ଭାବରେ କାର୍ଯ୍ୟ କରିବା ନେଇ…

ପୁରୁଷୋତ୍ତମପୁର,୧୪ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ଗୋଟିଏ ଦିନରେ ବାରୁଣୀସ୍ନାନ ଓ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ରହିଥିବା ନେଇ କିଭଳି ଏହାର ମୁକାବିଲା କରାଯିବ ସେଥିନେଇ ପ୍ରଶାସନ ଚିନ୍ତାରେ ପଡ଼ିଯାଇଛନ୍ତି। ଏଥିନେଇ ଛତ୍ରପୁର ଉପଜିଲାପାଳ ଶୁଭାଶିଷ ବରାଳଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri